କାଳିଆ ଯୋଜନାରେ ଅଯୋଗ୍ୟ ହିତାଧିକାରୀ ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀ କହିଲେ‘ ଟଙ୍କା ଫେରସ୍ତ ପାଇଁ ବ୍ୟବସ୍ଥା କରାଯାଉଛି’

ଭୁବନେଶ୍ୱର,୧୮।୯(ବ୍ୟୁରୋ): ରାଜ୍ୟରେ ପ୍ରାୟ ୩ ଲକ୍ଷ ୪୧ ହଜାର ଅଯୋଗ୍ୟ ହିତାଧିକାରୀ ଥିବା ନେଇ ପ୍ରଥମେ ତଥ୍ୟ ପ୍ରକାଶ ପାଇବା ପରେ ଏବେ ଏହା ମାତ୍ର ୩୨ହଜାର ବୋଲି ଜଣାପଡ଼ିଛି। ତେବେ ବୁଧବାର ଦିଲ୍ଲୀ ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ନେଇ ପ୍ରତିକ୍ରିୟା ରଖିଛନ୍ତି। ଅଯୋଗ୍ୟ ହିତାଧିକାରୀଙ୍କଠାରୁ ଟଙ୍କା ଫେରସ୍ତ ପାଇଁ ବ୍ୟବସ୍ଥା କରାଯାଉଛି। ଯିଏ ଯେମିତି ଟଙ୍କା ନେଇଛନ୍ତି ସେମିତି ଫେରାଇବେ ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ, କାଳିଆ ଅଯୋଗ୍ୟ ହିତାଧିକାରୀ ତାଲିକା ପ୍ରସଙ୍ଗ ନେଇ ବିଜେଡି ମୁଖପାତ୍ର ପ୍ରତାପ ଦେବ ପ୍ରତିକ୍ରିୟା ରଖି କହିଥିଲେ, ୩ ଲକ୍ଷ ୪୧ ହଜାର ନୁହେଁ, କେବଳ ୩୨ହଜାର ଅଯୋଗ୍ୟ ହିତାଧିକାରୀ ଅଛନ୍ତି। ବାକି ୩ ଲକ୍ଷ ୯ହଜାର ହିତାଧିକାରୀଙ୍କ ପରିବାରରୁ ଏକାଧିକ ସଦସ୍ୟ କାଳିଆ ସହାୟତା ପାଇଛନ୍ତି। ପରବର୍ତ୍ତୀ ସମୟରେ ସମ୍ପୃକ୍ତ ହିତାଧିକାରୀଙ୍କୁ କାଳିଆ ଅର୍ଥ ପ୍ରଦାନ ବେଳେ ଉକ୍ତ ଟଙ୍କା ଆଡଜଷ୍ଟ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri