କାଲି ଅନୁଗୋଳରେ ପହଞ୍ଚତ୍ବ ଶ୍ରମିକ ଏକ୍ସପ୍ରେସ୍‌

ଅନୁଗୋଳ ଅଫିସ, ୨୪।୫- ଗୁଜରାଟରୁ ୧୬୫୦ ଜଣ ପ୍ରବାସୀ ଓଡ଼ିଆଙ୍କୁ ନେଇ ୨୩ ତାରିଖରେ ବାହାରିଥିବା ସ୍ବତନ୍ତ୍ର ଶ୍ରମିକ ଏକ୍ସପ୍ରେସ୍‌ ସୋମବାର ଭୋର୍‌ ୫ଟାରେ ଅନୁଗୋଳ ଷ୍ଟେଶନରେ ପହଞ୍ଚତ୍ବ। ଏଥିରେ ୨୪ଟି ଜିଲାର ୧୬୫୦ ଜଣ ପ୍ରବାସୀ ଓଡ଼ିଆ ଆସୁଛନ୍ତି। ସେମାନଙ୍କ ମଧ୍ୟରେ ଅନୁଗୋଳର ସର୍ବାଧିକ ୬୩୪ ଜଣ ଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ପ୍ରବାସୀମାନେ କିପରି ନିଜ ଜିଲାର କ୍ୱାରାଣ୍ଟାଇନ ସେଣ୍ଟରରେ ସହଜରେ ପହଞ୍ଚତ୍ ପାରିବେ ସେଥିପାଇଁ ରବିବାର ଅପରାହ୍ନରେ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ସର୍କିଟ୍‌ ହାଉସ୍‌ ଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।
ଏହି ବୈଠକରେ ଅନୁଗୋଳ ଏସ୍‌ପି ଜଗମୋହନ ମୀନା, ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ, ଅନୁଗୋଳ ଉପଜିଲାପାଳ ବାସୁଦେବ ଶତପଥୀ ପ୍ରମୁଖ ଉପସ୍ଥିତ ଥିଲେ। ଅନ୍ୟ ଜିଲାକୁ ଯିବାକୁ ଥିବା ପ୍ରବାସୀଙ୍କ ପାଇଁ ୩୦ଟି ବସ୍‌ର ବ୍ୟବସ୍ଥା ହୋଇଥିବାବେଳେ ଅନୁଗୋଳର ବିଭିନ୍ନ ବ୍ଲକ ଅଞ୍ଚଳର ଶ୍ରମିକମାନଙ୍କ ପାଇଁ ୨୦ଟି ବସ୍‌ ପ୍ରସ୍ତୁତ ରଖାଯାଇଛି। ଶହେ ଜଣ କର୍ମଚାରୀଙ୍କୁ ନେଇ ବିଭିନ୍ନ କାଉଣ୍ଟର ଷ୍ଟେଶନରେ ଖୋଲାଯାଇଛି। ପ୍ରତି ୧୦୦ ପ୍ରବାସୀଙ୍କ ପାଇଁ ଗୋଟିଏ ଲେଖାଏ କାଉଣ୍ଟର ଖୋଲାଯାଇଛି। ଶ୍ରମିକମାନେ ଟ୍ରେନ୍‌ରୁ ଓହ୍ଲାଇବା ପରେ ସେମାନଙ୍କ ସ୍କ୍ରିନିଂ କରାଯିବ। ଏଥିପାଇଁ ୩ ଜଣ ଡାକ୍ତରଙ୍କୁ ନିୟୋଜିତ କରାଯାଇଛି। ପ୍ରସ୍ତୁତି ବୈଠକ ପରେ ଜିଲାପାଳ ଓ ଏସ୍‌ପି ଅନୁଗୋଳ ଷ୍ଟେଶନ ଯାଇ ପ୍ରସ୍ତୁତି କାର୍ଯ୍ୟ ଅନୁଧ୍ୟାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏସ୍‌ଡିପିଓ ଅଶ୍ୱିନୀ କୁମାର ସାହୁ, ଡେପୁଟୀ କଲେକ୍ଟର ବଇତୁରା ଦୀପ୍‌, ଆସିଷ୍ଟାଣ୍ଟ କଲେକ୍ଟର ରଞ୍ଜନ ମହାନ୍ତି ଓ ଅନୁଗୋଳ ପୌର ପରିଷଦ ନିର୍ବାହୀ ଅଧିକାରୀ ବିନୋଦ ଚନ୍ଦ୍ର ପଣ୍ଡା, ଅନୁଗୋଳ ଥାନା ଆଇଆଇସି ରମେଶ ଚନ୍ଦ୍ର ବିଶୋଇଙ୍କ ସମେତ ବିଭିନ୍ନ ବିଭାଗର ପଦାଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ

ଅନୁଗୋଳ ୧୮।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା କ୍ଷେତ୍ରରେ ବିଜେଡି ଖୋଲିଛି ମହିଳା କାର୍ଡ। ବିଜେଡିର ଦୀର୍ଘ ୨୪ ବର୍ଷ ଇତିହାସରେ ଦଳ କେବେ ବି...

ହାଇଓ୍ବାକୁ ଧକ୍କା ଦେଲା ବସ୍‌: ଚାଲିଗଲା ଜଣଙ୍କ ଜୀବନ,୧୫ରୁ ଅଧିକ ଆହତ

ଛେଣ୍ଡିପଦା,୧୬।୪(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡା ଠାରେ ମଙ୍ଗଳବାର ସକାଳେ ଡଲଫିନ ବସ...

ଅନୁଗୋଳ ଜିଲାର ୪ ସ୍ଥାନରେ ପ୍ରାର୍ଥୀ ଦେଲା କଂଗ୍ରେସ

ଅନୁଗୋଳ,୧୫।୪ (ଅମିତ କୁମାର ସାମଲ): ଅନୁଗୋଳ ଜିଲା ପାଇଁ କଂଗ୍ରେସ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଜିଲାର ୫ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଅନୁଗୋଳ, ତାଳଚେର,...

ବିଳମ୍ବ ହେଉଛି ଅନୁଗୋଳ ବିଜେଡିର ପ୍ରାର୍ଥୀ ଘୋଷଣା

ଅନୁଗୋଳ,୧୫।୪(ଅମିତ କୁମାର ସାମଲ): ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡିର ପ୍ରାର୍ଥୀ ଘୋଷଣା ବିଳମ୍ବିତ ହେଉଛି। ଫଳରେ ଏହାକୁ ନେଇ ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହ, ତାଙ୍କ...

ଶଙ୍ଖ ଚିହ୍ନ ପାଇଁ ଭୋଟ କର

ଅନୁଗୋଳ,୧୪।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଏଯାଏ ପ୍ରାର୍ଥୀ ଘୋଷଣା କରିନାହିଁ। ଇତିମଧ୍ୟରେ ଦଳ ୪ର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ...

ଅଷ୍ଟମ ଶ୍ରେଣୀ ପିଲାଙ୍କୁ ଶିକ୍ଷାଦାନ ହେଉନି

ବଇଣ୍ଡା,୧୩।୪(ପରିକ୍ଷିତ ସାହୁ): କେତେକ ଉ.ପ୍ରା. ବିଦ୍ୟାଳୟରେ ଶିକ୍ଷାବିଭାଗ ପକ୍ଷରୁ ଅଷ୍ଟମ ଶ୍ରେଣୀ ଖୋଲାଯାଇଛି। ହେଲେ ଉକ୍ତ ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନ ପାଇଁ ଆବଶ୍ୟକ ଶିକ୍ଷକ ନିଯୁକ୍ତ...

ଆଚରଣବିଧି ପରେ ନୂତନ ରାସ୍ତା ନିର୍ମାଣ, ଅସନ୍ତୋଷ

ବଇଣ୍ଡା,୧୨ା୪(ପରିକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ସାନହୁଲାଠାରୁ ଭାୟା ମିଣ୍ଡୋଳ ଦେଇ ପାଇକସାହି ପର୍ଯ୍ୟନ୍ତ ଯାଇଥିବା ସାଢେ ୧୧ କି.ମି ପୂର୍ତ୍ତବିଭାଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri