Posted inଜାତୀୟ

କାଟ୍ରୋସାଟ୍‌-୩ର ଉତ୍‌କ୍ଷେପଣ ଘୁଞ୍ଚିଲା: ନଭେମ୍ବର ୨୭କୁ ଅପେକ୍ଷା

ଶ୍ରୀହରିକୋଟା,୨୧।୧୧: କାଟ୍ରୋସାଟ୍‌-୩ର ଉତ୍‌କ୍ଷେପଣକୁ କେତେକ କାରଣରୁ ଘୁଞ୍ଚାଇ ଦିଆଯାଇଛି। ଏବେ ଏହା ନଭେମ୍ବର ୨୭ରେ କରାଯିବ। ତେବେ ପୂର୍ବ ନିର୍ଦ୍ଧାରିତ ସମୟ ପୂର୍ବାହ୍ନ ୯ଟା ୨୮ରେ ଏହାର ଉତ୍‌କ୍ଷେପଣ କରାଯିବ ବୋଲି ଇସ୍ରୋ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବରୁ ନଭେମ୍ବର ୨୫ରେ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାଠାରେ ଥିବା ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର ଇସ୍ରୋ ଦ୍ୱାରା ୧୪ଟି ଉପଗ୍ରହ ଉତ୍‌କ୍ଷେପଣ କରାଯିବାର ଯୋଜନା ଥିଲା। ପୂର୍ବାହ୍ନ ୯ଟା ୨୮ରେ ଉପଗ୍ରହଗୁଡ଼ିକୁ ପିଏସ୍‌ଏଲ୍‌ଭି-୪୭-ସି ଦ୍ୱାରା ଉତ୍‌କ୍ଷେପଣ କରାଯାଇଥାନ୍ତା। ତେବେ କେତେକ କାରଣରୁ ଏହାର ଉତ୍‌କ୍ଷେପଣକୁ ସ୍ଥଗିତ ରଖାଯାଇଛି। କାଟ୍ରୋସାଟ୍‌-୩ ଦ୍ୱାରା ଭାରତୀୟ ପ୍ରତିରକ୍ଷା ବିଭାଗର ଶକ୍ତି ବୃଦ୍ଧି ପାଇବ। ଏହା ସୀମାରେ ଆତଙ୍କବାଦ ଗତିବିଧି ଉପରେ କଡ଼ା ନଜର ରଖିବ। ୧୫ ଶହ କିଲୋଗ୍ରାମ୍‌ ବିଶିଷ୍ଟ ଏହି ଉପଗ୍ରହକୁ ୫୦୯ କିଲୋମିଟର ଦୂରରେ ୯୭.୫ ଡିଗ୍ରୀରେ ପୃଥିବୀର କକ୍ଷପଥରେ ସ୍ଥାପନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗେରୁଆ ରଙ୍ଗର ଜର୍ସିକୁ ନେଇ ହକି ଇଣ୍ଡିଆର ସ୍ପଷ୍ଟୀକରଣ, କାହିଁକି ବଛାଗଲା ଏହି ରଙ୍ଗ କହିଲା କାରଣ

ନୂଆଦିଲ୍ଲୀ,୩୦।୭: ଭାରତୀୟ ହକି ଟିମ୍‌ ଉଭୟ ପୁରୁଷ ଓ ମହିଳା ଟିମର ଜର୍ସିର ରଙ୍ଗ ନୀଳରୁ ଗେରୁଆ କରିଛି । ଗେରୁଆ ଜର୍ସିରେ ୨୦୨୬ FIH ହକି…

ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…

ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ଜିଲାପାଳ

ତୁଣ୍ଡଲା,୩୦ା୭(ପିରୋଜ କୁମାର ଦାଶ): ଦୀର୍ଘଦିନରୁ ଲଘୁଚାପ ଜନିତ ଲଗାଣ ବର୍ଷାରେ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳ ବନ୍ୟାରେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। କେସିଙ୍ଗା ବ୍ଲକର ବେଲଖଣ୍ଡି,…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ ଦାଣ୍ଡ

ଟେନସା,୩୦।୭(ସମୀର କୁମାର ପାଢୀ): ସୁନ୍ଦରଗଡ ଜିଲା କୋଇଡା ବ୍ଲକ୍ ଅନ୍ତର୍ଗତ କାଦୋଡିହା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଗୁରୁବାର ଦ୍ବିପହର ୨ଟା ସମୟରେ ପାଇଖାନା…

‘ବ୍ରାହ୍ମ ମୁହୂର୍ତ୍ତ’ରେ ‘ରାମାୟଣ’ର ଟ୍ରେଲର ରିଲିଜ: ଚର୍ଚ୍ଚା ସାଉଁଟିଲେ ରଣବୀର

ବଲିଉଡ ସୁପରଷ୍ଟାର ରଣବୀର କପୁରଙ୍କ ବହୁଚର୍ଚ୍ଚିତ ଫିଲ୍ମ ‘ରାମାୟଣ’ର ଟ୍ରେଲର ରିଲିଜ ହୋଇଛି। ନିର୍ମାତାମାନେ ଶୁଭ ‘ବ୍ରାହ୍ମ ମୁହୂର୍ତ୍ତ’ରେ ଟ୍ରେଲରକୁ ସାରା ବିଶ୍ୱରେ ଉନ୍ମୋଚନ କରିଛନ୍ତି। ଏହାକୁ…

ତେଲ-ଉତେଇ ନଦୀରେ ବନ୍ୟା:ଲୋକଙ୍କୁ ନଦୀକୁ ଯିବାକୁ ବାରଣ

କର୍ଲାମୁଣ୍ଡା,୩୦।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ତେଲ ଓ ଉତେଇ ନଦୀରେ ବନ୍ୟା ଆସି ନିକଟସ୍ଥ ଅଞ୍ଚଳକୁ ମାଡି…

ମୋଦିଙ୍କ ଅଧ୍ୟକ୍ଷତାରେ ବସିଲା CCSର ବଡ଼ ବୈଠକ; ସାମିଲ ହେଲେ NSA ଡୋଭାଲ, କ’ଣ ରହିଛି ପ୍ଲାନ

ନୂଆଦିଲ୍ଲୀ,୩୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସଂସଦ ଭବନ ପରିସରରେ ଥିବା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ CCSର ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଛି । ଏହି ବୈଠକରେ ଜାତୀୟ…

‘CJPରେ ଯୋଗଦିଅ,୫୦ ହଜାର ମାସକୁ ପାଅ’! ସିନିୟର ମେମ୍ବର ହେବାକୁ…

ନୂଆଦିଲ୍ଲୀ,୩୦।୭: ‘କକ୍ରୋଚ୍ ଜନତା ପାର୍ଟି’ (CJP) ନାମରେ ସୋସିଆଲ ମିଡିଆରେ ଚାଲିଥିବା ଏକ କଥିତ ନକଲି ଅଭିଯାନ ସାମ୍ନାକୁ ଆସିଛି । ଯାହା ଗୁଇନ୍ଦା ସଂସ୍ଥାଗୁଡ଼ିକୁ ସତର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri