କାର୍ତ୍ତିକଙ୍କୁ ଉଇକେଟକିପିଂ ଦାୟିତ୍ୱ ଦେଇ ଫିଲ୍ଡିଂ କଲେ ଧୋନୀ

ଲଣ୍ଡନ,୨୬।୫- ବର୍ତ୍ତମାନ କ୍ରିକେଟର ଶ୍ରେଷ୍ଠ ତଥା ଦ୍ରୁତତମ ଉଇକେଟକିପର ମହେନ୍ଦ୍ର ସିଂ ଧୋନୀ, ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳର ଗୁରୁତ୍ୱପୂର୍ଣ୍ଣ ଅଂଶ। ଏଠାରେ ନ୍ୟୁଜିଲାଣ୍ଡ ବିପକ୍ଷରେ କେଳାଯାଇଥିବା ପ୍ରଥମ ଓ୍ବାର୍ମଅପ୍‌ ମ୍ୟାଚ୍‌ରେ ଧାନୀଙ୍କୁ ଉଇକେଟ କିପିଂ କରିବା ପରିବର୍ତ୍ତେ ଫିଲ୍ଡିଂ କରୁଥିବାର ନଜର ଆସିଥିଲେ। ଭାରତୀୟ ଦଳର ଅନ୍ୟ ଖେଳାଳିଙ୍କ ସହ ଧୋନୀ ଫିଲ୍ଡକୁ ଓହ୍ଲାଇ ନ ଥିଲେ। ଏଣୁ କାର୍ତ୍ତିକ ଉଇକେଟକିପିଂ ଦାୟିତ୍ୱ ନେଇଥିଲେ। କିଛି ସମୟ ପରେ ଧୋନୀ ଫିଲ୍ଡ ମଧ୍ୟକୁ ପ୍ରବେଶ କରି ଡିପ ଫାଇନ ଲେଗ ଅଞ୍ଚଳରେ ଫିଲ୍ଡିଂ କରିଥିଲେ। ସେହି ଅଞ୍ଚଳରେ ଫିଲ୍ଡିଂ କରି କେତେକ ରନ୍‌ ମଧ୍ୟ ରୋକିଥିଲେ। ଅନ୍ୟପକ୍ଷରେ କାର୍ତ୍ତିକ ଉଇକେଟକିପର ଭାବେ ଭଲ ପ୍ରଦର୍ଶନ କରି ନ ଥିଲେ। ସେ ଚାଇନାମ୍ୟାନ କୁଲଦୀପ ଯାଦବଙ୍କ ବଲରେ ଏକ କ୍ୟାଚ୍‌ ହାତଛଡ଼ା କରିଥିଲେ। ମ୍ୟାଚ୍‌ରେ ଭାରତ ପକ୍ଷରୁ ଧାର୍ଯ୍ୟ ୧୭୮ ରନ୍‌ର ବିଜୟ ଲକ୍ଷ୍ୟକୁ ନ୍ୟୁଜିଲାଣ୍ଡ ୪ ଉଇକେଟ ହରାଇ ହାସଲ କରି ନେଇଥିଲା। ମ୍ୟାଚ୍‌ ପରେ କୋହଲି ଯୋଜନାକୁ ଠିକ୍‌ ସେ କାର୍ଯ୍ୟକାରୀ କରିପାରି ନ ଥିବା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପରୁ ବାଦ ପଡ଼ିଲା ଜର୍ମାନୀ

ବୋଷ୍ଟନ,୩୦।୬: ଫିଫା ବିଶ୍ୱକପ୍‌ ୨୦୨୬ରେ ଏକ ବଡ଼ ବିପର୍ଯ୍ୟୟ ଘଟିଛି। ୪ ଥରର ଚାମ୍ପିୟନ ଜର୍ମାନୀ ବିଶ୍ୱକପର ରାଉଣ୍ଡ ଅଫ୍‌ ’32’ରୁ ପାରାଗୁଏ ବିପକ୍ଷରେ ପରାଜୟ ବରଣ…

Women’s T20 World Cup 2026 Prize Money: ବିଜୟୀ ଟିମ ଉପରେ ହେବ କୋଟି କୋଟି ଟଙ୍କା ବର୍ଷା, ଉପ ବିଜେତାବି ହେବେ ମାଲାମାଲ

ନୂଆଦିଲ୍ଲୀ,୩୦।୬: ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବାର ବହୁ ପୂର୍ବରୁ ICC ମହିଳା T20 ବିଶ୍ୱକପ 2026 ପାଇଁ ପୁରସ୍କାର ରାଶି ଘୋଷଣା କରିଥିଲା। ଏହି ସଂସ୍କରଣ ପାଇଁ ମୋଟ…

ବୈଭବ ସୂର୍ଯ୍ୟବଂଶୀ ଇନ୍‌, ସଞ୍ଜୁ ସାମସନ ଆଉଟ? ଇଂଲଣ୍ଡ ବିପକ୍ଷ ପ୍ରଥମ ଟି-୨୦ ପାଇଁ ଭାରତର ସମ୍ଭାବ୍ୟ ପ୍ଲେଇଂ ଇଲେଭେନ

ନୂଆଦିଲ୍ଲୀ,୩୦।୬: ବେଲଫାଷ୍ଟରେ ଆୟରଲ୍ୟାଣ୍ଡ ବିପକ୍ଷରେ ଟି-୨୦ ସିରିଜରେ ଏକ ଆଶ୍ଚର୍ଯ୍ୟଜନକ ପରାଜୟ ପରେ, ଭାରତୀୟ ଦଳ ଏବେ ଇଂଲଣ୍ଡର ମୁକାବିଲା ପାଇଁ ପ୍ରସ୍ତୁତ। ଦୁଇ ଦଳ ମଧ୍ୟରେ…

ବିଶ୍ୱକପ୍‌ ନକ୍‌ଆଉଟ୍‌ରେ କାନାଡାର ପ୍ରଥମ ବିଜୟ

ଇଙ୍ଗଲେଉଡ,୨୯ା୬: ଷ୍ଟିଫେନ ୟୁଷ୍ଟାକିଓଙ୍କ ଗୋଲ ବଳରେ ଇଙ୍ଗଲେଉଡରେ ଖେଳାଯାଇଥିବା ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ କାନାଡା ୧-୦ ଗୋଲରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଫିଫା ବିଶ୍ୱକପ୍‌ ଇତିହାସରେ…

କେପ୍‌ ଭର୍ଡିକୁ ଶକ୍ତ ଧକ୍କା: ଅଧିନାୟକଙ୍କ ବିରୋଧରେ ବଳାତ୍କାର ଅଭିଯୋଗ

ସିଆଟେଲ,୨୯ା୬: ଫିଫା ବିଶ୍ୱକପ୍‌ରେ ସଭିଙ୍କୁ ଚକିତ କରି ନକ୍‌ଆଉଟ୍‌ରେ ପ୍ରବେଶ କରିଛି କେପ୍‌ ଭର୍ଡି । କେପ୍‌ ଭର୍ଡି ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନାକୁ…

ହଠାତ୍‌ ଭାବପ୍ରବଣ ହେଲେ ସୂର୍ଯ୍ୟକୁମାର: ଲେଖୁ ଲେଖୁ ଲେଖିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୯।୬: ଭାରତୀୟ ଦଳ ନିକଟରେ ଆୟର୍ଲାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ହାରିଛି। ନୂତନ ଟି-୨୦ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଏହା କୌଣସି…

ଭାରତ ବିପକ୍ଷରେ ଐତିହାସିକ ବିଜୟ ପରେ ଆୟର୍ଲାଣ୍ଡକୁ ଲାଗିଲା ଶକ୍ତ ଝଟ୍‌କା

ନୂଆଦିଲ୍ଲୀ,୨୯।୬: ଭାରତ ବିପକ୍ଷରେ ଦ୍ୱିତୀୟ ଟି-୨୦ ଜିତି ଆୟର୍ଲାଣ୍ଡ ସିରିଜ କବ୍ଜା କରିଥିଲା। ପ୍ରଥମ ଥର ପାଇଁ ଆୟର୍ଲାଣ୍ଡ କୌଣସି ଫର୍ମାଟରେ ଟିମ ଇଣ୍ଡିଆ ବିପକ୍ଷରେ ସିରିଜ…

ଟିମ ଇଣ୍ଡିଆ ଆୟରଲ୍ୟାଣ୍ଡ ବିପକ୍ଷରେ ସିରିଜ ହାରିବାର ଅସଲ କାରଣ କହିଲେ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୯।୬: ଭାରତୀୟ ଦଳ ଆୟରଲ୍ୟାଣ୍ଡ ଗସ୍ତରେ ନିରାଶାର ସମ୍ମୁଖୀନ ହୋଇଥିଲା, ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ଏକ ବଡ଼ ପରାଜୟ ବରଣ କରିଥିଲା। ବେଲଫାଷ୍ଟରେ ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri