କାର୍ଯ୍ୟରେ ଅବହେଳା: ବଦଳିଲେ ଫାଣ୍ଡି ଅଧିକାରୀ

କାର୍ଯ୍ୟରେ ଅବହେଳା ଅଭିଯୋଗରେ ବଦଳିଛନ୍ତି ପରଜଙ୍ଗ ଥାନା ମହାବିରୋଡ଼ ଫାଣ୍ଡି ଅଧିକାରୀ ବିନୟ କୁମାର ସାହୁ। ଏସ୍‌ପି ଅନୁପମା ଜେମ୍‌ସଙ୍କ ନିର୍ଦ୍ଦେଶରେ ତାଙ୍କୁ ପରଜଙ୍ଗ ଥାନାକୁ ବଦଳି କରାଯାଇଛି। ତାଙ୍କ ସ୍ଥାନରେ ପରଜଙ୍ଗ ଥାନା ଏସ୍‌ଆଇ ପଦ୍ମନାଭ ଲେଙ୍କାଙ୍କୁ ଦାୟିତ୍ୱ ଦିଆଯାଇଛି।
ଏ ନେଇ ଏସ୍‌ଡିପିଓ ସୁପ୍ରସନ୍ନ ମଲ୍ଲିକ କୁହନ୍ତି, ପଙ୍ଗାତୀରା ଗ୍ରାମରେ ଗତ ୬ ତାରିଖରେ ସ୍ବାମୀ ଲଳିତ ସାହୁ ଟାଙ୍ଗିଆରେ ହାଣି ସ୍ତ୍ରୀ ମିତାଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ହତ୍ୟାକାଣ୍ଡ ପୂର୍ବଦିନ ମିତାଙ୍କ ପରିବାର ଲୋକେ ଲଳିତଙ୍କ ନାମରେ ଅଭିଯୋଗ କରିବାକୁ ଫାଣ୍ଡିକୁ ଯାଇଥିଲେ। ହେଲେ ଫାଣ୍ଡି ଅଧିକାରୀ ଏହାକୁ ହାଲ୍‌କା ଭାବରେ ନେଇଥିଲେ। ଏହା ପରଦିନ ମିତା ହତ୍ୟାର ଶିକାର ହୋଇଥିଲେ। ପୋଲିସର ଅବହେଳା ପାଇଁ ଝିଅ ଜୀବନ ଯାଇଥିବା ପରିବାର ଲୋକେ ଅଭିଯୋଗ ଆଣିଥିଲେ। ଏହାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଜନସାଧାରଣଙ୍କୁ ନ୍ୟାୟ ଦେବା ପୋଲିସର କାମ। ଏସ୍‌ପିଙ୍କ ନିର୍ଦ୍ଦେଶରେ ଏପରି ନିଷ୍ପତ୍ତି ନିଆଯାଇଥିବା ଏସ୍‌ଡିପିଓ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ଯାଆଁଳ ନେବାକୁ କହି ଡକାୟତି, ଘରେ ପଶି ଲୁଟିନେଲେ ସୁନା ଗହଣା ସହ ଟଙ୍କା

ଭଦ୍ରକ,୪।୮(ସନାତନ ରାଉତ): ଭଦ୍ରକ ଗ୍ରାମଞ୍ଚଳ ଥାନା ଅନ୍ତର୍ଗତ ଜଗଦଳପୁର ପଞ୍ଚଯାତର ଜୁଡ଼ାଗଡିଆ ଗ୍ରାମରେ ଏକ ବଡ଼ ଧରଣର ଡ଼କାୟତି ହୋଇଛି । ଗ୍ରାମର ନିରଞ୍ଜନ ଶତପଥୀଙ୍କ ଘରକୁ…

ଇମୋଶନାଲ ହେଲେ ହିଟମ୍ୟାନ, କହିଲେ ‘ତୁମେ ଜଣେ ଲିଜେଣ୍ଡ’

ନୂଆଦିଲ୍ଲୀ,୪।୮: ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ଟି. ଦିଲୀପଙ୍କୁ ବିଦାୟ ବାର୍ତ୍ତା ଭାଇରାଲ ହୋଇଛି। ଶୁଭଦୀପ ଘୋଷଙ୍କୁ ଏବେ ଦିଲୀପଙ୍କ ସ୍ଥାନରେ ଭାରତର ଫିଲ୍ଡିଂ ପ୍ରଶିକ୍ଷକ…

PM ମୋଦିଙ୍କୁ ଅଭିଜିତଙ୍କ ଚ୍ୟାଲେଞ୍ଜ! ଆପଣ ଡିଗ୍ରୀ ଦେଖାନ୍ତୁ, ମୁଁ ଦେଖାଇବି…

ଛତ୍ରପତି ସମ୍ଭାଜୀନଗର,୪।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯଦି ତାଙ୍କ ଶିକ୍ଷାଗତ ଡିଗ୍ରୀକୁ ସର୍ବସାଧାରଣରେ ଦେଖାନ୍ତି ତେବେ ଆମେରିକାରେ ପଢ଼ିବା ପାଇଁ କକ୍‌ରୋଚ ଜନତା ପାର୍ଟି (ସିଜେପି) ନେତା…

ଶିକ୍ଷା ଭବିଷ୍ୟତ ନିର୍ମାଣର ମୂଳଦୁଆ: ରାଷ୍ଟ୍ରପତି

କଟକ,୪।୮(କାର୍ତ୍ତିକ ସାହୁ): ଶିକ୍ଷା କେବଳ ଜ୍ଞାନ ଅର୍ଜନର ମାଧ୍ୟମ ନୁହେଁ ବରଂ ବ୍ୟକ୍ତିତ୍ୱ ଗଠନ, ସାମାଜିକ ପରିବର୍ତ୍ତନ ଏବଂ ରାଷ୍ଟ୍ରର ସମୃଦ୍ଧ ଭବିଷ୍ୟତ ନିର୍ମାଣର ଭିତ୍ତିପ୍ରସ୍ତର ବା…

ଭାରତୀୟ ଏଜେଣ୍ଟ ପାକିସ୍ତାନରେ ପ୍ରବେଶ କରି ୩୦ ଜଣ ଆତଙ୍କବାଦୀଙ୍କୁ ହତ୍ୟା କରିଥିଲେ: ଲସ୍କର ଅପରେଟିଭର ଚାଞ୍ଚଲ୍ୟକର ଦାବି!

ଇସଲାମାବାଦ,୪।୮: ଲସ୍କର-ଏ-ତୋଏବା ସହିତ ଜଡିତ ଜଣେ କାର୍ଯ୍ୟକର୍ତ୍ତା ଦାବି କରିଛନ୍ତି ଯେ ଗତ କିଛି ବର୍ଷ ମଧ୍ୟରେ ଭାରତୀୟ ଏଜେଣ୍ଟମାନେ ପାକିସ୍ତାନରେ ଅନୁପ୍ରବେଶ କରି ୩୦ ରୁ…

ଭାଜପାକୁ ହରାଇ ବିପୁଳ ବିଜୟ ପରେ ବଡ଼ ଦାବି କଲେଣି ପ୍ରଶାନ୍ତ କିଶୋର, କହିଲେ…

ପାଟନା,୪।୮: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନରେ ବିଜୟୀ ହେବା ପରେ, ଜନ ସୁରାଜ ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ତାଙ୍କ ବିଜୟକୁ ରାଜ୍ୟ ରାଜନୀତିରେ ପରିବର୍ତ୍ତନର…

‘ପୁରୀ ରଥଯାତ୍ରାକୁ ୟୁନେସ୍କୋ ତାଲିକାରେ ସାମିଲ କରାଯାଉ’, ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୮(ସୁନିତ୍‌ ମିଶ୍ର): ବିଶ୍ୱପ୍ରସିଦ୍ଧ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାକୁ ୟୁନେସ୍କୋର ‘ଇନ୍‌ଣ୍ଟାନଜିବୁଲ କଲ୍‌ଚର ହେରିଟେଜ ଅଫ୍‌ ହ୍ୟୁମାନିଟି’ ତାଲିକାରେ ସାମିଲ କରିବା ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ପାଇଁ ଓଡ଼ିଶା ସରକାରଙ୍କ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଓୟୁଏଟି ପିଜି-ପିଏଚ୍‌.ଡି. ଛାତ୍ରୀଛାତ୍ରଙ୍କୁ ମିଳିବ ଷ୍ଟାଇପେଣ୍ଡ୍‌

ଭୁବନେଶ୍ୱର,୪।୮(ସୁଚିସ୍ମିତା ସାହୁ): ରାଜ୍ୟରେ କୃଷି ଶିକ୍ଷା ଓ ଗବେଷଣାକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri