କାଠଯୋଡ଼ିରେ ବୁଡ଼ି ଇଞ୍ଜିନିୟରିଂ ଛାତ୍ର ନିଖୋଜ ଘଟଣା: ୨୧ ଘଣ୍ଟା ପରେ ମୃତଦେହ ଉଦ୍ଧାର

ନରାଜ/ବାରଙ୍ଗ, ୨୭।୫(ଡି.ଏନ୍‌.ଏ.): କଟକସ୍ଥିତ ନରାଜ ଆନିକଟ ପାଖ କାଠଯୋଡ଼ିରେ ବୁଡ଼ି ରବିବାର ମଧ୍ୟାହ୍ନରେ ନିଖୋଜ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତଦେହ ସୋମବାର ଉଦ୍ଧାର ହୋଇଛି। ସେ ହେଲେ ଝାଡ଼ଖଣ୍ଡର ବିକି କୁମାର(୨୨)।
ପ୍ରକାଶ ଯେ, ବିକି ଚନ୍ଦ୍ରଶେଖରପୁର ଥାନା ଅଧୀନ ଡମଣା ପାଖରେ ଥିବା ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଛାତ୍ର। ସେ ରବିବାର ୧୨ଟାରେ ୪ ସହପାଠୀଙ୍କ ସହ ମହାନଦୀକୁ ଗାଧୋଇବାକୁ ଯାଇଥିଲେ। ସେମାନେ ନରାଜମୁଣ୍ଡ ପଥରପନ୍ଧ ଆନିକଟ ପାଖରେ ଗାଧୋଉଥିବା ବେଳେ ଅସାବନାବସତଃ ବିକି ସ୍ରୋତରେ ଭାଷି ଯାଇଥିଲେ। ଖବର ପାଇ ସିଡିଏରୁ କମଳକାନ୍ତ ସାମଲଙ୍କ ନେତୃତ୍ୱରେ ଏକ ୭ଜଣିଆ ଅଗ୍ନିଶମବାହିନୀ କାଠଯୋଡ଼ିରେ ଖୋଜାଖୋଜି ଚଳାଇଥିଲେ। ୨୧ ଘଣ୍ଟା ପରେ ପରେ ତାଙ୍କ ମୃତଦେହ ଉଦ୍ଧାର ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

ଲଭ-ସେକ୍ସ-ଧୋକା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ଯୁବତୀଙ୍କୁ ଭଲ ପାଇ ବିବାହ କରିବା ପରେ ପ୍ରତାରଣା କରାଯାଇଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri