କାନ୍ଦାହାର ବିସ୍ଫୋରଣ: ୩ ଶିଶୁ ମୃତ

କାନ୍ଦାହାର,୩୦।୭: ଆଫଗାନିସ୍ତାନର କାନ୍ଦାହାର ଅଞ୍ଚଳରେ ଥିବା ଏକ ଜନଗହଳିପୂର୍ଣ୍ଣ ରାସ୍ତାରେ ମଙ୍ଗଳବାର ଆତ୍ମଘାତୀ ବିସ୍ଫୋରଣ ଫଳରେ ୩ ଶିଶୁଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହି ବିସ୍ଫୋରଣରେ ଅନ୍ୟ ୬ ଜଣ ଶିଶୁଙ୍କ ସମେତ ୨୩ ଜଣ ଆହତ ହୋଇଥିବା ଜଣାପଡିଛି। ଘଟଣାଟି ସ୍ପିନ ବୋଲଦାକ ଜିଲାରେ ହୋଇଥିବା ବେଳେ ଏହା ପାକିସ୍ତାନ ସୀମାକୁ ଲାଗି ରହିଛି। ଏଥିପାଇଁ ତାଲିବାନ ଆତଙ୍କବାଦୀ ସଙ୍ଗଠନ ନିଜକୁ ଦାୟୀ କରିଥିବା ବେଳେ କେତେଜଣ ଶିଶୁଙ୍କ ଅବସ୍ଥା ଗୁରୁତର ଥିବାରୁ ମୃତ୍ୟୁ ସଂଖ୍ୟା ବଢିବା ଆଶଙ୍କା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

ଦାଦନ ଖଟିବାକୁ ଯାଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ମୃତଦେହ ଆଣିବା ପାଇଁ ପ୍ରଶାସନକୁ ଗୁହାରି

ଗୁଣୁପୁର,୩୧।୫( ସୁଜାତା ପାଢ଼ୀ): ଆନ୍ଧ୍ରକୁ ଦାଦନ ଖଟିବାକୁ ଯାଇଥିବା ଗୁଣପୁର ବ୍ଳକ୍ ଶଗଡା ଗ୍ରାମର ଜୈନକ ଯୁବତୀ ବିଲମା ଗମାଙ୍ଗ (୨୬)ଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି…

ସିଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା, ସୁନ୍ଦରଗଡ଼ ଯାତ୍ରା କଲେ କେନ୍ଦୁଝର ଦଳ

କେନ୍ଦୁଝର,୩୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ, ଫୁଟବଲ ଆସୋସିଏସନ ଅଫ ଓଡିଶା ଏବଂ ସୁନ୍ଦରଗଡ଼ ଜିଲା କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ସିଏମ ଟ୍ରଫି…

ଆଇପିଏଲ୍‌ ନିୟମରେ ପରିବର୍ତ୍ତନ କରିବାକୁ ତେନ୍ଦୁଲକରଙ୍କ ବଡ଼ ପ୍ରସ୍ତାବ

ମୁମ୍ବାଇ,୩୧ା୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ପ୍ରଚଳିତ ଇମ୍ପାକ୍ଟ ପ୍ଲେୟାର ନିୟମକୁ ହଟାଇବାକୁ ଚାହୁଁଛନ୍ତି ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକର। ଏଥିସହିତ ସେ ଲିଗ୍‌ରେ ବଲ ଓ ବ୍ୟାଟ…

କ୍ଷୀର ବିକ୍ରି କରି ଫେରୁଥିବା ବେଳେ ଧକ୍କା ଦେଇଥିଲା ବୁଲେଟ୍, ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ମା ‘ ତାରିଣୀ ମନ୍ଦିର ନିକଟ ରାସ୍ତାରେ ଗତ ଶୁକ୍ରବାର ସକାଳେ ବୁଲେଟ-ବାଇକ ଭିତରେ…

IPL-2026 ଫାଇନାଲ୍‌ରେ ଟସ୍‌ ଜିତିଲା RCB

ଅହମଦାବାଦ,୩୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL) ୨୦୨୬ର ଫାଇନାଲ ମ୍ୟାଚ୍‌ ରବିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଟସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri