ଜି.ଉଦୟଗିରି,୫ା୮(ଡି.ଏନ.ଏ.): ଜି.ଉଦୟଗିରି ଥାନାଞ୍ଚଳ କଳିଙ୍ଗାରୁ ୨ କିମି ଦୂର ଗଦିଙ୍ଗିଆ ଛକଠାରେ ସୋମବାର ଅପରାହ୍ନ ୩ଟାରେ ଏକ କାର ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସି ପଡ଼ିବାରୁ ଚାଳକ ସମେତ ୬ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ସୋନୁ ପଣ୍ଡା, ବିକ୍ରମ ପଣ୍ଡା, ମୁରଲୀଧର ବେହେରା, ତନ୍ମୟା ବେହେରା, ପ୍ରମୋଦ ବେହେରା ଓ ସାବିତ୍ରୀ ବେହେରା। ସମସ୍ତେ ପୁରୁଷୋତ୍ତମପୁରରୁ କାର ଯୋଗେ ଚକାପାଦ ବିରୁପାକ୍ଷ ମନ୍ଦିର ଦର୍ଶନ କରି ଫେରୁଥିବା ବେଳେ ଗଦିଙ୍ଗିଆ ଛକରେ କାର ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ସ୍ଥାନୀୟ ଲୋକେ ଆହତଙ୍କୁ ଉଦ୍ଧାର କରି ଜି.ଉଦୟଗିରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସୋନୁ, ବିକ୍ରମ, ମୁରଲୀଧର ଓ ତନ୍ମୟାଙ୍କ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ବଡ଼ ମେଡିକାଲ ପଠାଯାଇଛି। ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଚଳାଇଥିବା ଥାନାଧିକାରୀ ରଞ୍ଜିତ କୁମାର ମୁନି କହିଛନ୍ତି ।
ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର
ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…
ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍ ବ୍ରେକ୍ ମାରିବାରୁ, ଘଟିଲା…
ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି।…
କୋଟଗଡ଼ ବ୍ଲକର ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀଙ୍କୁ ଗିରଫ କଲା ଭିଜିଲାନ୍ସ
ଫୁଲବାଣୀ, ୧।୭ (ରାକେଶ କୁମାର ରାଉତ): କନ୍ଧମାଳ ଜିଲାର କୋଟଗଡ଼ ବ୍ଲକରେ ଏମ୍ଜିଏନ୍ଆର୍ଇଜିଏସ୍ (MGNREGS) ଯୋଜନାରେ ହୋଇଥିବା ଦୁର୍ନୀତି ଘଟଣାରେ ବ୍ଲକର ସହକାରୀ ଯନ୍ତ୍ରୀ ଓ କନିଷ୍ଠ…
୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ
ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…
ଚୁକ୍ତିର ଅବଧି ସରିବା ୬ ଦିନ ପୂର୍ୱରୁ ଠିପିବନ୍ଦ ବିଦେଶୀ ମଦ ଦୋକାନ ବନ୍ଦ, ଅବକାରୀ ଅଧିକ୍ଷକ କହିଲେ ତଦନ୍ତ କରାଯିବ…
ଦାରିଙ୍ଗବାଡି, ୩୦ ।୬ (ଅରୁଣ ସାହୁ ): ସରକାରଙ୍କ ଠାରୁ ଅନୁମୋଦନ ପାଇ ସରକାରଙ୍କ ସହ ଚୁକ୍ତି କରି ଖୋଲାଯାଇଥିବା ଠିପିବନ୍ଦ ବିଦେଶୀ ମଦ ଦୋକାନର ଅବଧି…
ରାଇକିଆରେ ଦେବସ୍ନାନ ପୂର୍ଣ୍ଣିମା: ହାତୀ ବେଶରେ ଦର୍ଶନ ଦେଲେ ମହାପ୍ରଭୁ
ରାଇକିଆ,୨୯/୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ ହୋଇଯାଇଛି। ଏଥିରେ ଭକ୍ତଙ୍କ ପ୍ରବଳ ସମାଗମ ଦେଖିବାକୁ ମିଳିଛି। ପୂର୍ବାହ୍ନରେ ମନ୍ଦିର ପରିସରସ୍ଥ…
ଗାଁ ଗାଁ ବୁଲି ଡବଲ୍ ଇଞ୍ଜିନ ସରକାରର ସଫଳତା ବାଣ୍ଟୁଛନ୍ତି ଭାଜପା କର୍ମୀ: ବୁଦ୍ଧିଜୀବୀଙ୍କୁ ସାକ୍ଷାତ କଲେ ମାନଗୋବିନ୍ଦ
ଦାରିଙ୍ଗବାଡି, ୨୯।୬ (ଅରୁଣ ସାହୁ):ରାଜ୍ୟ ସରକାରଙ୍କ ୨ ବର୍ଷ ଓ କେନ୍ଦ୍ର ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ ଭାଜପା ଉଭୟ ସରକାରଙ୍କ ସଫଳତା ଓ କାର୍ଯ୍ୟଧାରା…
୩ ଜିଲାର ସୀମାରେ ପହଞ୍ଚିଲେ ଭାଜପାର ନେତା, ବିଧାୟକ ଉଦଘାଟନ କଲେ …
ଦାରିଙ୍ଗବାଡି,୨୯।୬(ଅରୁଣ ସାହୁ): କନ୍ଧମାଳ ଜିଲା ଭାଜପା ସଂଗଠନକୁ ସୁଦୃଢ଼ କରିବା ପାଇଁ ନେତା ଏବଂ କର୍ମୀମାନେ ଅଣ୍ଟା ଭିଡିଛନ୍ତି । ସମସ୍ତ ବୁଥ ସ୍ତରରେ କର୍ମୀମାନେ ପ୍ରତେକ…
Archives

