କେନ୍ଦୁଝର ୨୦ା୭ (ସ୍ବ.ପ୍ର.)- କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅନ୍ତର୍ଗତ କାଞ୍ଜିପାଣି ଠାରେ ଥିବା ଆଶ୍ରମ ବିଦ୍ୟାଳୟରେ ଜଣେ ଛାତ୍ରୀଙ୍କ ପ୍ରତି ଅସଦାଚରଣ ପ୍ରଦର୍ଶନ କରିବା ମାମଲାରେ ଜିଲା ପ୍ରଶାସନ ସମ୍ପୃକ୍ତ ପ୍ରଧାନଶିକ୍ଷକ ଅର୍ଜୁନ କୁମାର ମହାନ୍ତଙ୍କୁ କାର୍ଯ୍ୟରୁ ନିଲମ୍ବନ କରିଛନ୍ତି। ଏହି ଘଟଣାରେ ମାଟ୍ରୋନ ଓ ବ୍ଲକ ମଙ୍ଗଳ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ବିଭାଗ ପକ୍ଷରୁ ସରକାରଙ୍କୁ ଲେଖାଯାଇଥିବା ଜିଲା ମଙ୍ଗଳ ଅଧିକାରୀ ପ୍ରଦ୍ୟୁମ୍ନ୍ନ ଦାଶ ସୂଚନା ଦେଇଛନ୍ତି। ସରକାର ଏ ନେଇ କ’ଣ ପଦକ୍ଷେପ ନେଉଛନ୍ତି, ତାହା ଉପରେ ସମସ୍ତଙ୍କ ନଜର ରହିଛି ା ଏହି ଘଟଣାରେ ପୋଲିସ ଅଭିଯୁକ୍ତ ପ୍ରଧାନଶିକ୍ଷକଙ୍କୁ ଗୁରୁବାର ଗିରଫ କରି କୋର୍ଟ ଚାଲାଣ କରିଛି ା
ଆଖି ସଂକ୍ରମଣରେ ପୀଡ଼ିତ ମାଖନା ହାତୀ: ବନ ବିଭାଗ ପକ୍ଷରୁ ମାଖନା ହାତୀର ସ୍ୱାସ୍ଥ୍ୟ ନିରୀକ୍ଷଣ
ବାଲେଶ୍ୱର,୧୫।୮( ବାଞ୍ଛାନିଧି ଦେ): ବାଲେଶ୍ୱର ବନ ବିଭାଗ ପକ୍ଷରୁ ଦୀର୍ଘ ୧୫ରୁ ୨୦ ଦିନ ଧରି କୁଲଡ଼ିହା ବନ୍ୟପ୍ରାଣୀ ରେଞ୍ଜ ପଞ୍ଚଲିଙ୍ଗେଶ୍ୱର ଅଞ୍ଚଳରେ ଏକ ମାଖନା (ଦାନ୍ତହୀନ…
ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା
ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…
ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ
ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…
ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…
ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…
ଜଳକା ନଦୀରେ ବନ୍ୟା, ବସ୍ତା ଇଲେକ୍ଟ୍ରି ଅଫିସରେ ପଶିଲା ପାଣି
ବସ୍ତା,୧୪।୮(ହରିଶଙ୍କର ପାଢ଼ୀ): ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି ଦିନକୁ ଦିନ ଗମ୍ଭୀର ହେବାରେ ଲାଗିଛି । ବାଲେଶ୍ବର ବସ୍ତାରେ ଜଳକା ନଦୀରେ ବନ୍ୟା ଆସିବା ଯୋଗୁଁ ଜନଜୀବନ…
ଗଭୀର ଅବପାତ ରୂପ ନେଲା ଲଘୁଚାପ, ସମୁଦ୍ର ଅଶାନ୍ତ, ଦୀଘା ବେଳାଭୂମିରେ ଲାଗିଲା…
ଭୋଗରାଇ,୧୩ା୮(ପ୍ରଦୀପ ଦାସ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଗଭୀର ଅବପାତରେ ପରିଣତ ହୋଇଛି। ମୌସମୀ ସକ୍ରିୟ ସହ ଅବପାତ ହେବାରୁ ଉତ୍ତର ଓଡ଼ିଶା…
ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…
ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…
କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…
ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…
Archives

