କାଶୀପୁର ଗସ୍ତ କରି ସ୍ଥିତି ସମୀକ୍ଷା କଲେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ରାୟଗଡ଼ା ଅଫିସ,୨୧।୭: ରାୟଗଡ଼ା ଜିଲାରେ ଭିବ୍ରିଓ କଲେରା ବ୍ୟାପି ୭ ଜଣଙ୍କ ମୃତ୍ୟୁ ହୋଇସାରିଥିବା ବେଳେ ୫୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଜିଲାର ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି। ତେବେ ଏହାରି ମଧ୍ୟରେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା.ନିରଞ୍ଜନ ମିଶ୍ର ଗୁରୁବାର କାଶୀପୁର ଗସ୍ତ କରିଛନ୍ତି। ତାଙ୍କ ସହ ଦକ୍ଷିଣାଞ୍ଚଳ ଆର୍‌ଡିସି ମଧ୍ୟ ସମସ୍ତ ପ୍ରଭାବିତ ଅଞ୍ଚଳ ଗସ୍ତ କରି ସ୍ଥିତି ସମୀକ୍ଷା କରିଛନ୍ତି। କାଶୀପୁର, ଟିକିରି ଓ ଉତ୍କଳ ଆଲୁମିନା ହସ୍ପିଟାଲକୁ ଯାଇ ରୋଗୀଙ୍କ ଅବସ୍ଥା ବିଷୟରେ ପଚାରି ବୁଝିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ । ଝାଡ଼ାବାନ୍ତି ରୋଗ କିପରି ନ ବ୍ୟାପିବ ସେ ସମ୍ପର୍କରେ ସ୍ଥାନୀୟ ବାସିନ୍ଦାଙ୍କୁ ସଚେତନ କରିଛନ୍ତି । ସେହିପରି ଜଳ ଯୋଗାଣ ପ୍ରକଳ୍ପଗୁଡିକୁ ତୁରନ୍ତ ମରାମତି ସହ ନୂତନ ଜଳ ଯୋଗାଣ ପ୍ରକଳ୍ପ କାମସାରିବା ଲାଗି ଆର୍‌ଡିସି ନିର୍ଦ୍ଦେଶ ଦେଇଛନ୍ତି ।
ଅନ୍ୟପଟେ, କଲେରାକୁ ପ୍ରତିହତ କରିବା ଲାଗି କାଶୀପୁର ବ୍ଲକ୍‌ର ସମସ୍ତ ପଞ୍ଚାୟତରେ ଲୋକଙ୍କୁ ସଚେତନ କରାଯାଉଛି। ଅନ୍ୟ ଲୋକମାନେ ଯେମିତି ଆକ୍ରାନ୍ତ ନ ହେବେ ଏବଂ ଚିକିତ୍ସାଧୀନ ଆକ୍ରାନ୍ତ ଯେପରି ଗୁରୁତର ନ ହେବେ ସେଥିପ୍ରତି ଗୁରୁତ୍ୱ ଦିଆଯାଉଥିବା ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଠଯୋଡ଼ି ନଦୀରୁ ମୃତଦେହ ଉଦ୍ଧାର ମାମଲା: ମୃତ ଯୁବତୀ FM ମେଡିକାଲ କଲେଜ ଛାତ୍ରୀ, ଘର…

କଟକ/ବାରଙ୍ଗ,୪।୬(ପ୍ରଭୁ କଲ୍ୟାଣ ପାଲ/ ଲିଙ୍ଗରାଜ ରାଉତ): କଟକ ଜିଲା ବାରଙ୍ଗ ଥାନା ଅଧୀନ କାଠଯୋଡ଼ି ନଦୀରୁ ଗୁରୁବାର ଭୋରୁ ଜଣେ ଯୁବତୀଙ୍କ ମୃତଦେହ ମିଳିଛି। ସେ ହେଲେ…

ବୁଲା କୁକୁର ଆତଙ୍କ, ଗୋଟିଏ ଦିନରେ ୭ଜଣଙ୍କୁ କାମୁଡ଼ିଲା

ଅମ୍ବାଦଳା,୪।୬(ରବୀନ୍ଦ୍ର ପଣ୍ଡା): ରାୟଗଡ଼ା ଜିଲା ଅମ୍ବାଦଳା ଅଞ୍ଚଳରେ ବୁଲା କୁକୁର ଆତଙ୍କ ଦେଖାଦେଇଛି। ଗୁରୁବାର ଏକ ବୁଲା କୁକୁର କାମୁଡାରେ ଜଣେ ଶିଶୁଙ୍କ ସହ ମୋଟ ୭ଜଣ…

ଅଫିସରେ ଅସୁସ୍ଥତା, ଘରେ ଆଖି ବୁଜିଲେ ଜନସ୍ୱାସ୍ଥ୍ୟ ଵିଭାଗ କିରାଣୀ ଗୋପାଳ ରଥ

ବଲାଙ୍ଗୀର, ୪।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାଜୀବ ନଗର ନିବାସୀ ଗୋପାଳ ଚରଣ ରଥଙ୍କ ଗୁରୁବାର ପରଲୋକ ହୋଇଛି। ସେ ବଲାଙ୍ଗୀର ପିଏଚଡି ସବଡିଭିଜନ ଅଫିସରେ ବିଲିଂ…

ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ, ବନ୍ଧା ହେଲେ ଜମି ମାଲିକ

କୋରୁକୋଣ୍ଡା,୪।୬(ଶିବଦତ୍ତ ସାହୁ): ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ମାଲକାନଗିରି ଜିଲା ଓର୍କେଲ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ…

ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ: ଖାର୍ଗେ-ପୱନ ଖେରା କର୍ନାଟକରୁ ମନୋନୀତ

ନୂଆଦିଲ୍ଲୀ,୪।୬: କଂଗ୍ରେସ ଦଳ କର୍ନାଟକ, ମଧ୍ୟ ପ୍ରଦେଶ, ରାଜସ୍ଥାନ, ତାମିଲନାଡୁ ଏବଂ ଝାଡ଼ଖଣ୍ଡ ରାଜ୍ୟ ପାଇଁ ରାଜ୍ୟ ସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ କର୍ନାଟକରୁ…

ପଦ୍ମପୁରରେ ନିଶା କାରବାର ଉପରେ ଚଢାଉ: ୨୨ ବସ୍ତା ବେଆଇନ କଫ୍ ସିରପ୍ ଜବତ, ୨ ଗିରଫ

ପଦ୍ମପୁର,୪।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଅଞ୍ଚଳରେ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ବେଆଇନ ନିଶାଦ୍ରବ୍ୟ କାରବାର ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରି ପୋଲିସ…

ବିକାଶ ସ୍କୁଲ ଅଫ ବିଜ୍‌ନେସ୍‌ ମ୍ୟାନେଜ୍‌ମେଣ୍ଟ ଛାତ୍ରୀଛାତ୍ରଙ୍କ ସଫଳତା, ଏନ୍‌. ଝାନ୍ସିରାଣୀ ବିଶ୍ବବିଦ୍ୟାଳୟ ଟପ୍ପର

ବରଗଡ,୪।୬(ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅଧୀନରେ ଅନୁଷ୍ଠିତ ବିବିଏ ପରୀକ୍ଷାରେ ବିକାଶ ସ୍କୁଲ ଅଫ ବିଜ୍‌ନେସ୍‌ ମ୍ୟାନେଜମେଣ୍ଟର ଛାତ୍ରୀଛାତ୍ରମାନେ ସଫଳତା ହାସଲ କରି ଅନୁଷ୍ଠାନ ଓ ସମଗ୍ର…

NH କଡ଼ରେ ଛିଡ଼ା ହୋଇଥିବା ହାଇୱା ଭିତରୁ ମିଳିଲା ଯୁବକଙ୍କ ମୃତଦେହ, ପରିବାରର ହତ୍ୟା ଅଭିଯୋଗ

ଡେରାବିଶ, ୪।୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ୫୩ ନମ୍ବର ଜାତୀୟ ରାଜପଥର ଲକ୍ଷ୍ମୀନାରାୟଣପୁର ଛକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri