ରାଇରଙ୍ଗପୁର,୯ା୧(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ଯାମଦା ଥାନା ଅନ୍ତର୍ଗତ ପାଶନା ଗ୍ରାମରେ ମଙ୍ଗଳବାର ଏକ କାର୍ ଦୁର୍ଘଟଣାରେ ଜଣେ ବାଳକଙ୍କ ମୃତ୍ୟୁ ଘଟିଥିଲା। କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକେ ମୃତଦେହ ବ୍ୟବଚ୍ଛେଦ ପାଇଁ ନ ଛାଡ଼ି ଧାରଣାରେ ବସିଥିଲେ। ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲା। ପ୍ରଶାସନ ପକ୍ଷରୁ ମୃତକଙ୍କ ପରିବାରକୁ ରେଡକ୍ରସ ପକ୍ଷରୁ ସହାୟତା ପ୍ରଦାନ ପରେ ବୁଧବାର ଧାରଣା ପ୍ରତ୍ୟାହୃତ ହୋଇଛି।
ସୂଚନା ଅନୁଯାୟୀ, ପାଶନା ପ୍ରାଥମିକ ବିଦ୍ୟାଳୟ ପାର୍ଶ୍ୱ ରାସ୍ତାରେ ମଙ୍ଗଳବାର ଅପରାହ୍ନ ୨ଟା ୩୦ରେ ଏକ କାର୍ ସେହି ଗ୍ରାମର ବାବୁଲୁ ନାଏକଙ୍କ ପୁଅ ବୁନୁଙ୍କୁ ଧକ୍କା ଦେଇଥିଲା। ଦୁର୍ଘଟଣା ପରେ କାର୍ ଚାଳକ ଆହତ ବାଳକଙ୍କୁ ଚିକିତ୍ସା ସକାଶେ ରାଇରଙ୍ଗପୁର ହସ୍ପିଟାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ୍ୟୁ ଖବର ଜାଣିବା ପରେ ଡ୍ରାଇଭର ଭୟରେ ହସ୍ପିଟାଲରୁ ପଳାଇଆସି ରାଇରଙ୍ଗପୁର ଥାନା ପରିସର ତ୍ରୀନାଥ ମନ୍ଦିର ପାର୍ଶ୍ୱରେ କାର୍କୁ ଛାଡ଼ି ଫେରାର ହୋଇଯାଇଥିଲେ। ଏନେଇ ଥାନାରେ ଏକ ମାମଲା(ନଂ.୧/୨୦୨୦) ରୁଜୁ କରି ପୋଲିସ ତଦନ୍ତ ଜାରି ରଖିଛି।
ପିକନିକ୍ ହେଲା କାଳ, ସୀତାକୁଣ୍ଡରେ ବୁଡ଼ି ୨ ପର୍ଯ୍ୟଟକଙ୍କ ମୃତ୍ୟୁ
ବାରିପଦା,୨୬।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶାମାଖୁଂଟା ବ୍ଲକ ଶିମିଳିପାଳ ପାଦଦେଶ ସୀତାକୁଣ୍ଡରେ ବୁଡ଼ିଗଲେ ୨ ପର୍ଯ୍ୟଟକ । ତେବେ ବର୍ତ୍ତମାନ ସେମାନଙ୍କର ମୃତଦେହ ଉଦ୍ଧାର...
ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…
ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...
ଅଙ୍ଗନଓ୍ବାଡିି ପଛରେ ଗୋମାଂସ କଟାନେଇ ଅସନ୍ତୋଷ
ଉଦଳା, ୨୪ା୧୨(ସନ୍ତୋଷ କୁମାର ବାଚ୍ଛିନୀ): କପ୍ତିପଦା ଥାନା ଭୁଳାଘାଟି ଗ୍ରାମର ଏକ ଅଙ୍ଗନଓ୍ବାଡି କେନ୍ଦ୍ର ପଛରେ ଗୋମାଂସ କଟାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ମଙ୍ଗଳବାର...
କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା
ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି...
ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’
ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...
ଗଛକାଟି ବସ୍ଷ୍ଟାଣ୍ଡ ନିର୍ମାଣ ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲା ବିଜେଡି
ବାରିପଦା,୨୩।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ):ବାରିପଦା ସହରର ପାଲବଣିଠାରେ ବ୍ୟାପକ ଗଛକାଟି ଆନ୍ତଃରାଜ୍ୟ ବସ୍ଷ୍ଟାଣ୍ଡ ନିର୍ମାଣ ଘଟଣାରେ ମୟୂରଭଞ୍ଜ ଜିଲା ବିଜୁଜନତା ଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ...
ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର: ଘରେ ଲଗାଇଦେଲେ ନିଆଁ, ପରେ…
ଉଦଳା,୨୨।୧୨: ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର । ପୋଡ଼ି ମାରିବାକୁ ସ୍ବାମୀ ଘରେ ନିଆଁ ଲଗାଇ ଦେଇଥିଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ...
ଘରେଥିଲେ ବୃଦ୍ଧ ହଠାତ୍ ଲାଗିଗଲା ନିଆଁ: ଶେଷରେ…
ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ...
Archives


