କାର୍ଯ୍ୟରେ ଯୋଗଦେଲେ କଲମପୁର ଗୋଷ୍ଠୀ ଶିକ୍ଷାଧିକାରୀ

ଭବାନୀପାଟଣା,୧୯।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କଲମପୁର ଗୋଷ୍ଠୀ ଶିକ୍ଷାଧିକାରୀ ଭାବେ ଜୁନାଗ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ତପିମଣି ଜାନୀ କାର୍ଯ୍ୟରେ ଯୋଗ ଦେଇଛନ୍ତି ।
ତେବେ ପୂର୍ବରୁ କାର୍ଯ୍ୟରତ ନବିନ କୁମାର ଖମାରୀ ପଦବୀରୁ ଅବସର ନେବା ପରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ପଦବୀ ଖାଲି ପଡ଼ିଥିଲା । ପରବର୍ତ୍ତୀ କାର୍ଯ୍ୟ ପରିଚାଳନା ପାଇଁ ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ଗୌରାଙ୍ଗ ବିଶ୍ୱାସ ଦାୟିତ୍ୱ ନେଇଥିଲେ। ମାତ୍ର କାର୍ଯ୍ୟାଳୟର ଅର୍ଥ ପରିଚାଳନା କ୍ଷମତା ପ୍ରଦାନ କରାଯାଇ ନ ଥିଲା । ଜିଲା ଶିକ୍ଷା ଅଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ସେ କଲମପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ କାର୍ଯ୍ୟରେ ଯୋଗ ଦେଇଛନ୍ତି । ଜାନୀ ୨୦୧୭ ମସିହାରେ ମଧ୍ୟ ଅଳ୍ପ ଦିନ ପାଇଁ ଗୋଷ୍ଠୀ ଶିକ୍ଷାଧିକାରୀ ଦାୟିତ୍ୱ ନେଇଥିଲେ । ସୋମବାର ସେ ପୁନଃ ଦ୍ୱିତୀୟ ଥର ପାଇଁ କଲମପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ କାର୍ଯ୍ୟରେ ଯୋଗ ଦେବା ପରେ ତାଙ୍କୁ ବରିଷ୍ଠ ଶିକ୍ଷକ ସନ୍ତୋଷ କୁମାର ଚୌଧୁରୀ, ସୁବ୍ରତ କୁମାର ବେହେରା ପ୍ରମୁଖ ସ୍ବାଗତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରୁ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ:ମାଡ଼ିବସିଲା ପୋଲିସ

ଧର୍ମଶାଳା,୩୦।୫(ଶିବ ପ୍ରସାଦ ମହାନ୍ତି):ଯାଜପୁର ଜିଲା ଧର୍ମଶାଳା ଥାନା ୧୬ ନମ୍ବର ଜାତୀୟ ରାଜପଥର ସାରୋଇ ନିକଟରେ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ କରୁଥିବାବେଳେ ଲୋକଙ୍କ ସହଯୋଗରେ ଲୁଟେରାକୁ…

କକ୍ରୋଚ ଜନତା ପାର୍ଟିକୁ ନେଇ ଆସିଲା RSSର ପ୍ରଥମ ପ୍ରତିକ୍ରିୟା: ‘ଜେନ Z’ ଆଶାବାଦୀ..

ନାଗପୁର,୩୦।୫: ‘କକ୍ରୋଚ ଜନତା ପାର୍ଟି’ ସମ୍ପର୍କରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। ଭାରତୀୟ ଗଣତନ୍ତ୍ର ସମସ୍ତ ସ୍ବର ଏବଂ ଭାବନାକୁ ଗ୍ରହଣ…

ଲୋପ ପାଇବାରେ ଲାଗିଛି ତାଳଗଛ: ବଢ଼ି ଚାଲିଛି ପ୍ରାକୃତିକ ବିପର୍ଯ୍ୟୟ

ପଦ୍ମପୁର,୩୦ା୫(ପ୍ରଦୀପ୍ତ ଦାଶ):କାହିଁ କେଉଁ କାଳରୁ ପ୍ରାକୃତିକ ବିପର୍ଯ୍ୟୟ ରୋକିବାରେ ତାଳଗଛର ଗୁରୁତ୍ୱ ଭୂମିକା ବହନ କରିଆସୁଛି। ବାତ୍ୟା ସମୟରେ ତାଳଗଛ ଭୟଙ୍କର ପବନ ଓ ବଜ୍ରପାତକୁ ବହୁ…

ଟାଣ ଖରାରେ ପିକଅପ ଭ୍ୟାନରେ ବୁହା ହେଉଛନ୍ତି ଲୋକେ: ଶୋଇଛି ପରିବହନ ବିଭାଗ

ଦାରିଙ୍ଗବାଡି,୩୦।୫(ଅରୁଣ ସାହୁ): ଏବେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଦିନ ୧୦ଟାଠାରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଜରୁରୀ କାମଧନ୍ଦା ନ ଥିଲେ ଲୋକ ଘରୁ…

ପୋଲିସ ଏନକାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ଆହତ, ସହଯୋଗୀ ଫେରାର

ଝାରସୁଗୁଡ଼ା, ୩୦।୫(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା ଅଞ୍ଚଳରେ ଝାରସୁଗୁଡା ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ। ରେଙ୍ଗାଲି ଥାନା ଅନ୍ତର୍ଗତ କଦମଘାଟ ମା’ ଘଣ୍ଟେଶ୍ୱରୀ ମନ୍ଦିର ନିକଟରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ବୁର୍ଡାରେ ପାଳିକରି ଜଳଯୋଗାଣ: ବଢୁଛି ଅସନ୍ତୋଷ

ଲୋଇସିଂହା,୩୦।୫(ସୁଶାନ୍ତ ବାରିକ):ନବଗଠିତ ଲୋଇସିଂହା ଏନଏସି ଅଧୀନ ବୁର୍ଡା ଗ୍ରାମରେ ଜଳଯୋଗାଣ କ୍ଷେତ୍ରରେ ଅନିୟମିତତା ଅଭିଯୋଗ ହୋଇଛି ା ତେବ ଗ୍ରାମର ବିଭିନ୍ନ ପଡ଼ାକୁ ପାଳି କରି ପାଇପ…

ଖୋଲୁଛି ପୂର୍ତ୍ତ ବିଭାଗର ଦୁର୍ନୀତି ପୋଲ: ପି.ସି କାରବାର କଥା ଉଠାଇଲେ ଏମ୍‌ପି

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ନେଇ ଏବେ ସହର ଉଠୁଛି ଓ ପଡୁଛି। ଘଟଣାକୁ ଶୁକ୍ରବାର ୪ଦିନ ବିତିଯାଇଛି। ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri