Posted inଫୁରସତ

କାନରୁ ବାହାରିଲା ଜୀବନ୍ତ ଝିଟିପିଟି

ସାଧାରଣତଃ ଗାଧୋଇବା ସମୟରେ କାନରେ ପାଣି ପଶି ଯନ୍ତ୍ରଣା ହୋଇଥାଏ। ଅନେକ ସମୟରେ ପିମ୍ପୁଡ଼ି କିମ୍ବା ଅନ୍ୟ କିଛି କାନରେ ପଶିଲେ କଷ୍ଟ ହୋଇଥାଏ। ମାତ୍ର ଥାଇଲାଣ୍ଡର ବ୍ୟାଙ୍କକ୍‌ ଠାରେ ଘଟିଥିବା ଏକ ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ଏଠାକାର ଜଣେ ମହିଳାଙ୍କ କାନ ଦୁଇ ଦିନ ଧରି କୁଣ୍ଡେଇ ହେବା ସହ ଯନ୍ତ୍ରଣା ହେଉଥିଲା। ଏ ନେଇ ସେ ଡାକ୍ତରଖାନା ଯାଇଥିଲେ। ଡାକ୍ତର ପରୀକ୍ଷା କରିବା ପରେ ତାଙ୍କ କାନରେ ଛୋଟ କୀଟ ପଶିଥିବା ସନ୍ଦେହ କରି ଆଣ୍ଟିବାୟୋଟିକ ଡ୍ରପ ପକାଇଥିଲେ। ଏହା ପକାଇବା ପରେ କାନରୁ ପୋକ ବାହାରିଯିବ ବୋଲି ସେ ଭାବିଥିଲେ। ମାତ୍ର ସେପରି ହୋଇ ନ ଥିଲା।
ପରେ ସେ ଚିମୁଟାର ସାହାଯ୍ୟ ନେଇଥିଲେ। କିଛି ସମୟ ପରେ ଯାହା କାନରୁ ବାହାରିଲା ତାହା ମହିଳାଙ୍କ ସହ ଅନ୍ୟମାନେ ଦେଖି ତାଜୁବ ହୋଇଯାଇଥିଲେ। କାରଣ ତାଙ୍କ କାନରୁ ଏକ ଜୀବନ୍ତ ଝିଟିପିଟି ବାହାରିଥିଲା। ଏ ନେଇ ଡାକ୍ତର ଜଣକ ଫେସବୁକ ପୋଷ୍ଟ କରି ଜଣାଇଛନ୍ତି। ତେବେ ଚିକିତ୍ସା ପରେ ଏବେ ସମ୍ପୃକ୍ତା ମହିଳା ସୁସ୍ଥ ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଧମକ ସେହିମାନେ ଦିଅନ୍ତି, ଯେଉଁମାନେ…’, SIR ବିରୋଧରେ ମମତାଙ୍କ ବୟାନକୁ ନେଇ ଭାଜପା ଖପ୍ପା!

ନୂଆଦିଲ୍ଲୀ/କୋଲକାତା,୧୨।୧୨: ପଶ୍ଚିମବଙ୍ଗରେ SIR ଉପରେ ଚାଲିଥିବା ବିବାଦ ମଧ୍ୟରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବିବୃତ୍ତି ଦେଇ ରାଜନୈତିକ ବିବାଦକୁ ଆହୁରି ବଢ଼ାଇ ଦେଇଛନ୍ତି। ଗୁରୁବାର...

ଆସନ୍ତା ୭ ଦିନ ହେବ ବର୍ଷା! ୫୫ କିଲୋମିଟର ବେଗରେ ବହିବ ପବନ

ଚେନ୍ନାଇ,୧୨।୧୨: ତାମିଲନାଡୁରେ ଉତ୍ତର-ପୂର୍ବ ମୌସୁମୀ ବାୟୁ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଅକ୍ଟୋବର ୧୬ରେ ଆରମ୍ଭ ହୋଇଥିବା ଉତ୍ତର-ପୂର୍ବ ମୌସୁମୀ ବାୟୁ ନଭେମ୍ବରରେ ନିରାଶାଜନକ ଥିଲା। ତଥାପି,...

ମାଲକାନଗିରି ହିଂସା ରିପୋର୍ଟ ପ୍ରକାଶ: ଏଥିରେ ହୋଇଛି ଏତିକି କୋଟି ଟଙ୍କା କ୍ଷତି, ଜାଣିଲେ…

ମାଲକାନଗିରି,୧୨ା୧୨: ମାଲକାନଗିରି ହିଂସାରେ ହୋଇଥିବା କ୍ଷୟକ୍ଷତି ରିପୋର୍ଟ ପ୍ରକାଶ ପାଇଛି। ଏହି ହିଂସାରେ ୩ କୋଟି ୪୦ ଲକ୍ଷ ଟଙ୍କାର କ୍ଷୟକ୍ଷତି ଆକଳନ କରାଯାଇଛି। ଏନେଇ...

ମୋକିମ୍‌ଙ୍କୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ଏଥର ଦିଲ୍ଲୀରେ …

ଭୁବନେଶ୍ୱର,୧୨।୧୨: ମୋକିମଙ୍କ ଚିଠି ପ୍ରସଙ୍ଗରେ କଂଗ୍ରେସ ବିଧାୟକ ଦଳ ନେତା ପ୍ରତିକ୍ରିୟା ରଖିଛନ୍ତି। ଓଡ଼ିଶାରେ ବିବାଦ, ଦିଲ୍ଲୀରେ ସମାଧାନ ହେବ କହିଲେ ରାମଚନ୍ଦ୍ର କାଡାମ। ଓଡ଼ିଶା...

GEN-Z ବିଦ୍ରୋହ ପାଇଁ ନେପାଳକୁ ଦେବାକୁ ପଡ଼ିଲା ବହୁମୂଲ୍ୟ, ୪୨ ବିଲିୟନ ଡଲାର ଅର୍ଥନୀତିକୁ ୫୮୬ ନିୟୁତ ଡଲାର କ୍ଷତି

କାଠମାଣ୍ଡୁ,୧୨।୧୨: GEN-Z ଯୁବକମାନଙ୍କ ନେତୃତ୍ୱରେ ସେପ୍ଟେମ୍ବରରେ ହୋଇଥିବା ଦୁର୍ନୀତି ବିରୋଧୀ ଆନ୍ଦୋଳନରେ ନେପାଳକୁ ବହୁ କ୍ଷତି ସହିବାକୁ ପଡିଲା। ଜେନ-ଜେଡ ଆନ୍ଦୋଳନ ଦ୍ୱାରା ହୋଇଥିବା ହିଂସା,...

୨୦ ଛକା, ୩୧ ଚୌକା ବର୍ଷା କରି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୧୨।୧୨: ଆଜିଠାରୁ ଆରମ୍ଭ ହୋଇଛି ୧୯ ବର୍ଷରୁ କମ ଏସିଆ କପ। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଭାରତ ଏବଂ ୟୁଏଇ ମଧ୍ୟରେ ଖେଳାଯାଉଛି। ଦୁବାଇରେ ଖେଳାଯାଇଥିବା...

୨୦୨୬ରେ ସାଢେସତିରୁ ଅଧିକ କଷ୍ଟ ପାଇବେ ଏହି ରାଶି, ଭୋଗିବେ ଆର୍ଥିକହାନି!

୨୦୨୫ ଶେଷ ହେବାକୁ ବସିଲାଣି। ଜ୍ୟୋତିଷମାନେ ଗ୍ରହ ଏବଂ ନକ୍ଷତ୍ରଗୁଡ଼ିକର ଗତିବିଧି ନିରୀକ୍ଷଣ କରୁଛନ୍ତି । ବର୍ତ୍ତମାନ ନୂତନ ବର୍ଷ ପାଇଁ ଭବିଷ୍ୟବାଣୀ କରୁଛନ୍ତି। ମୁଖ୍ୟତଃ...

ଲୋକପ୍ରିୟ ଗାୟକ ଜୁବିନ ମୃତ୍ୟୁ ମାମଲା: ଚାର୍ଜସିଟ ଦାଖଲ କଲା STF

ଗୌହାଟି,୧୨।୧୨: ଲୋକପ୍ରିୟ ଗାୟକ ଜୁବିନ ଗର୍ଗ ମୃତ୍ୟୁ ମାମଲାର ଶୁକ୍ରବାର ଚାର୍ଜସିଟ ଦାଖଲ କରାଯାଇଛି। ମୃତ୍ୟୁର ୩ ମାସ ପରେ ଆସାମ ପୋଲିସ STF ଗୌହାଟୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri