କାନ୍ଦାହାର ବିସ୍ଫୋରଣ: ୮ ମୃତ

କାନ୍ଦାହାର,୩୦।୬: ଆଫଗାନିସ୍ତାନର କାନ୍ଦାହାର ଅଞ୍ଚଳରେ ଥିବା ମାରୁଫ ଜିଲାରେ ରବିବାର ବିସ୍ଫୋରଣ ଘଟି ଅତିକମ୍‌ରେ ୮ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଟୋଲୋ ନ୍ୟୁଜର ସୂଚନା ମୁତାବକ ତାଲିବାନ ଦ୍ୱାରା ଆତ୍ମଘାତୀ ବିସ୍ଫୋଣର କରାଯାଇଥିଲା। ଏଥିରେ କେତେଜଣ ସୁରକ୍ଷାକର୍ମୀ ଆହତ ହୋଇଥିଲେ ସୁଦ୍ଧା ଏହାର କୌଣସି ସଠିକ୍‌ ତଥ୍ୟ ଏପର୍ଯ୍ୟନ୍ତ ମିଳିପାରି ନାହିଁ।

Share