କାଠ ଗଣ୍ଡିକୁ ନେଇ ମାରପିଟ୍‌:୨ ଆହତ, ୩ କୋର୍ଟ ଚାଲାଣ

କୋରେଇ,୨୬ା୫(ସ୍ବ.ପ୍ର.)- କାଠ ଗଣ୍ଡିକୁ ନେଇ ମାରପିଟ୍‌ ମାମଲାରେ ପାଣିକୋଇଲି ପୋଲିସ ରବିବାର ୩ ଜଣଙ୍କୁ କୋର୍ଟ ଚାଲାଣ କରିଛି। ଏହି ଥାନା ଅନ୍ତର୍ଗତ ବଡବିରୁହଁା ପଞ୍ଚାୟତ ଆମ୍ବତୋଳା ଗ୍ରାମରେ ୧୪୪ ଧାରା ଲାଗୁ ହୋଇଥିବା ସ୍ଥାନରେ କାଠ ଗରଣ୍ଡା ରଖିବାକୁ ଯାଇ ରବିବାର ୨ ପରିବାର ମଧ୍ୟରେ ବଚସା ଓ ଗଣ୍ଡଗୋଳ ହୋଇଥିଲା। ଏହି ଗଣ୍ଡଗୋଳରେ ଉଭୟ ପକ୍ଷର ୨ ଜଣ ଆହତ ହୋଇଥିଲେ। ଆହତମାନେ ହେଲେ ରବୀନ୍ଦ୍ର ଦାସ ଓ ରଣଜିତ ଦାସ। ଏ ନେଇ ଉଭୟ ପକ୍ଷରୁ ରୀନା ଦାସ ଓ ମନୋରମା ଦାସ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି ପୋଲିସ ପୃଥକ୍‌ ମାମଲା (ନଂ.୯୪/୧୯ ଓ ୯୫/୧୯) ରୁଜୁ କରିଥିଲା। ରୀନାଙ୍କ ଅଭିଯୋଗ କ୍ରମେ ରଣଜିତ ଦାସ(୨୨) ଓ ଅଶୋକ ସାହୁ(୨୭) ଏବଂ ମନୋରମାଙ୍କ ଅଭିଯୋଗ କ୍ରମେ ରବୀନ୍ଦ୍ର ଦାସଙ୍କୁ କୋର୍ଟଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…

ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ…

ସମ୍ବଲପୁରରେ ଅବକାରୀ ଗୁଇନ୍ଦା ବିଭାଗକୁ ବଡ଼ ସଫଳତା, ଏକ କୋଟିର ଗଞ୍ଜେଇ ଜବତ

​ସମ୍ବଲପୁର,୮।୯(ପ୍ରମୋଦ ବହିଦାର): ସମ୍ବଲପୁର ସ୍ଥିତ ଉତ୍ତରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗକୁ ଏକ ବଡ଼ ଧରଣର ସଫଳତା ମିଳିଛି । ସମ୍ବଲପୁର ଶାସନ ସ୍ଥିତ ଟୋଲଗେଟ୍ ନିକଟରେ ଚଢ଼ାଉ…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ୩୭୫ କେଜି ଜବତ କଲା ଅଡବା ପୋଲିସ

ମୋହନା,୮।୯( ମନ୍ମଥ ମିଶ୍ର ): ଅଡବା ପୋଲିସକୁ ପୁଣି ସଫଳତା ମିଳିଛି । ଜଙ୍ଗଲରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି । ଅଡବା ପୋଲିସର ପାଟ୍ରୋଲିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri