କାର୍‌ ଦୁର୍ଘଟଣାରେ ଜାତୀୟ ସ୍ତରର ୪ ହକି ଖେଳାଳିଙ୍କ ମୃତ୍ୟୁ

ଭୋପାଳ,୧୪।୧୦: ମଧ୍ୟପ୍ରଦେଶ ହୋଶଙ୍ଗାବାଦ ଜିଲାର ରେସଲପୁର ଗଁା ନିକଟରେ ସୋମବାର ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜାତୀୟ ସ୍ତରର ୪ଖେଳାଳୀଙ୍କ ମୃତ୍ୟୁ ହୋଇଥିବା ବେଳେ ୩ଜଣ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ମଧ୍ୟପ୍ରଦେଶ ହକି ଏକାଡେମୀର ଖେଳାଳିମାନେ ଧ୍ୟାନଚନ୍ଦ ହକି ଟୁର୍ଣ୍ଣାମେଣ୍ଟ ଖେଳିବା ପାଇଁ ରବିବାର ହୋଶଙ୍ଗାବାଦ ଆସିଥିଲେ। ଖେଳାଳିମାନେ ଫେରୁଥିବା ସମୟରେ କାର୍‌ଟି ତୀବ୍ର ବେଗରେ ଥିବାରୁ ନିୟନ୍ତ୍ରଣ ହରାଇ ଏକ ଗଛକୁ ପିଟିଦେଇଥିଲା। ଦୁର୍ଘଟଣା ଘଟିଥିବା କାର୍‌ରେ ୭ଜଣ ଖେଳାଳି ରହିଥିଲେ। ହେଲେ ଘଟଣାସ୍ଥଳରେ ହିଁ ୪ଜଣଙ୍କ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାକୁ ନେଇ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲ ନାଥ ଶୋକ ପ୍ରକାଶ କରିବା ସହ ମୃତପରିବାରଙ୍କୁ ସମବେଦନା ଜଣାଇଛନ୍ତି। ଏଥିସହ ଆହତ ଖେଳାଳି ପରିବାରଙ୍କୁ ଯଥା ସମ୍ଭବ ସହାୟତା ପ୍ରଦାନ କରାଯିବ ବୋଲି କମଲ ନାଥ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri