Categories: ଜାତୀୟ

କଶ୍ମୀର ଆଇଜିପି ହେଲେ ବିଜୟ କୁମାର

ଶ୍ରୀନଗର,୨୯ା୧୨(ଆଇଏଏନ୍‌ଏସ୍‌): ଜମ୍ମୁ-କଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳର ନୂଆ ପୋଲିସ ଆଇଜି ଭାବେ କେ. ବିଜୟ କୁମାର ନିଯୁକ୍ତ ହୋଇଛନ୍ତି। ୧୯୯୭ ବ୍ୟାଚ୍‌ର ଏହି ଆଇପିଏସ୍‌ ଅଫିସର ଏସ.ପି. ପାଣିଙ୍କ ସ୍ଥାନରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ପାଣିଙ୍କୁ ଜମ୍ମୁ-କଶ୍ମୀର ପୋଲିସର ସଶସ୍ତ୍ର ବାହିନୀର ଆଇଜି ଭାବେ ନିଯୁକ୍ତି ଦିଆଯାଇଛି।

Share