କାଳବୈଶାଖୀ, ବର୍ଷାପବନରେ ଘର ଭାଙ୍ଗିଲା

ଦାରିଙ୍ଗବାଡ଼ି,୨୨।୪(ଡି.ଏନ.ଏ)- ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ପୁଣି କାଳବୈଶାଖୀର ପ୍ରଭାବରେ ବୁଧବାର ବ୍ୟାପକ କ୍ଷୟକ୍ଷତି ହୋଇଛି ା ବ୍ଲକର ଗ୍ରୀନବାଡ଼ି ଏବଂ ପ୍ଲିହେରି ପଞ୍ଚାୟତରେ ସର୍ବାଧିକ ବର୍ଷା ହୋଇଛି ା ବିଜୁଳି ଘଡ଼ଘଡ଼ି ସହ କୁଆପଥର ବୃଷ୍ଟି ହୋଇଥିଲା। କିଲାବାଡ଼ି ଗ୍ରାମର ବିଶ୍ୱନାଥ ପ୍ରଧାନ ଏବଂ ସାନୁଜ ପ୍ରଧାନଙ୍କ ଘର ଭାଙ୍ଗିଯାଇଛି। ଗ୍ରାମାବସୀ ପହଞ୍ଚତ୍ ସହଯୋଗ କରିଥିବା ସାମନ୍ତ ପ୍ରଧାନ କହିଛନ୍ତି। ଗତ ୩ଦିନ ହେଲା ଅପରାହ୍ନରେ ଏପରି କାଳବୈଶାଖୀ ହେଉଛି ା ଫଳରେ ଜନଜୀବନ ବିଶେଷ ଭାବେ ପ୍ରଭାବିତ ହୋଇଛି ା ୨୬ ଘଣ୍ଟାରୁ ଉର୍ଦ୍ଧ୍ୱ ସମୟ ହେଲା ବିଦ୍ୟୁତ୍‌ ସରବରାହ ବନ୍ଦ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କୁ ଟେନସନ ଦେଲେ ଏକଛତ୍ରବାଦୀ ଶାସକ, ‘ବିନାଶକାରୀ’ ଗେମ୍‌ ଖେଳିଲା ଉତ୍ତର କୋରିଆ

ଓ୍ବାଶିଂଟନ୍‌,୨।୪: ସମଗ୍ର ବିଶ୍ୱ ଇରାନ-ଆମେରିକା ଯୁଦ୍ଧ ଭୟରେ କବଳିତ। ମଧ୍ୟପ୍ରାଚ୍ୟ ଜଳୁଛି। ସାରା ବିଶ୍ୱରେ ତେଲ ଏବଂ ଗ୍ୟାସର ଅଭାବ ରହିଛି। ଇନ୍ଧନ ମୂଲ୍ୟ ଆକାଶଛୁଆଁ। ଏହା…

କ୍ରିକେଟର୍‌ଙ୍କ ଅଭିଯୋଗରେ ଏହି ଅଭିନେତ୍ରୀଙ୍କୁ ବାନ୍ଧିଲା ପୋଲିସ: ପଛରେ ରହିଛି ଏମିତି କାରଣ

କଲମ୍ବୋ,୨।୪: ଶ୍ରୀଲଙ୍କାର କ୍ରିକେଟର ଭାନୁକା ରାଜପକ୍ଷେ ଅଭିନେତ୍ରୀ ହର୍ଷି ରସାଙ୍ଗାଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ଏହା ପରେ ପୋଲିସ ତାଙ୍କୁ ଗିରଫ କରିଛି। ଏହି ମାମଲା…

ବିହାର ଛାଡି ଦିଲ୍ଲୀ ଯିବେ ନୀତୀଶ: ଏହିଦିନ ରାଜ୍ୟ ସଭା ଏମ୍‌ପି ଭାବେ ନେବେ ଶପଥ

ପାଟନା,୨।୪: ବିହାରରେ ନୀତୀଶ କୁମାର ଯୁଗର ଶେଷ ହେବାକୁ ଯାଉଛି। ନିକଟରେ ନୀତୀଶ କୁମାର ବିହାର ବିଧାନ ପରିଷଦରୁ ଇସ୍ତଫା ଦେଇଛନ୍ତି। ଏବେ, ଦିଲ୍ଲୀ ପାଇଁ ତାଙ୍କର…

ମୁହଁରେ କପଡ଼ା ବାନ୍ଧି ବାପାଙ୍କୁ ଲୁଟିବାକୁ ଆସିଥିଲେ ପୁଅ: ୧୦ ଲକ୍ଷ ଟଙ୍କା ନେବା ପରେ ଘଟିଲା…

ନୂଆଦିଲ୍ଲୀ,୨।୪: ଦିଲ୍ଲୀର ଲକ୍ଷ୍ମୀ ନଗର ଅଞ୍ଚଳରେ ଘଟିଥିବା ୧୦ ଲକ୍ଷ ଡକାୟତି ଘଟଣାର ସମାଧାନ ପୋଲିସ ମାତ୍ର ୨୪ ଘଣ୍ଟା ମଧ୍ୟରେ କରିଛି। ସବୁଠାରୁ ଆଶ୍ଚର୍ଯ୍ୟଜନକ କଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri