Posted inଜାତୀୟ

କାମ ଦେଲା ମୋଦି-ଶାହଙ୍କ ମାଷ୍ଟ୍ରର ଷ୍ଟ୍ରୋକ୍‌

ମୁମ୍ବାଇ,୨୩।୧୧: ମହାରାଷ୍ଟ୍ର ରାଜନୀତିରେ ଅଚାନକ ରାଜନୈତିକ ସମୀକରଣ ବଦଳି ଯାଇଛି। ପୁଣିଥରେ ଦେବେନ୍ଦ୍ର ଫଡ଼ନବିସ ମୁଖ୍ୟମନ୍ତ୍ରୀ ଡୋର ଧରିଛନ୍ତି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ମାଷ୍ଟର ଷ୍ଟ୍ରୋକ୍‌ କାମ ଦେଇଛି। ରାତିକ ମଧ୍ୟରେ ରାଜ୍ୟର ରାଜନୀତିରେ ବଡ଼ ଧରଣର ପରିବର୍ତ୍ତନ ଘଟିଛି। ପ୍ରଧାନମନ୍ତ୍ରୀଙ୍କୁ ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର ସାକ୍ଷାତ୍‌ କରିବା ପରଠାରୁ କିଛି ଅପ୍ରତ୍ୟାଶିତ ରାଜନୈତିକ ଘଟଣାର ଆଶା କରାଯାଉଥିଲା। ଏହା ଶନିବାର ଦିନ ଘଟିଛି। ଶିବସେନା ହାତରୁ ମଉକା ଖସି ଯାଇଛି। ଉଦ୍ଧବ ଠାକ୍‌ରେଙ୍କ ୫୦-୫୦ ଫର୍ମୂଲା ଏବଂ ମୁଖ୍ୟମନ୍ତ୍ରୀ ପଦ ଲୋଭ ଯୋଗୁ ଦଳର କ୍ଷତି ହୋଇଛି। ଏହାକୁ ନେଇ ଆଗାମୀ ଦିନରେ ଶିବସେନାର ଫାଟ ହେବାର ଆଶଙ୍କା ରହିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ୁଛି ଜେନ୍‌ ଆଲ୍‌ଫାଙ୍କ ଆନ୍ଦୋଳନ

ନୂଆଦିଲ୍ଲୀ, ୨୭ା୮ : ରାଜସ୍ଥାନର ଜୟପୁରସ୍ଥିତ ରାମପୁରା କନୱରପୁରା ଗ୍ରାମର ପ୍ରାଥମିକ ସ୍କୁଲ ଘରର ଭଙ୍ଗାଦଦରା ଅବସ୍ଥା ଯୋଗୁ ପିଲାମାନଙ୍କୁ ଏକ ଗୁହାଳରେ ପାଠ ପଢ଼ାଯାଉଥିଲା। ନିକଟରେ…

ନେପାଳରେ ଆକସ୍ମିକ ବନ୍ୟା: ୯୫ ମୃତ

କାଠମାଣ୍ଡୁ, ୨୭ା୮: ତିବ୍ବତ-ରସୁୱାଗଢ଼ି ସୀମାରୁ ୨୦ କିଲୋମିଟର ଉତ୍ତର-ପୂର୍ବରେ ଥିବା ଅସ୍ଥିର ପାହାଡ଼ ଧସିବା ଏବଂ ସୀମାନ୍ତରେ ଥିବା ଲେନ୍ଦେ ନଦୀର ଜଳସ୍ତର ବୃଦ୍ଧି ଯୋଗୁଁ ନେପାଳର…

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri