ବୁଗୁଡ଼ା,୨୪ା୪(ଡି.ଏନ.ଏ.)- ବୁଗୁଡ଼ା ଥାନା ଅନ୍ତର୍ଗତ ବିରଞ୍ଚତ୍ପୁର ଗ୍ରାମ ନିକଟ କାଜୁ ତୋଟାର ଏକ ଗଛରୁ ଜଣେ ଯୁବକଙ୍କୁ ଝୁଲନ୍ତା ମୃତଦେହ ବୁଗୁଡା ପୋଲିସ ଉଦ୍ଧାର କରିଛି। ସେ ହେଲେ ବିରଞ୍ଚତ୍ପୁର ଗ୍ରାମର ସଦାନନ୍ଦ ମହାରଣା (୨୬)। ବାପା ନାରାୟଣଙ୍କ ଅଭିଯୋଗକ୍ରମେ ବୁଗୁଡ଼ା ଥାନାରେ ନଂ.୨/୨୦ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ଏକ ତାରରେ ମୃତଦେହ ଝୁଲୁଥିଲା। ହତ୍ୟାର ପ୍ରକୃତ କାରଣ ଜଣାପଡି ନ ଥିବାବେଳେ ବ୍ୟବଚ୍ଛେଦ ରିପୋର୍ଟକୁ ଅପେକ୍ଷା କରାଯାଇଥିବା ଆଇଆଇସି ଚିତ୍ତରଞ୍ଜନ ବେହେରା କହିଛନ୍ତି। ଶୁକ୍ରବାର ସକାଳେ ସଦାନନ୍ଦ ସାଇକେଲ ନେଇ ତାଙ୍କ ତୋଟାକୁ କାଜୁ ତୋଳିବାକୁ ଯାଇ ଫେରି ନ ଥିଲେ।
Posted inଆମ ଜିଲା ଖବର, ଗଞ୍ଜାମ View All
କରେଣ୍ଟ ନେଲା ୨ ଚାଷୀଙ୍କ ଜୀବନ, ଗାଁରେ ଶୋକାକୁଳ
ଜଗତସିଂହପୁର,୨୪।୮: ଜଗତସିଂହପୁର ଜିଲା ସଦର ଥାନା ବେନୁଖଣ୍ଡା ଗାଁରେ ସୋମବାର ଏକ ଅଘଟଣ ଘଟିଛି। ଚାଷ କାମ କରୁଥିବା ବେଳେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ୨ଜଣ…
ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…
ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…
ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ବେଳାଭୂମି ଅବକ୍ଷୟ ରୋକିବାକୁ ଦାବିପତ୍ର
ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ କନଫରେନ୍ସ ହଲ ଠାରେ ସୋମବାର ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଗଞ୍ଜାମ ଜିଲାପାଳ ଭି…
ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି
ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…
ଟ୍ରେନ୍ରେ ପିଟିହୋଇ ମହିଳା ଗୁରୁତର
ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…
ଝାଡ଼ଖଣ୍ଡ-ରାଉରକେଲା ପୋଲିସର ବଡ଼ ଅପରେଶନ, ଜଙ୍ଗଲରୁ ଜବତ ହେଲା ବିପୁଳ ବିସ୍ଫୋରକ
ରାଉରକେଲା,୨୪।୮: ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନା ନିକଟ ଜଙ୍ଗଲରୁ ସୋମବାର ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ମାଓବାଦୀମାନେ ଜଙ୍ଗଲରେ ଏହି ବିସ୍ଫୋରକ ଲୁଚାଇ ରଖିଥିବା ଜଣାପଡିଛି।…
ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ
ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ…
ମନ୍ଦିରକୁ ଯାଇଥିଲେ ମା’, ଫେରିଲା ବେଳକୁ ଝୁଲି ପଡିଥିଲେ ଝିଅ
ଉଦଳା,୨୪।୮(ସନ୍ତୋଷ ବାଛିନୀ): ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଉଦଳା ଥାନା ଏନଏସି ୧୦ ନମ୍ବର ୱାର୍ଡରେ ଏଭଳି ଅଭାବନୀୟ ଘଟଣା ଘଟିଛି…
Archives

