କଶ୍ମୀରରେ ବହୁ ପରିମାଣର ସୁରକ୍ଷାକର୍ମୀଙ୍କୁ ଦେଖି ଟ୍ରମ୍ପଙ୍କୁ ଗୁହାରି କଲେ ଇମ୍ରାନ୍‌

ଇସଲାମାବାଦ,୫।୮: ଜମ୍ମୁ-କଶ୍ମୀରରେ ବହୁ ପରିମାଣରେ ମୁତୟନ ହୋଇଥିବା ସୁରକ୍ଷାକର୍ମୀଙ୍କୁ ଦେଖି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଏହା ଉପେର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ହସ୍ତକ୍ଷେପ ଲୋଡିଛନ୍ତି। ଇମ୍ରାନ କହିଛନ୍ତି ପୂର୍ବରୁ ଟ୍ରମ୍ପ କାଶ୍ମୀର ପରିସ୍ଥିତିକୁ ନେଇ ଭାରତ ପାକିସ୍ତାନ ମଧ୍ୟରେ ମଧ୍ୟସ୍ଥତା କଥା ଉଠାଇଥିଲେ। ଏବେ କିନ୍ତୁ ଏହି ସମୟ ପହଞ୍ଚି ସାରିଛି। ଜମ୍ମୁ-କଶ୍ମୀର ସୀମାରେ ସୁରକ୍ଷାକର୍ମୀ ମୁତୟନ ହେବା ଫଳରେ ପରିସ୍ଥିତି ଖରାପ ହେବାରେ ଲାଗିଛି। ତେଣୁ ଟ୍ରମ୍ପ ଏଥିପାଇଁ କିଛି କରନ୍ତୁ ବୋଲି ସେ ଟୁଇଟ୍‌ କରି କହିଛନ୍ତି। ଇମ୍ରାନ କହିଛନ୍ତି ନିୟନ୍ତ୍ରଣ ରେଖା ନିକଟରେ ଭାରତୀୟ ସେନା ଆକ୍ରମଣାତ୍ମକ ଉଦ୍ୟମ କରୁଛନ୍ତି ଯାହା ଉଭୟ ଦେଶ ମଧ୍ୟରେ ଅଶାନ୍ତି ସୃଷ୍ଟି କରିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri