କାନାଡାରୁ ଭାରତ ଆସିବାବେଳେ ମାତ୍ର ୫ ହଜାର ଟଙ୍କା ଆଣି ଆସିଥିଲେ ଏହି ଅଭିନେତ୍ରୀ, ଏବେ କୋଟିପତି

କାନାଡାର ଜଣେ ଅଭିନେତ୍ରୀ ଯେତେବେଳେ ଭାରତ ଆସିଥିଲେ ସେତେବେଳେ ସାଥୀରେ ଚଳିବା ପାଇଁ କିଛି ଟଙ୍କା ଆଣିଥିଲେ। ଯେଉଁ ଟଙ୍କାରେ ଚଳିବା ତାଙ୍କ ପାଇଁ କଷ୍ଟକର ହୋଇପଡୁଥିଲା। କିଛିଦିନ ପରେ ସେ ବଲିଉଡ୍‌ ଫିଲ୍ମରେ ଅଭିନୟ କରିବା ସୁଯୋଗ ପାଇଲେ। ସେବେଠାରୁ ଆଉ ପଛକୁ ଫେରିନାହାନ୍ତି। ସେ ଆଉ କେହି ନୁହନ୍ତି, ଡ୍ୟାନ୍ସର, ମଡେଲ ତଥା ଅଭିନେତ୍ରୀ ନୋରା ଫତେହି । ସେ ୨୦୧୪ରେ ଫିଲ୍ମ ‘ରୋର୍‌ : ଟାଇଗର ଅଫ୍‌ ଦ ସୁନ୍ଦରବଂଶ’ଜରିଆରେ ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ଏହା ପରେ କେତେକ ହିନ୍ଦୀ ଏବଂ ଦକ୍ଷିଣଭାରତ ଫିଲ୍ମରେ ମଧ୍ୟ ଅଭିନୟ କରିଛନ୍ତି। ‘ବାହୁବଳୀ ଦ ବିଗ୍‌ନିଙ୍ଗ୍‌’ରେ ଖୁବ୍‌ ସୁନ୍ଦର ଅଭିନୟ କରି ନୋରା ଦର୍ଶକ ଦୃଦୟ ଜିତି ଯାଇଥିଲେ।

ସେହିପରି ଫିଲ୍ମ ‘ସତ୍ୟମେବ ଜୟତେ’ରେ ଦିଲ୍‌ବର ଦିଲ୍‌ବର, ସ୍ତ୍ରୀରେ ‘କମରିୟା’ ଏବଂ ବଟ୍‌ଲା ହାଉସ୍‌ରେ ‘ଓ ସାଫି ସାଫି’ ଗୀତରେ କରିଥିବା ଡ୍ୟାନ୍ସ ବଲିଉଡ୍‌ରେ ତାଙ୍କୁ ଏକ ସ୍ବତନ୍ତ୍ର ପରିଚୟ ଦେଇଥିଲା। ଏକ ସାକ୍ଷାତକାରରେ ନୋରା କହିଛନ୍ତି, ସେ ଯେତେବେଳେ କାନାଡ଼ାରୁ ଭାରତ ଆସିଲେ ସେତେବେଳେ ମାତ୍ର ୫ ହଜାର ଟଙ୍କା ସାଥୀରେ ଆଣି ଆସିଥିଲେ। ପ୍ରଥମେ ଗୋଟିଏ ଏଜେନ୍ସିରେ କାମ କରି ସେଥିରୁ ପ୍ରତି ସପ୍ତାହରେ ୩ ହଜାର ଟଙ୍କା ରୋଜଗାର କରୁଥିଲେ। ଯେଉଁଥିରେ ଚଳିବା ବହୁ କଷ୍ଟ ଥିଲା। ତେଣୁ ଦେଖିଚାହିଁ ଖର୍ଚ୍ଚ କରିବାକୁ ପଡୁଥିଲା। ଆଜି ଏହି ଅଭିନେତ୍ରୀ ବଲିଉଡ୍‌ରେ କୋଟିପତି ଅଭିନେତ୍ରୀଙ୍କ ମଧ୍ୟରୁ ଜଣେ।


Enter your email to get our daily news in your inbox.

All Right Reserved By Dharitri.Com

ବିଷ ଦେଇ ଟ୍ରମ୍ପଙ୍କ ପରିବାରକୁ ହତ୍ୟା କରିବାକୁ ରଚାଯାଉଛି ଷଡ଼ଯନ୍ତ୍ର! ହେଲେ ଏହା ପଛରେ କାହାର ରହିଛି ହାତ? ଜାଣନ୍ତୁ…

ଓ୍ବାଶିଂଟନ,୨୮।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇରାନର ଏକ ଅତ୍ୟନ୍ତ ଚିନ୍ତାଜନକ ଏବଂ ଚାଞ୍ଚଲ୍ୟକର ପ୍ରଚାର ଭିଡିଓ ସାମ୍ନାକୁ ଆସିଛି। ଏହି ଭିଡିଓଟି…

କିଏ ଏମାନଙ୍କୁ ଜନ୍ମ ଦେଇଛି… Gen-Z ପ୍ରତିବାଦକୁ ନେଇ ବିଦାଦୀୟ ମନ୍ତ୍ୱ୍ୟ ଦେଲେ କଙ୍ଗନା

ନୂଆଦିଲ୍ଲୀ,୨୮।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ର ବିକ୍ଷୋଭ ସମୟରେ ପୋଲିସ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗକୁ ନେଇ ବିରୋଧୀ ସଦସ୍ୟମାନେ ଲୋକସଭାରେ ସ୍ଲୋଗାନ ଦେଇଥିଲେ ଏବଂ ହଟ୍ଟଗୋଳ ସୃଷ୍ଟି କରିଥିଲେ।…

ପକେଟ ଉପରେ ବଢ଼ିବ ବୋଝ! ଅଗଷ୍ଟରୁ ମହଙ୍ଗା ହେବ କାର୍‌, ଟିଭି, ଫ୍ରିଜ୍‌ ସହ…ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ, ୨୮।୭: ଅଗଷ୍ଟରୁ ପର୍ବପର୍ବାଣୀ ଋତୁ ଆରମ୍ଭ ହେବା ସହିତ ମହଙ୍ଗା ମଧ୍ୟ ଆପଣଙ୍କୁ ଅପେକ୍ଷା କରିଛି। ସକାଳର ଚା’ଠାରୁ ଆରମ୍ଭ କରି କାର୍‌ ପର୍ଯ୍ୟନ୍ତ ଅଗଷ୍ଟରେ…

ସାନଖେମୁଣ୍ଡି ଅଞ୍ଚଳରେ ଉପ ଜିଲାପାଳଙ୍କ ନେତୃତ୍ୱରେ ସଫେଇ ଅଭିଯାନ, ଅଞ୍ଚଳବାସୀଙ୍କ ପ୍ରଶଂସା

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର): ଆମ ଗାଁ ସ୍ବଚ୍ଛ ଓ ପରିବେଶକୁ ସୁରକ୍ଷିତ ରଖି ଗଞ୍ଜାମ ଜିଲାକୁ ଏକ ସୁନ୍ଦର, ସ୍ବଚ୍ଛ ଓ ଆଦର୍ଶ ଜିଲାରେ ପରିଣତ କରିବା…

ଫସିଯିବେ କି ଗଡ଼କରୀ? କହିଲେ ‘E20 ପେଟ୍ରୋଲରେ ମୋର କୌଣସି ଭୂମିକା ନାହିଁ’

ନୂଆଦିଲ୍ଲୀ,୨୮।୭: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ବମ୍ବେ ହାଇକୋର୍ଟରେ ଏକ ପ୍ରସ୍ତାବିତ ଦେୱାନୀ ମାମଲା ରୁଜୁ କରି ଦାବି କରିଛନ୍ତି ଯେ…

ଲଗାଣ ବର୍ଷା ପ୍ରଭାବରେ ବେହାଲ ବଣାଇଁ ଅଞ୍ଚଳ; ବାଗୁନ ନାଳରେ ଭାସିଗଲା ବାଇକ, ଅଫିସରେ ଆଣ୍ଠୁଏ ପାଣି

ବଣାଇଁ,୨୮।୭( ପ୍ରଦୀପ ତ୍ରିପାଠୀ ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡରେ ଦୁଇଦିନ ଧରି ଲଗାଣ ବର୍ଷା ଜାରି ରହିଛି । ଫଳରେ ଏକ ପ୍ରକାର ଜନଜୀବନ ପ୍ରଭାବିତ…

ୟୁପିରେ ଏସ୍‌ପି-କଂଗ୍ରେସ ପାଇଁ ଅଡ଼ୁଆ ହେଲା କି ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପ୍ରସଙ୍ଗ? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ, ୨୮।୭: ଭାରତୀୟ ଜନତା ପାର୍ଟିର ନେତା ତଥା ଓଡ଼ିଶାର ସମ୍ବଲପୁରରୁ ସାଂସଦ ଥିବା ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫାକୁ…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ବଡ଼ ଆଡମ୍ବରରେ ଉତ୍ସବ ପାଳନ କଲା CJP; ହେଲେ ବଡ଼ କଥା କହିଦେଲେ ସୋନମ ୱାଙ୍ଗଚୁକ

ନୂଆଦିଲ୍ଲୀ,୨୮।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କୋକ୍ରୋଚ ଜନତା ପାର୍ଟି (CJP)ର ସଦସ୍ୟମାନେ ହୋଟେଲରେ ମହା ଆଡମ୍ବରରେ ଉତ୍ସବ ପାଳନ କରୁଥିବା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri