କାର୍ତ୍ତିକ ଆର୍ୟନଙ୍କୁ ଆଲିଙ୍ଗନ କରିବାକୁ ଡେଇଁ ପଡିଲେ ମହିଳା ପ୍ରଶଂସକ

ବଲିଉଡ୍‌ରେ ଅଭିନେତା କାର୍ତ୍ତିକ ଆର୍ୟନଙ୍କ ଲୋକପ୍ରିୟତା ବେଶ୍‌ ବୃଦ୍ଧି ପାଇଛି। ଖାସ୍‌ ଭାବେ ଆଜିକାଲି ଯୁବପିଢି ମଧ୍ୟରେ ତାଙ୍କ କ୍ରେଜ୍‌ ବଢିବାକୁ ଲାଗିଛି। ‘ପ୍ୟାର୍‌ କା ପଞ୍ଚନାମା’ ଫିଲ୍ମରେ ଜବରଦସ୍ତ ଅଭିନୟ କରିବା ପରେ ଯେ ଯୁବପିଢିଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିପାରିଛନ୍ତି। ଆଗାମୀ ଫିଲ୍ମ ‘ଲଭ ଆଜ୍‌କାଲ୍‌’ର ପ୍ରମୋଶନ ପାଇଁ ବ୍ୟସ୍ତ ଅଛନ୍ତି। ଅଭିନେତ୍ରୀ ସାରା ଅଲ୍ଲୀ ଖାନଙ୍କ ସହ ଏକ ଶୋ’କୁ ପ୍ରମୋଶନ ପାଇଁ ଯାଇଥିବାବେଳେ ଏକ ଅଭାବନୀୟ ଘଟଣା ଘଟିଥିଲା। କାର୍ତ୍ତିକଙ୍କୁ ଦେଖିବା ପାଇଁ ସେଠାରେ ପ୍ରବଳ ଭିଡ ଜମିଥିଲା। ଜଣେ ଯୁବତୀଙ୍କ ତାଙ୍କ ଦେଖିବା ପାଇଁ ଏତେ ଉତ୍ସାହିତ ଥିଲେ ଯେ, ସେ କାର୍ତ୍ତିକଙ୍କ ଉପରକୁ ଡେଇଁ ପଡିଥିଲେ। କିନ୍ତୁ କାର୍ତ୍ତିକ ଟିକେ ଦୂରରେ ଥିବାରୁ ଯୁବତୀ ଜଣଙ୍କ ତଳେ ପଡିଯାଇଥିଲେ। ଏହା ଦେଖି କାର୍ତ୍ତି ଦୌଡି ଯାଇ ତାଙ୍କୁ ଉଠାଇବା ସହ ଆଲିଙ୍ଗନ କରିଥିଲେ। ଇମତିଆଜ୍‌ ଅଲ୍ଲୀଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଲଭ ଆଜ୍‌କାଲ୍‌’ରେ କାର୍ତ୍ତିକ ଡବଲ ରୋଲରେ ନଜର ଆସିବେ। ସାରା ଏବଂ କାର୍ତ୍ତିକ ପ୍ରଥମଥର ପାଇଁ ବଡ ପରଦାରେ ଏକାଠି ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ବିଦେଶୀ ମଦ ଦୋକାନ ଉପରେ ବୋମାମାଡ଼ କରି ଫେରାର ହୋଇଗଲେ ଦୁର୍ବୃତ୍ତ, ପୁରୁଣା କର୍ମଚାରୀଙ୍କ…

କୋଣାର୍କ,୧୧ା୭(ଜ୍ୟୋତିରାଜ ମହାନ୍ତି): କୋଣାର୍କ ବସ୍‌ଷ୍ଟାଣ୍ଡ ନିକଟରେ ନୂତନ କରି ଖୋଲିଥିବା ବିଦେଶୀ ମଦ ଦୋକାନକୁ ଜଣେ ଦୁର୍ବୃତ୍ତ ଶନିବାର ପୂର୍ବାହ୍ନରେ ତିନୋଟି ବୋମାମାଡ଼ କରି ଫେରାର ହୋଇଯାଇଥିବାବେଳେ…

ଗୋଟିଏ ମଫଲର ନେଇ ନ୍ୟୁଜିଲାଣ୍ଡ ଯାଇଛନ୍ତି ମୋଦି: ପଛରେ ରହିଛି ରୋଚକ କାହାଣୀ

ନୂଆଦିଲ୍ଲୀ,୧୧।୭: ପ୍ରଧାନମନ୍ତ୍ରୀ ମୋଦି ନ୍ୟୁଜିଲାଣ୍ଡରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ଆଜି ୪୦ ବର୍ଷ ପରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ନ୍ୟୁଜିଲାଣ୍ଡ ଗସ୍ତ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି: କଡ଼ା ପଦକ୍ଷେପ ନେଲେ ମୁଖ୍ୟମନ୍ତ୍ରୀ, SCERT ନିର୍ଦ୍ଦେଶକଙ୍କୁ ଏଫ୍‌ଆଇଆର୍‌ ଦାୟର କରିବାକୁ କହି…

ଭୁବନେଶ୍ୱର,୧୧ା୭(ସୁନିତ୍‌ ମିଶ୍ର): ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକରେ ତ୍ରୁଟି ଘଟଣାକୁ ଗମ୍ଭୀରତାର ସହ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏ ସମ୍ପର୍କରେ…

E-20 ସହିତ ସାଧାରଣ ପେଟ୍ରୋଲ୍ ମଧ୍ୟ… ଏବେ ଗ୍ରାହକଙ୍କୁ ପେଟ୍ରୋଲ ପମ୍ପରେ ମିଳିବ ପେଟ୍ରୋଲର ବିକଳ୍ପ?

ନୂଆଦିଲ୍ଲୀ,୧୧ା୭: E-20 ଇନ୍ଧନ (ଫ୍ୟୁଏଲ୍‌)କୁ ନେଇ ଏବେ ସାରା ଦେଶରେ ହଙ୍ଗାମା ମାତିଛି। ଏଥାନଲ୍ ବ୍ଲେଣ୍ଡେଡ୍ ପେଟ୍ରୋଲ୍ (ଏଥାନଲ୍ ମିଶ୍ରିତ ପେଟ୍ରୋଲ୍‌)କୁ ନେଇ ଆଲୋଚନା ଓ ବିବାଦର…

ଅଷ୍ଟ୍ରେଲିଆରେ ଏକ ହୋଟେଲ ରୁମ୍‌ର ମୂଲ୍ୟ କେତେ? ଗୋଟିଏ ସପ୍ତାହ ରହିଲେ କେତେ ଖର୍ଚ୍ଚ ହୁଏ ଜାଣନ୍ତୁ…

ନୂଆଦିଲ୍ଲୀ/କାନ୍‌ବେରା,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ତିନି-ରାଷ୍ଟ୍ରୀୟ ଗସ୍ତରେ ଅଷ୍ଟ୍ରେଲିଆରେ ପହଞ୍ଚିଥିଲେ। ଯାହା ଦେଶ ବିଷୟରେ ଅଧିକ ଜାଣିବା ପାଇଁ ଇଚ୍ଛାକୁ ବୃଦ୍ଧି କରିଥିଲା। ଅନେକ ଲୋକ…

କେଜିରୁ ପିଜି ନାମଲେଖା ଦ୍ୱନ୍ଦ୍ୱ ଦୂର ପାଇଁ ଆସିବ ଏସ୍‌ଓପି: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର, ୧୧।୭: ରାଜ୍ୟରେ କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଯୋଜନା କାର୍ଯ୍ୟକାରୀ ହେବା ପରେ ନାମଲେଖା ପ୍ରକ୍ରିୟାକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଦୂର କରିବା…

BCCI ଡାକିଲା ଜରୁରୀ ବୈଠକ; ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା; ରୋହିତ-ବିରାଟ, ଏବଂ ଗମ୍ଭୀର-ଆୟରଙ୍କ ସମ୍ପର୍କରେ ପ୍ରମୁଖ ନିଷ୍ପତ୍ତି ଆଶା କରାଯାଉଛି

ନୂଆଦିଲ୍ଲୀ,୧୧।୭: ଭାରତୀୟ କ୍ରିକେଟରେ ସବୁକିଛି ଠିକ ଅଛି କି? ଏହା ବର୍ତ୍ତମାନ ଏକ ପ୍ରମୁଖ ପ୍ରଶ୍ନ ପାଲଟିଛି। ଭାରତୀୟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ…

ବୁଦାରୁ ମିଳିଲା ଯୁବକଙ୍କ ରକ୍ତାକ୍ତ ମୃତଦେହ : ହତ୍ୟା ସନ୍ଦେହ

ବିନିକା,୧୦।୭: ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ ଅଇଁଲାସାରି ଗାଁ ନିକଟ ରାସ୍ତାକଡ଼ରୁ ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହେବା ପରେ ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri