Posted inଖେଳ

କାର୍ଲୋଭିକ୍‌ ବୟୋଜ୍ୟେଷ୍ଠ ଖେଳାଳି

ପ୍ୟାରିସ,୨୯ା୫- କ୍ରୋଏସିଆର ଇଭୋ କାର୍ଲୋଭିକ୍‌ ଗ୍ରାଣ୍ଡସ୍ଲାମ ଫ୍ରେଞ୍ଚ ଓପନ ଟୁର୍ନାମେଣ୍ଟରେ ବୟୋଜ୍ୟେଷ୍ଠ ଖେଳାଳି ଭାବେ ବିଜୟ ହାସଲ କରିବାର ସୌଭାଗ୍ୟ ଲାଭ କରିଛନ୍ତି। ମଙ୍ଗଳବାର ଖେଳାଯାଇଥିବା ପ୍ରଥମ ରାଉଣ୍ଡ ମ୍ୟାଚ୍‌ରେ ସେ ସ୍ପେନର ଫେଲିସିଆନୋ ଲୋପେଜଙ୍କୁ ପରାସ୍ତ କରି ଏହି ସଫଳତା ପାଇଛନ୍ତି। ୪୬ ବର୍ଷୀୟ ଖେଳାଳି ୭-୬(୪), ୭-୫, ୬-୭(୭), ୭-୫ ସେଟ୍‌ରେ ଭେଟେରାନ ଲୋପେଜଙ୍କୁ ହରାଇ ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଏଥିସହ ମ୍ୟାଚ୍‌ର ଉଭୟ ଖେଳାଳିଙ୍କ ବୟସ ମିଳିତ ଭାବେ ୭୭ ବର୍ଷ, ଏହା ମଧ୍ୟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟରେ ଏକ ରେକର୍ଡ। କାର୍ଲୋଭିକ୍‌ଙ୍କ ପୂର୍ବରୁ କେନ ରୋଜଓ୍ବେଲଙ୍କ ନାମରେ ବୟୋଜ୍ୟେଷ୍ଠ ଖେଳାଳି ଭାବେ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟର ମ୍ୟାଚ୍‌ ଜିତିବାର ରେକର୍ଡ ଥିଲା। ସେ ୪୪ ବର୍ଷ ବୟସରେ ୧୯୭୮ ଅଷ୍ଟ୍ରେଲିଆନ ଓପନରେ ଏହି ରେକର୍ଡ ନିଜ ନାମରେ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗିଲ୍‌ ମାରିବେ ୧୦ ଦ୍ୱିଶତକ: ଭବିଷ୍ୟବାଣୀ କଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ଆଜିକାଲି ଜବରଦସ୍ତ ଫର୍ମରେ ଅଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜରେ ତାଙ୍କ ବ୍ୟାଟ୍‌ରୁ ଏହାର ପ୍ରମାଣ ମଧ୍ୟ…

ଭାରତ-ପାକିସ୍ତାନ ମ୍ୟାଚ ପୂର୍ବରୁ କ୍ରିକେଟ ଜଗତରେ ହଇଚଇ: ହଠାତ୍‌ ସନ୍ନ୍ୟାସ ଘୋଷଣା କରି ଚମକାଇଲେ ଏହି ଭାରତୀୟ ଖେଳାଳି

ନୂଆଦିଲ୍ଲୀ, ୨।୧୦: ଭାରତର ଦିଗ୍ଗଜ ସ୍ପିନର ଯୁଜବେନ୍ଦ୍ର ଚହଲ ଫର୍ଷ୍ଟ-କ୍ଲାସ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଅର୍ଥାତ୍‌ ଏଣିକି କ୍ରିକେଟପ୍ରେମୀମାନେ ତାଙ୍କୁ ରେଡ-ବଲ କ୍ରିକେଟରେ ଖେଳୁଥିବା ଦେଖିପାରିବେ…

ଭାରତ-ପାକିସ୍ତାନ ମ୍ୟାଚ୍‌: ପୁଣି ଚର୍ଚ୍ଚାରେ ହ୍ୟାଣ୍ଡଶେକ ବିବାଦ

ନାଗୋୟା,୨ା୧୦: ଶନିବାର ଏସିଆନ ଗେମ୍ସ ପୁରୁଷ କ୍ରିକେଟ ପ୍ରତିଯୋଗିତାର ଫାଇନାଲରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିବେ। ଏହି ମ୍ୟାଚ୍‌ ପୂର୍ବରୁ ପୁଣି ଥରେ ହ୍ୟାଣ୍ଡଶେକ୍‌ ବିବାଦ…

ବିରାଟ-ରୋହିତଙ୍କୁ ପଛରେ ପକାଇଲେ ଗିଲ୍‌: ଜାଣନ୍ତୁ ODI ରନ୍‌ ତାଲିକାରେ କିଏ କେଉଁ ସ୍ଥାନରେ…

ନୂଆଦିଲ୍ଲୀ, ୨।୧୦: ୨୦୨୬ରେ ଦିନିକିଆ କ୍ରିକେଟରେ ଭାରତୀୟ ବ୍ୟାଟର୍ସଙ୍କ ଦବଦବା ଜାରି ରହିଛି। ଚଳିତ ବର୍ଷ ସର୍ବାଧିକ ODI ରନ କରିଥିବା ଟପ-୫ ବ୍ୟାଟର୍ସଙ୍କ ତାଲିକାରେ ଭାରତର…

ବିରାଟ କୋହଲିଙ୍କ ୧୦ ବର୍ଷ ପୁରୁଣା ଟି-୨୦ ରେକର୍ଡ ଭାଙ୍ଗିଲେ ଏହି ଖେଳାଳି, ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨।୧୦: ଇଶାନ କିଶନ ପୁଣିଥରେ ନିଜ ବ୍ୟାଟିଂ ଯାଦୁ ଦେଖାଇଛନ୍ତି ଏବଂ ଏଥର ତାଙ୍କ ଇନିଂସ ବିରାଟ କୋହଲିଙ୍କ ଏକ ଦୀର୍ଘଦିନର ରେକର୍ଡକୁ ଅତିକ୍ରମ କରିଛି। ଶ୍ରୀଲଙ୍କା…

ମିଠା ପ୍ୟାକେଟ୍‌ ଖୋଳ ତିଆରି କରୁଛନ୍ତି ବାପା: ଦେଶ ପାଇଁ ସ୍ବର୍ଣ୍ଣ ଆଣିଲେ ଝିଅ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା ରିକର୍ଭ ତୀରନ୍ଦାଜୀ ଦଳ ଇତିହାସ ରଚିଛି। ଅଙ୍କିତା ଭକତ, କୀର୍ତ୍ତି ଓ କୁମକୁମ ମୋହୋଦଙ୍କୁ ନେଇ ଗଠିତ ଭାରତୀୟ…

ଇତିହାସ ରଚିଲେ ସୁନା ଝିଅ ଲଭଲିନା: ଏସିଆନ ଗେମ୍ସରେ କଲେ କମାଲ୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ ବକ୍ସିଂ ପାଇଁ ଆସିଛି ବଡ଼ ଖୁସି ଖବର। ୨୦୨୬ ଏସିଆନ ଗେମ୍ସରେ ମହିଳା ୭୫ କିଲୋଗ୍ରାମ ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଭାରତୀୟ ବକ୍ସର…

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଧୂଆଁଧାର ବ୍ୟାଟିଂ କରୁ କରୁ…

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ମ୍ୟାଚ୍ରେ ଭାରତ ପାଇଁ ପାଳି ଆରମ୍ଭ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?