କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପୁରୀରୁ ସ୍ବତନ୍ତ୍ର ଟ୍ରେନ

ଭୁବନେଶ୍ୱର,୧୨।୧୧:(ବ୍ୟୁରୋ): କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପୂର୍ବତଟ ରେଳପଥ ସ୍ବତନ୍ତ୍ର ଟ୍ରେନର ଯୋଜନା କରିଛି। କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଯାତ୍ରୀ ଭିଡ଼କୁ ଲକ୍ଷ୍ୟ କରି ଗୋଟିଏ ସ୍ବତନ୍ତ୍ର ଟ୍ରେନ ପୁରୀ-ପଲାସା ଓ ପୁରୀ-ଖୋର୍ଦ୍ଧା ରୋଡ଼ ପାସେଞ୍ଜରକୁ ନୟାଗଡ଼ ପର୍ଯ୍ୟନ୍ତ ସମ୍ପ୍ରସାରିତ କରାଯିବ। ପୁରୀ-ପଲାସା ସ୍ବତନ୍ତ୍ର ଟ୍ରେନ ପୁରୀଠାରୁ ଅପରାହ୍ନ ୨ଟାରେ ଛାଡ଼ିବ। ନୟାଗଡ଼କୁ ସମ୍ପ୍ରସାରିତ ପୁରୀ-ଖୋର୍ଦ୍ଧାରୋଡ଼ ପାସେଞ୍ଜର ନିୟମିତ ସମୟରେ ଚଳାଚଳ କରିବ ବୋଲି ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ ପୂର୍ବତନ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

ମାଗଣା ଅଟୋ ଆମ୍ବୁଲାନ୍ସ ସେବା ଯୋଗାଇଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର:ଗର୍ଭବତୀ-ପ୍ରସୂତି ପାଇବେ ସୁବିଧା

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ନିରୀକ୍ଷଣ…

ଅପେକ୍ଷାର ଅନ୍ତ! ୧୦-୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ ନେଇ RBIକୁ ସରକାର କହିଲେ…

ନୂଆଦିଲ୍ଲୀ,୨୭।୭: ଖୁବଶୀଘ୍ର ମାର୍କେଟକୁ ଆସିବ ୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍ । କ୍ଷେତ୍ର ପରୀକ୍ଷଣ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦ୍ୱାରା…

ଜାତୀୟ ସ୍ତରୀୟ ସନ୍ତରଣ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ହାସଲ କଲେ ଦିଗପହଣ୍ଡି ପୁଅ, ଛୁଟୁଛି ଶୁଭେତ୍ସାର ସୁଅ

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ଗ୍ରାମର ଯୋଗେନ୍ଦ୍ର ସେଠୀ ଜାତୀୟ ସ୍ତରୀୟ ସନ୍ତରଣ ଚାମ୍ପିୟନସିପରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ।…

ଦାଦନ ଖଟିବାକୁ ଯାଇ ଗୋଆରେ ଛାତ୍ରଙ୍କ ମୃତ୍ୟୁ, ମର ଶରୀର ଗାଁ ଆଣିବାକୁ ନିବେଦନ କଲେ ଗ୍ରାମବାସୀ

ମୋହନା,୨୭।୭(ମନ୍ମଥ ମିଶ୍ର): ଉଚ୍ଚଶିକ୍ଷାର ସ୍ୱପ୍ନ ପୂରଣ ପାଇଁ ଗୋଆକୁ ଦାଦନ ଖଟିବାକୁ ଯାଇଥିଲେ। ବି.ଇ.ଡ଼ି ଆଡମିଶନ୍ କରିବାକୁ ଟଙ୍କା ଅଭାବରୁ ଘର ଛାଡ଼ି ରୋଜଗାର ପାଇଁ ବାହାର…

ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଲେ ବିରୁଷ୍କା: ଦାମ୍‌ ଜାଣିଲେ ଉଡ଼ିଯିବ ହୋଶ୍‌

ମୁମ୍ବାଇ,୨୭।୭:ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ମୁମ୍ବାଇର ଭର୍ସୋଭା ଅଞ୍ଚଳରେ ୧୯.୨୯…

CJPକୁ କଡ଼ା କଟାକ୍ଷ କଲେ କଙ୍ଗନା, ଏମାନଙ୍କୁ ଜନ୍ମ କିଏ ଦେଇଛି…

ନୂଆଦିଲ୍ଲୀ, ୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ର ପ୍ରତିବାଦ ସମୟରେ ପୋଲିସ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗକୁ ନେଇ ବିରୋଧୀ ସଦସ୍ୟମାନେ ସୋମବାର ଲୋକ ସଭାରେ ହଟ୍ଟଗୋଳ କରିଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri