Posted inଫୁରସତ

କାର୍ଯ୍ୟସ୍ଥଳରେ ଶୋଇପଡ଼ିବା ପାଇଁ ୮୬ ପ୍ରତିଶତ ଭାରତୀୟ ଚାହିଁଥାନ୍ତି

ସାଧାରଣତଃ ଭାରତୀୟମାନେ ଶୋଇବାକୁ ପସନ୍ଦ କରିଥାନ୍ତି। ଏହା ଏକ ସର୍ଭେରୁ ଜଣାପଡ଼ିଛି। ଅନ୍‌ଲାଇନ୍‌ ରିସର୍ଚ୍ଚ ଷ୍ଟାର୍ଟଅପ୍‌ ବେକାଫିଟ୍‌ ଅନୁସାରେ, ପ୍ରାୟ ୮୬ ପ୍ରତିଶତ ଭାରତୀୟ ଚାହିଁଥାନ୍ତି କାର୍ଯ୍ୟକ୍ଷେତ୍ରରେ କିଛି ସମୟ ପାଇଁ ଶୋଇପଡ଼ିବେ। ସର୍ଭେ ‘ରାଇଟ୍‌ ଟୁ ଓ୍ବାର୍କ ନାପ୍‌ସ’ରେ ୧୫୦୦ ଲୋକଙ୍କୁ ସାମିଲ କରାଯାଇଥିଲା। ଏଥିରୁ ଜଣାପଡ଼ିଥିଲା ୭୦ ପ୍ରତିଶତ ଲୋକ ଚାହିଁଥାନ୍ତି ଅଫିସରେ କାମ କରିବା ସମୟରେ ଟିକେ ଶୋଇ ପଡ଼ିବାକୁ। ଏମିତି ନ ହେବାରୁ ଏହାର ପ୍ରଭାବ ସିଧାସଳଖ କାର୍ଯ୍ୟ ଉପରେ ପଡ଼ିଥାଏ। ସର୍ଭେରୁ ଜଣାପଡ଼ିଛି, ୪୧ ପ୍ରତିଶତ ଲୋକେ ଅନିଦ୍ରା ରହୁଥିବାରୁ ଅଫିସରେ ନିଦ ଲାଗିଥାଏ। ଫଳରେ ନିଦ ନ ଲାଗିବା ପାଇଁ ସେମାନେ ସହକର୍ମୀଙ୍କ ସହ ଗପସପ କରିଥାନ୍ତି କିମ୍ବା ବାରମ୍ବାର ମୁହଁ ଧୋଇଥାନ୍ତି। ନିଦରୁ ମୁକ୍ତି ପାଇବା ପାଇଁ କିଛି ଲୋକ ଚଲାବୁଲା ବି କରିଥାନ୍ତି। ବିଶ୍ୱରେ ୬୦ ପ୍ରତିଶତ ଲୋକ ରାତିରେ ଚାହିଁ ରହୁଥିବାବେଳେ କେବଳ ଭାରତୀୟମାନେ ଶୋଇବା କ୍ଷେତ୍ରରେ ସବୁଠୁ ଆଗୁଆ। ଅତ୍ୟଧିକ ଚିନ୍ତା, ସ୍ବାସ୍ଥ୍ୟ ସମସ୍ୟା, ମନୋରଞ୍ଜନ, ଶୋଇବା ସ୍ଥାନରେ ପରିବର୍ତ୍ତନ ଏବଂ କାର୍ଯ୍ୟସୂଚୀ ଯୋଗୁ ଅନିଦ୍ରା ରହିଥାନ୍ତି ଲୋକେ। ଏହି ସମସ୍ୟାରୁ ମୁକ୍ତି ପାଇବା ଏବଂ କାର୍ଯ୍ୟଦକ୍ଷତା ବଢ଼ାଇବା ପାଇଁ କାର୍ଯ୍ୟସ୍ଥଳରେ ଶୋଇବା ରୁମ୍‌ କରିବାକୁ ୭୦ ପ୍ରତିଶତ ଲୋକ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷ ପୂର୍ବେ ବିବାହ କରିଥିଲେ ପୁଅ ଅକାଳରେ ଚାଲିଗଲା ଜୀବନ: ଶେଷକୁ ବାପା କରିଦେଲେ ଏମିତି କାମ …

ଦଶରଥପୁର,୨୪।୫(ସୁଶାନ୍ତ କୁମାର ବେହୁରିଆ): ରୋଜଗାରିଆ ପୁଅର ଅକାଳ ମୃତ୍ୟୁକୁ ସହ୍ୟ କରିପାରିଲେନି ବାପା। ବେକରେ ଗାମୁଛା ଭିଡ଼ି ଆତ୍ମହତ୍ୟା କରିଦେଲେ। ଏଭଳି ଦୁଃଖଦ ଘଟଣା ଯାଜପୁର ଜିଲା…

ହୁମା ଓଭରବ୍ରିଜ ନିକଟରେ ପୁଣି ଦୁର୍ଘଟଣା: ବସ ସହ ଆଇଜର ଟ୍ରକର ମୁହାଁମୁହିଁ ଧକ୍କା

ଗଞ୍ଜାମ,୨୪।୫(ଅନାଥ ତରାଇ/ବିଦ୍ୟାଧର ସାହୁ): ଆଉ କେତେ ଦୁର୍ଘଟଣା ଘଟିଲେ ଏବଂ କେତେ ଲୋକଙ୍କ ପ୍ରାଣହାନି ହେଲେ ସରକାର ଓ ଜିଲ୍ଲା ପ୍ରଶାସନର ଚେତନା ଜାଗ୍ରତ ହେବ? ଏହି…

ଏଇ ଭାରତରେ

ନିଜେ ସମସ୍ୟାରେ ଥିଲେ ବି ଅନ୍ୟଙ୍କ ମୁହଁରେ ଖୁସି ଦେଖି ସନ୍ତୋଷ ଲାଭ କରନ୍ତି ଗୁଜରାଟ କଚ୍ଛର ଆମ୍ମା(ଶ୍ରଦ୍ଧା ନାମ)। ସେ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହରେ ପଥଚାରୀଙ୍କୁ…

କେରଳର ନୂଆ କାଣ୍ଡାରି

ଦଶନ୍ଧିବ୍ୟାପୀ ବାମପନ୍ଥୀ ଶାସନର ଅବସାନ ଘଟାଇ ଯିଏ କଂଗ୍ରେସ ପାଇଁ ଈଶ୍ୱରଙ୍କ ନିଜ ଦେଶ କୁହାଯାଉଥିବା କେରଳରେ ମଞ୍ଚ ତିଆରି କରାଇବାରେ ପ୍ରମୁଖ ଭୂମିକା ନିର୍ବାହ କଲେ,…

ନାଗରିକ ଚେତନା

ଅଷ୍ଟ୍ରେଲିଆର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ମାଥ୍ୟୁ ହେଡେନଙ୍କୁ ସମ୍ପ୍ରତି ଖେଳ ପଡ଼ିଆରେ ଅଳିଆ ଉଠାଇ ସଫା କରୁଥିବାର ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳିଥିଲା। ପ୍ରଥମ ଦୃଷ୍ଟିରେ…

ଚନ୍ଦ୍ରପୃଷ୍ଠକୁ ଯାତ୍ରା ପାଇଁ ନୂଆ ଶସ୍ତା ମାର୍ଗ

ନୂଆଦିଲ୍ଲୀ,୨୪।୫: ମହାକାଶ ଗବେଷଣା କ୍ଷେତ୍ରରେ ବୈଜ୍ଞାନିକମାନଙ୍କୁ ଏକ ବଡ଼ ସଫଳତା ମିଳିଛି। ପୃଥିବୀରୁ ଚନ୍ଦ୍ରପୃଷ୍ଠକୁ ଯାତ୍ରା କରିବା ପାଇଁ ଏକ ନୂତନ ଏବଂ କମ୍‌ ଇନ୍ଧନ ଖର୍ଚ୍ଚ…

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri