କାର୍ଯ୍ୟରେ ଯୋଗଦେଲେ କଲମପୁର ଗୋଷ୍ଠୀ ଶିକ୍ଷାଧିକାରୀ

ଭବାନୀପାଟଣା,୧୯।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କଲମପୁର ଗୋଷ୍ଠୀ ଶିକ୍ଷାଧିକାରୀ ଭାବେ ଜୁନାଗ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ତପିମଣି ଜାନୀ କାର୍ଯ୍ୟରେ ଯୋଗ ଦେଇଛନ୍ତି ।
ତେବେ ପୂର୍ବରୁ କାର୍ଯ୍ୟରତ ନବିନ କୁମାର ଖମାରୀ ପଦବୀରୁ ଅବସର ନେବା ପରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ପଦବୀ ଖାଲି ପଡ଼ିଥିଲା । ପରବର୍ତ୍ତୀ କାର୍ଯ୍ୟ ପରିଚାଳନା ପାଇଁ ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ଗୌରାଙ୍ଗ ବିଶ୍ୱାସ ଦାୟିତ୍ୱ ନେଇଥିଲେ। ମାତ୍ର କାର୍ଯ୍ୟାଳୟର ଅର୍ଥ ପରିଚାଳନା କ୍ଷମତା ପ୍ରଦାନ କରାଯାଇ ନ ଥିଲା । ଜିଲା ଶିକ୍ଷା ଅଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ସେ କଲମପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ କାର୍ଯ୍ୟରେ ଯୋଗ ଦେଇଛନ୍ତି । ଜାନୀ ୨୦୧୭ ମସିହାରେ ମଧ୍ୟ ଅଳ୍ପ ଦିନ ପାଇଁ ଗୋଷ୍ଠୀ ଶିକ୍ଷାଧିକାରୀ ଦାୟିତ୍ୱ ନେଇଥିଲେ । ସୋମବାର ସେ ପୁନଃ ଦ୍ୱିତୀୟ ଥର ପାଇଁ କଲମପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ କାର୍ଯ୍ୟରେ ଯୋଗ ଦେବା ପରେ ତାଙ୍କୁ ବରିଷ୍ଠ ଶିକ୍ଷକ ସନ୍ତୋଷ କୁମାର ଚୌଧୁରୀ, ସୁବ୍ରତ କୁମାର ବେହେରା ପ୍ରମୁଖ ସ୍ବାଗତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ବର୍ଷରେ ନୂଆ ପଦକ୍ଷେପ

ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri