Posted inଫୁରସତ

କାହିଁକି ଅବିବାହିତ ଅଛନ୍ତି ପ୍ରତିଷ୍ଠିତ ବ୍ୟବସାୟୀ ରତନ ଟାଟା: ନିଜେ କଲେ ଖୁଲାସା

ଟାଟା ଗ୍ରୁପର ପୂର୍ବତନ ଚେୟାରମ୍ୟାନ ରତନ ଟାଟା ଭାରତର ପ୍ରତିଷ୍ଠିତ ବ୍ୟବସାୟାଙ୍କ ମଧ୍ୟରୁ ଅନ୍ୟତମ। ୧୯୩୭ ଡିସେମ୍ବର ୨୭ରେ ଗୁଜରାଟର ସୁରତରେ ଜନ୍ମ ହୋଇଥିଲେ ରତନ ଟାଟା। ୧୯୬୧ରେ ସେ ଟାଟା ଗ୍ରୁପରୁ କ୍ୟାରିଅର ଆରମ୍ଭ କରିଥିଲେ। ସେତେବେବେଳେ ଭାରତ-ଚୀନ ଯୁଦ୍ଧ ହେବାକୁ ସେ ଆମେରିକାରେ ହିଁ ଅଟକି ଯାଇଥିଲେ। ପରେ ଉକ୍ତ ଯୁବତୀ ଜଣଙ୍କ ବିବାହ କରିଦେଲେ। ଏମିତି ଥରେ ନୁହେଁ, ଚାରି ଚାରି ଥର ତାଙ୍କ ଜୀବନରେ ଘଟିଛି। ରତନ ଟାଟାଙ୍କ ପାଖରେ ପ୍ରଚୁର ସମ୍ପତ୍ତି ଥିଲେ ସେ ବିଶ୍ୱର କିଛି ଧନୀ ବ୍ୟକ୍ତିତ୍ୱଙ୍କ ତାଲିକାରେ ନ ଥାନ୍ତି। କାରଣ ରତନ ଟାଟା ନିଜ ଆୟର ୬୫ ପ୍ରତିଶତ ଅଂଶ ଦାନ କରିଦିଅନ୍ତି। କମ୍ପାନୀରୁ ସୁଧ ମିଳେ ସେମୁଡିକ ସମାଜ କଲ୍ୟାଣମୂଳକ କାର୍ଯ୍ୟରେ ଲଗାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri