କାଲିଠାରୁ କଟକ- ଭୁବନେଶ୍ୱରରେ ଗଡିବ ମୋ ବସ୍‌

ଭୁବନେଶ୍ୱର,୨୫।୫(ବ୍ୟୁରୋ)-ଆସନ୍ତା କାଲିଠାରୁ ଭୁବନେଶ୍ୱର ଓ କଟକରେ ଗଡ଼ିବ ମୋ ବସ। ପ୍ରଥମ ପର୍ଯ୍ୟାୟରେ ୭ଟି ରୁଟରେ ଅଣ ଶୀତତାପ ନିୟନ୍ତ୍ରିତ ବସ ଚଳାଚଳ କରିବ। ସକାଳ ୭ଟାରୁ ସା ୭ଟା ଯାଏ ବସ ଚଳାଚଳ କରିବ ବୋଲି ନିଷ୍ପତି ନିଆଯାଇଛି। ଏୟାରପୋର୍ଟ-ସିଡିଏ, ନନ୍ଦନକାନନ-ଲିଙ୍ଗିପୁର ରୁଟରେ ବସ ଚାଲିବ। ମାଷ୍ଟରକ୍ୟାଣ୍ଟିନ-ସିଡିଏ, ମାଷ୍ଟରକ୍ୟାଣ୍ଟିନ-ଖୋର୍ଦ୍ଧାରେ ଚାଲିବ। ମାଷ୍ଟରକ୍ୟାଣ୍ଟିନ- ସମ ହସ୍ପିଟାଲ, ଡୁମୁଡୁମା-ମଞ୍ଚେଶ୍ୱର ଚାଲିବ। ମାଷ୍ଟରକ୍ୟାଣ୍ଟିନ- ଏମ୍ସ ମଧ୍ୟରେ ବି ବସ ଚଳାଚଳ କରିବ ବୋଲି ରାଜ୍ୟ ସରକାର ନିଷ୍ପତି ନେଇଛନ୍ତି। ଯାତ୍ରୀମାନେ ବସରେ ଠିଆ ହୋଇ ଯାତ୍ରା କରିପାରିବେ ନାହିଁ। ସେହିପରି ପ୍ରତ୍ୟେକ ଯାତ୍ରୀ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାଳିକିଆ ଆଇନ

ସଶସ୍ତ୍ର ଦୁର୍ବୃତ୍ତମାନେ ସେପ୍ଟେମ୍ବର ୧୩ରେ ମଣିପୁରର ତାମେଙ୍ଗଲଙ୍ଗ ଜିଲାରେ ଦୁଇଟି ପୃଥକ୍‌ ସ୍ଥାନରେ ଆକ୍ରମଣ କରିବାରୁ ଜଣେ ୬ ବର୍ଷର ଶିଶୁ ଆହତ ହେବା ସହ ୪…

ସରକାରୀ ଖର୍ଚ୍ଚର ହିସାବ ଦେଉନାହାନ୍ତି ବିଭାଗ, ବକେୟା ୨୫,୯୩୮ କୋଟିର ୟୁସି

ଭୁବନେଶ୍ୱର,୧୫।୯(ରବିନାରାୟଣ ଜେନା): ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୀବ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରୁ ମିଳିଥିବା ତଥ୍ୟ ଅନୁଯାୟୀ, ବିଭିନ୍ନ ବିଭାଗ…

ଦ୍ରୁତଗତିରେ ତରଳୁଛି ହିମାଳୟର ବରଫ: ବିପଦରେ ଭାରତର….

ହଂକଂ,୧୫।୯: ବିଶ୍ୱର ସର୍ବୋଚ୍ଚ ପର୍ବତମାଳା ହିମାଳୟ ଏବେ ଏକ ବଡ଼ ପରିବେଶ ସଙ୍କଟ ଆଡ଼କୁ ଗତିକରୁଛି । ଚଳିତ ମାସରେ ପ୍ରକାଶିତ ଏକ ଗବେଷଣା ରିପୋର୍ଟ ଅନୁଯାୟୀ,…

ଓଡ଼ିଶାରେ କମୁଛି ବର୍ଷା; ଏହା ତାରିଖରୁ ଫେରିଯିବ ମୌସୁମୀ

ଭୁବନେଶ୍ୱର,୧୫।୯(ବନ୍ଦନା ସେଠୀ): ରାଜ୍ୟରେ ଧୀରେ ଧୀରେ କମୁଛି ବର୍ଷା । ଉତ୍ତର-ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି…

ଆକାଶରେ ଦେଖାଗଲା ବିରଳ ମହାଜାଗତିକ ଦୃଶ୍ୟ: ଚନ୍ଦ୍ର ପଛରେ…

ଭୁବନେଶ୍ୱର,୧୫।୯(ବନ୍ଦନା ସେଠୀ): ଆକାଶରେ ସୋମବାର ଏକ ବିରଳ ମହାଜାଗତିକ ଘଟଣା ଦେଖିବାକୁ ମିଳିଛି। ପୃଥିବୀ ଏବଂ ଶୁକ୍ର ଗ୍ରହ ମଧ୍ୟରେ ଚନ୍ଦ୍ର ଆସିଯିବା ଫଳରେ କିଛି ସମୟ…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?