କାକଟପୁର ମଙ୍ଗଳା ମନ୍ଦିର ମୁଖଶାଳାରେ ଫାଟ

କାକଟପୁର,୨୪ା୨(ଡି.ଏନ.ଏ): ପୁରୀ ଜିଲା କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମା ମଙ୍ଗଳା ମନ୍ଦିର ମୁଖଶାଳାର ଦକ୍ଷିଣ ଦ୍ୱାର ଉପରେ ଫାଟ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛ। ଏହା ଆଗକୁ ଯେଭଳି ବଡ଼ ଫାଟ ନ ହେବ ଏବଂ ଏହାର ରକ୍ଷଣାବେକ୍ଷଣା ଖୁବଶୀଘ୍ର ସରକାର ଦୃଷ୍ଟି ଦିଅନ୍ତୁ ବୋଲି ଅସ୍ତରଙ୍ଗର ସାମାଜିକ କର୍ମୀ ଅମିୟ ରଞ୍ଜନ ବାରିକ ଟୁଇଟ ଯୋଗେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଛନ୍ତି। ଏହାସହ ପର୍ଯ୍ୟଟନ ବିଭାଗ, ପୁରୀ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଆଗକୁ ମା’ଙ୍କ ଚୈତ୍ର ମଙ୍ଗଳବାର ପାଞ୍ଚ ପାଳି ଯାତ୍ରା ଅଛି। ଏବେଠାରୁ ଏହି ଫାଟ ସମ୍ପର୍କରେ ଦୃଷ୍ଟି ନ ଦେଲେ ଆଗକୁ କ’ଣ ଅଘଟନ ଘଟିବ କହିହେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ତତ୍କାଳୀନ DFO ସଂଗ୍ରାମ କେଶରୀ ବେହେରା ନିଲମ୍ବିତ

ଭୁବନେଶ୍ୱର,୨।୮: ୨୦୨୧ ମସିହାରେ ପାରଳାଖେମୁଣ୍ଡିରେ ଘଟିଥିବା ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଏହି ଘଟଣାରେ ତତ୍କାଳୀନ DFO ତଥା…

odisha flood: ମହାନଦୀ ବନ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍‌, ସର୍ବୋଚ୍ଚ ଯନ୍ତ୍ରୀ କହିଲେ…

ଭୁବନେଶ୍ୱର,୧।୮: ଆଗକୁ ବର୍ଷା ନ ହେବା ଯାଏଁ ମହାନଦୀରେ ବନ୍ୟା ଆଶଙ୍କା ନାହିଁ ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ଶନିବାର ଗଣମାଧ୍ୟମକୁ…

Odisha Floods: ଆକାଶ ମାର୍ଗରୁ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, କହିଲେ ବନ୍ୟାରେ ୮ ଲକ୍ଷ …

ଭୁବନେଶ୍ୱର, ୧।୮ : : ରାଜ୍ୟର ବନ୍ୟା ପରିସ୍ଥିତିର ଆକାଶ ମାର୍ଗରୁ ସମୀକ୍ଷା କରିବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବନ୍ୟା ଯୋଗୁ ପ୍ରାୟ ୮ ଲକ୍ଷ…

ଚାଉଳ ବଣ୍ଟନ ସମସ୍ୟା ନେଇ ବଡ଼ କଥା କହିଲେ ମନ୍ତ୍ରୀ, ଏଣିକି….

ଭୁବନେଶ୍ୱର, ୧।୮: ରାଜ୍ୟରେ ସରକାରୀ ଚାଉଳ ବଣ୍ଟନକୁ ନେଇ କୌଣସି ସମସ୍ୟା ନଥିବା ସ୍ପଷ୍ଟ କରିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ଚାଉଳ ବଣ୍ଟନକୁ…

ମହାନଦୀରେ ବଡ଼ ବନ୍ୟା ସ୍ଥିତି: ଆଜି ଆକାଶମାର୍ଗରୁ ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ରବିନାରାୟଣ ଜେନା)/ ସମ୍ବଲପୁର,(ପ୍ରମୋଦ ବହିଦାର) ୧।୮: ରାଜ୍ୟରେ ଲଗାଣ ବର୍ଷା ଯୋଗୁ ସୃଷ୍ଟି ହୋଇଥିବା ବନ୍ୟା ଏବେ ଭୟଙ୍କର ରୂପ ନେଉଛି। କେଉଁଠି ଘରଦ୍ୱାର ଧୋଇ ନେଉଛି…

ଅବପାତ ଦୁର୍ବଳ: ପୁଣି ବଢିବ ବର୍ଷାର ପରିମାଣ, ଘଡ଼ଘଡ଼ି ବିଜୁଳି ସହିତ…

ଭୁବନେଶ୍ୱର,୧ା୮(ବନ୍ଦନା ସେଠୀ):ରାଜ୍ୟରୁ ଅବପାତର ଭୟ ଦୂରେଇ ଥିବାବେଳେ ବର୍ଷାର ପରିମାଣ ବି କମିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ସୂଚନା ଅନୁଯାୟୀ, ପଶ୍ଚିମ ବିଦର୍ଭ ଓ ସଂଲଗ୍ନ…

ଭୁବନେଶ୍ୱର: ହାଇଟେକ୍ ଛକ ନିକଟ କୁଆଖାଇ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି

ଭୁବନେଶ୍ୱର, ୩୧ା୭: ରାଜଧାନୀ ଭୁବନେଶ୍ୱରର ହାଇଟେକ୍ ଛକ ନିକଟସ୍ଥ କୁଆଖାଇ ନଦୀକୁ ଜଣେ ମହିଳା ଡେଇଁ ପଡ଼ିଥିବା ଘଟଣା ସାମ୍ନାକୁ ଆସିଛି। ମହିଳାଜଣଙ୍କ ନଦୀକୁ ଡେଇଁବା ପରେ…

ନୂଆଦିଲ୍ଲୀରେ ରେଳମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀ ଗସ୍ତରେ ଯାଇ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ରାଜ୍ୟର ରେଳ ସଂଯୋଗୀକରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri