କାଜୁ ଜଙ୍ଗଲରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଠାବ, ହତ୍ୟା ସନ୍ଦେହ

ମହାକାଳପଡ଼ା, ୨୫।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଜମ୍ବୁ ଥାନା ଅନ୍ତର୍ଗତ ପେଟଛେଲା ପଞ୍ଚାୟତର ବି.ବି. କଲୋନୀ କାଜୁ ଜଙ୍ଗଲରେ ବୁଧବାର ଝୁଲନ୍ତା ଅବସ୍ଥାରେ ଜଣେ ମହିଳାଙ୍କ ମୃତଦେହ ଠାବ କରାଯାଇଛି। ମୃତକ ହେଲେ ଲୁଣିମାଠିଆ ଶବରପଡ଼ା ଗ୍ରାମର ଫକ ମଳିକ। ଘଟଣାସ୍ଥଳରେ ଭାଙ୍ଗି ପଡ଼ିଥିବା ଶଙ୍ଖା, ଚପଲ, ଅନ୍ୟାନ୍ୟ ସାମଗ୍ରୀରୁ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ଏ ନେଇ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବାବେଳେ ମୃତକଙ୍କ ସ୍ବାମୀ ମାଛ ଧରିବାକୁ ଯାଇଥିବା ସୂଚନା ମିଳିଛି। ଗ୍ରାମବାସୀ ଥାନାକୁ ଖବର ଦେଇଥିବା ବେଳେ ଅଭିଯୋଗ ହେବା ପରେ ପୋଲିସ ତଦନ୍ତ ଆରମ୍ଭ କରିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ?

ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ…

ସରକାରଙ୍କ ବଡ ପଦକ୍ଷେପ: ରସୁଲଗଡ଼ରେ ହେବ ୫୦୦ ମିଟରର ସ୍କାଏୱାକ୍‌

ଭୁବନେଶ୍ବର,୧୮।୨: ରାଜଧାନୀର ଜାତୀୟ ରାଜପଥ-୧୬ରେ ଆଉ ରହିବନି ଦୁର୍ଘଟଣାର ଭୟ। ପଥଚାରୀଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ବା NHAI। ପଳାଶୁଣିରୁ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ନୂତନ ସରପଞ୍ଚ ଭାବେ ଦାୟିତ୍ୱ ନେଲେ ବନିତା ଶବର, ପଞ୍ଚାୟତର ଉନ୍ନତି ନିମନ୍ତେ…..

ଗୁଡାରି,୧୮।୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକର ଏମକେରାଇ ଗ୍ରାମପଞ୍ଚାୟତର ନୂତନ ସରପଞ୍ଚ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କଲେ ବନିତା ଶବର । ଗ୍ରାମପଞ୍ଚାୟତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri