କଶ୍ମୀର ପାକିସ୍ତାନର: ମୁଶରଫ

ଇସ୍‌ଲାମାବାଦ,୮।୧୦: ପାକିସ୍ତାନର ପୂର୍ବତନ ସେନାମୁଖ୍ୟ ପରଭେଜ ମୁଶରଫ ପୁଣିଥରେ ସକ୍ରିୟ ରାଜନୀତିରେ ଯୋଗଦେବେ ବୋଲି ଶୁଣିବାକୁ ମିଳିଛି। ଆଉ ଫେରିବା ପୂର୍ବରୁ ସେ ପୁଣିଥରେ ଭାରତ ଉପରେ ଥିବା ତାଙ୍କର ରାଗକୁ ପ୍ରକାଶ କରିଛନ୍ତି। ମୁଶରଫ କହିଛନ୍ତି କଶ୍ମୀର ପାକିସ୍ତାନର ରକ୍ତରେ ଅଛି। ତେଣୁ କଶ୍ମୀର ଲୋକଙ୍କ ସହ ସବୁବେଳେ ପାକିସ୍ତାନ ସେନା ଓ ସାରା ଦେଶ ରହିଛି ବୋଲି ସେ କହିଛନ୍ତି। ଅସୁସ୍ଥ ଅବସ୍ଥାରେ ଦୁବଇରେ ରହୁଥିବା ୭୬ ବର୍ଷୀୟ ମୁଶରଫ ରବିବାର ଦଳର ସ୍ଥାପନା ଦିବସ ଅବସରରେ ଦୁବଇରୁ ଟେଲିଫୋନ୍‌ ଯୋଗେ ଦଳୀୟ କର୍ମୀଙ୍କୁ ଉଦବୋଧନ ଦେବା ଅବସରରେ କହିଛନ୍ତି, ଭାରତ ବୋଧହୁଏ କାରଗିଲ ଯୁଦ୍ଧ କଥା ଭୁଲି ଗଲାଣି। କାରଣ ପାକିସ୍ତାନ ସବୁବେଳେ ଶାନ୍ତି ଚାହୁଁଥିବା ବେଳେ ଭାରତ ଯୁଦ୍ଧ ପାଇଁ ତାକୁ ଉସକାଉଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧିନାୟକ ବଦଳରେ ଅଧିନାୟକ… ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ସବୁଠାରୁ ବଡ଼ ପ୍ରସ୍ତାବ ଦେଇଛି ଦିଲ୍ଲୀ କ୍ୟାପିଟାଲ୍ସ

ନୂଆଦିଲ୍ଲୀ,୨୮।୭: ପାଞ୍ଚଥରର IPL ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଆଗାମୀ ସିଜିନ ପୂର୍ବରୁ ସେମାନଙ୍କର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ Trade କରିବାକୁ ମନସ୍ଥ କରିସାରିଛି। ଅନେକ ଦଳ ହାର୍ଦ୍ଦିକଙ୍କ…

ଘରୁ ମା’, କେନାଲରୁ ଝିଅ: ଏକାସାଥିରେ ମିଳିଲା ଦୁଇ ମୃତଦେହ, ରହସ୍ୟମୟ ଘଟଣାରେ ଥରହର ଅଞ୍ଚଳ

ଉଦଳା, ୨୮।୭(ସନ୍ତୋଷ କୁମାର ବାଛିନୀ): ଘରୁ ମିଳିଲା ମା ଏବଂ ଦିବ୍ୟାଙ୍ଗ ଝିଅର ମୃତଦେହ । ଯାହା ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଉଦଳା…

ଲଗାଣ ବର୍ଷାରେ ଗ୍ରାମବାସୀ ଜଳବନ୍ଦୀ

ଉଦଳା,୧୬ା୭(ସନ୍ତୋଷ କୁମାର ବାଛିନି): ଲଗାଣ ବର୍ଷା ଯୋଗୁ ବେହାଲ ହୋଇପଡିଛି ଉଦଳା। ଏପରି କି କପ୍ତିପଦା ଉପଖଣ୍ଡ ଉଦଳା, କପ୍ତିପଦା ଏବଂ ଗୋପବନ୍ଧୁନଗର ବ୍ଲକ ଅଞ୍ଚଳରେ ମଧ୍ୟ…

କୋଟିଆରେ ଚାଲୁଥିବା SIR-୨୦୨୬ କାର୍ଯ୍ୟକ୍ରମର ସମୀକ୍ଷା କଲେ ଉପ-ଶାସନ ସଚିବ, ଦେଲେ ଏଭଳି ନିର୍ଦ୍ଦେଶ

ପଟ୍ଟାଙ୍ଗି, ୨୮।୭(ଶରତ କୁମାର ଧଳ): କୋରାପୁଟ ଜିଲା ଗସ୍ତରେ ଆସିଥିବା ଉପ-ଶାସନ ସଚିବ ଜିତେନ୍ଦ୍ର କୁମାର ପାତ୍ର ଜିଲାର ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତରେ ପହଞ୍ଚିଛନ୍ତି।…

ପାଟପୁର କଲେଜରେ ଯୁକ୍ତ ୨ ଛାତ୍ରୀଛାତ୍ରଙ୍କ ପ୍ରବେଶ ଉତ୍ସବ: ନୀତିନିୟମ ସମ୍ପର୍କରେ କରାଗଲା ସଚେତନ

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ବିଶ୍ୱାସରାୟ ବିଜ୍ଞାନ କଲେଜରେ ରାଜ୍ୟ ସରକାରଙ୍କ ଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ଯୁକ୍ତ ୨ ପ୍ରଥମ…

ଘରୁ ବାହାରିଲା ବୃଦ୍ଧାଙ୍କ ପଚାସଢା ମୃତଦେହ : କାନ୍ଧ ଦେଲେନି ବନ୍ଧୁପରିଜନ, ଶେଷରେ ସତ୍କାର କଲେ ଆଇଆଇସି

ପୁରୁଷୋତ୍ତମପୁର,୨୮। (ସବିତା ମିଶ୍ର) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଏଠାରେ ପରିବାର ଓ ବନ୍ଧୁବର୍ଗଙ୍କ ମାନବିକତା ହଜିଯାଇଛି…

ବଢୁଛି ବୈତରଣୀ: ଚାରିଆଡ଼େ ଜଳମଗ୍ନ

କେନ୍ଦୁଝର, ୨୮।୭: (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲାରେ ଗତ ୨୪ ଘଣ୍ଟାରେ ପ୍ରବଳ ବର୍ଷା ଯୋଗୁ ବୈତରଣୀ ନଦୀର ଜଳ ସ୍ତର ବୃଦ୍ଧି ପାଇବାରେ…

ସକାଳୁ କାମରେ ଆସୁଥିଲେ ସୁଶାନ୍ତ: ପଛପଟୁ ଧକ୍କା ଦେଇ ଚମ୍ପଟ ମାରିଲା କାର୍‌, ଅବସ୍ଥା ଗୁରୁତର ହେବାରୁ…

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି – ରାୟଗଡ଼ା ୩୨୬ନଂ ଜାତୀୟ ରାଜପଥର ପୁଞ୍ଜିକଂୟା ଛକ ନିକଟ ବିଏସଏନଏଲ ଅଫିସ ସମ୍ମୁଖରେ ମଙ୍ଗଳବାର ସକାଳେ ଏକ ଦ୍ରୁତଗାମୀ କାର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri