କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା

ପାଟଣା,୧୯ା୪(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ଓ ସାହାରପଡା ବ୍ଲକର ବିଭିନ୍ନ ସ୍ଥାନରେ ଶନିବାର ଅପରାହ୍ନରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଛି। ପାଟଣା ଅଞ୍ଚଳରେ ବର୍ଷା ସହିତ ପବନ ହୋଇଥିବା ବେଳେ ସାହାରପଡା ବ୍ଲକର ଦାମାହୁଦା ଓ ମାଛଗଡ଼ ଅଞ୍ଚଳରେ ପ୍ରବଳ କୁଆ ପଥର ବର୍ଷା ହୋଇଛି। କେତେକ ସ୍ଥାନରେ ଗଛ ଭାଙ୍ଗି ପଡ଼ିିଥିବା ଦେଖିବାକୁ ମିଳିଛି। କୁଆପଥର ମାଡ଼ରେ ବ୍ୟାପକ ପନିପରିବା ଫସଲ ନଷ୍ଟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମବାସୀଙ୍କ ଦୁଃଖ ଶୁଣିଲେ ବିଧାୟକ, ଭତ୍ତା ସହ ଅନ୍ୟାନ୍ୟ ସମସ୍ୟା ସମାଧାନ ପାଇଁ…

ଗଜପତି,୧୨ା୬(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅନ୍ତର୍ଗତ ପରିଡ଼ା ଗ୍ରାମରେ ଆୟୋଜିତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ପାରଳା ବିଧାୟକ ରୂପେଶ ପାଣିଗ୍ରାହୀ ଯୋଗଦେଇ ଗ୍ରାମବାସୀଙ୍କ…

ବନ ବିଭାଗରେ ନିୟୋଜିତ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ମହଙ୍ଗା ପଡ଼ିଲା ସରକାରୀ ଗାଡ଼ିରେ ବେସରକାରୀ କାମ

ବଣାଇଁ,୧୨ା୬(ପ୍ରଦୀପ ତ୍ରିପାଠୀ): ରାଜାମୁଣ୍ଡା କୋଇଡା ୫୨୦ ନମ୍ବର ଜାତୀୟ ରାଜପଥର କେ. ବଲାଙ୍ଗ ଥାନା ନିକଟରେ ଗୁରୁବାର ରାତିରେ ହାଇଓ୍ବା ପଛରେ ଏକ ବୋଲେରୋ ପିଟି ହୋଇ…

କେନାଲରୁ ମିଳିଲା ଯୁବକଙ୍କ ମୃତଦେହ, ଭଉଣୀ-ଭିଣୋଇଙ୍କୁ ଅଟକ ରଖି…

ନୟାଗଡ଼,୧୨ା୬(ଲୋକନାଥ ମିଶ୍ର): ନୟାଗଡ଼ ସଦର ଥାନା ରାଇପୁର ଗାଁର କାହ୍ନୁ ସେଠୀ ନାମକ ଜଣେ ଯୁବକଙ୍କ ମୃତଦେହ ତୋଟା ସାହି ପାଳୁଅ ବାରି କେନାଲରୁ ଶୁକ୍ରବାର ଉଦ୍ଧାର…

ଯୁବ ଭୋଟର ଦେଶର ଭବିଷ୍ୟତ: ଏସଆଇଆର ଉପରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ ପ୍ରତିଯୋଗିତା

ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶୁକ୍ରବାର ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ ଆଇ ଆର ଉପରେ ଏକ ସଚେତନତା…

ବିଡିଓଙ୍କୁ ଗାଡ଼ି ଉପରକୁ ଟେକାପଥର ମାଡ଼

ନୟାଗଡ଼,୧୨ା୬(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ନୟାଗଡ଼ ଜିଲା ଦଶପଲା ବ୍ଲକ ନଛିପୁରରେ ଦଶପଲ୍ଲା ବିଡିଓ ଶରତ ମଲିକଙ୍କ ଗାଡ଼ି ଉପରକୁ ଟେକାପଥରମାଡ଼ ହୋଇଛି। ବିଡିଓ ନିର୍ବାଚନ କାର୍ଯ୍ୟରେ…

୫ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ବାନ୍ଧିଲା ପୋଲିସ: ୨ ବନ୍ଧୁକ ସହ ୩ ଜୀବନ୍ତ…

ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଶୁକ୍ରବାର ବାରୁଡ଼ା ଗ୍ରାମର ଏକ ଗଣ୍ତଗୋଳ ମାମଲାରେ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଜଗନ୍ନାଥପ୍ରସାଦ…

ଏସ୍‌ପି ଅଫିସ ଆଗରେ ବାପା-ପୁଅଙ୍କ ଆତ୍ମାହୁତି ଉଦ୍ୟମ

ଢେଙ୍କାନାଳ,୧୨ା୬(ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡି ରାଣିପାଳ ଗ୍ରାମର ଆଇନ ଛାତ୍ର ସରୋଜ ରାଉତ ଓ ତାଙ୍କ ପିତା ପଦ୍ମନାଭ ରାଉତ ଶୁକ୍ରବାର…

ସନ୍ଧ୍ୟାରେ ମନ୍ଦିରରେ ତାଲା ଦେଇ ଯାଇଥିଲେ ପୂଜାରୀ, ସକାଳକୁ ଗଲା ବେଳକୁ ଯାହା ଦେଖିଲେ…

ଦିଗପହଣ୍ଡି,୧୨।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ଗ୍ରାମ ଶ୍ରୀ ତୁମ୍ବେଶର ଶୈବପୀଠ ପରିସରରେ ଥିବା ଦାନବାକ୍ସକୁ କେହି ଦୁର୍ବୃତ୍ତ ଭାଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri