କାହିଁକି ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ, ଭିଡିଓ ଶେୟାର କରି କହିଲେ ନୁଶରତ୍‌

କୋଲକାତା, ୨୦।୧୧: ଟିଏମସି ଏମପି ତଥା ଅଭିନେତ୍ରୀ ନୁସରତ ଜାହାଁ ଆସିୟୁରୁ ଡିସଚାର୍ଜ ହୋଇଛନ୍ତି। ରବିବାର ରାତିରେ ସେ ନିଃଶ୍ୱାସ ନେବାରେ ଅସୁବିଧାର ସମ୍ମୁଖୀନ ହେବାରୁ ତାଙ୍କୁ କୋଲକାତାର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ସେ ଆଇସିୟୁରେ ଭର୍ତ୍ତି ହେବା ପରେ ଅନେକ କଥା ସୋଶାଲ ମିଡିଆରେ ଘୂରି ବୁଲିଥିଲା। ନୁସରତ କୁଆଡେ ଅଧିକ ଡ୍ରଗ୍ସ ନେବାରୁ ଏଭଳି ଆଇସିୟୁରେ ଭର୍ତ୍ତି ହୋଇଥିବା କିଛି ଲୋକ ମତ ଦେଇଥିଲେ। କିନ୍ତୁ ହସ୍ପିଟାଲରେ ବାହାରିବା ପତ୍ର ଏକ ଭିଡିଓ ଜାରି କରି ଘଟଣାର ଖୁଲାସା କରିଛନ୍ତି। ସେ କହିଛନ୍ତି, ଡଷ୍ଟ ଆଲର୍ଜି ଯୋଗୁ ଆଜମା ବଢିଯାଇଥିଲା। ଏବେ ଆପଣମାନଙ୍କ ଆଶୀର୍ବାଦରୁ ମୁଁ ସମ୍ପୂର୍ଣ୍ଣ ଠିକ୍‌ ଅଛି। ଏବେ ଦିନେ ଦୁଇଦିନ ବିଶ୍ରାମ ନେଇ ପୁଣି କାମରେ ଲାଗିଯିବି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ସାମ୍ନାରେ ସ୍ବାମୀଙ୍କୁ ବୀଭତ୍ସ ହତ୍ୟା କରି ଜେଲ୍‌ ଗଲେ ବାପ-ପୁଅ

ଜୟପାଟଣା,୨୭ା୭(ଓମ୍‌ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ କୁମଜୋର ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଘଟିଥିବା ହତ୍ୟାକାଣ୍ଡରେ ପୋଲିସ ବଡ଼ ସଫଳତା ପାଇଛି।…

‘ମ୍ୟାନ ଅଫ ଦି ସିରିଜ’ ବିବେଚିତ ହେବା ପରେ ହୃଦୟସ୍ପର୍ଶୀ ବୟାନ ଦେଇ ମନ କିଣିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୭।୭: ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତର ତିକ୍ତ ସ୍ମୃତିକୁ ପଛରେ ପକାଇ, ଟିମ ଇଣ୍ଡିଆ ଜିମ୍ବାୱେରେ ବିଜୟୀ ହୋଇଥିଲା। ଭାରତ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ…

ସଂସଦରେ ପହଞ୍ଚିବା ପରେ ହଠାତ୍‌ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଘଟିଲା ଏମିତି, ଯାହା କେବେ ସେ ଭାବିନଥିଲେ…

ନୂଆଦିଲ୍ଲୀ, ୨୭॥୭: ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ଦାବି କରି ଦେଶବ୍ୟାପୀ ଚାଲିଥିବା କକ୍ରୋଚ ଜନତା ପାର୍ଟିର ଛାତ୍ର ଆନ୍ଦୋଳନ ନିକଟରେ ଶେଷ ହୋଇଛି। ଏହି ଆନ୍ଦୋଳନ NEET-UG…

ଓଡ଼ିଶା ଫେରିଲେ ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ, କହିଲେ ମହାପ୍ରଭୁ ଜଗନ୍ନାଥଙ୍କ ପାଇଁ…

ଭୁବନେଶ୍ୱର,୨୭ା୭: ଓଡ଼ିଶା ଫେରିଛନ୍ତି ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ ନାୟକ। ଇଣ୍ଡିଆନ ଆଇଡଲ ଟ୍ରଫି ସହ ଜ୍ୟୋତିର୍ମୟୀ ସୋମବାର ସକାଳେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି।…

ଏଇ ଭାରତରେ

ଉତ୍ତରପ୍ରଦେଶ କାନପୁର, ପ୍ରୟାଗରାଜ ଓ ଫାରୁଖାବାଦର ବିଭିନ୍ନ ପ୍ରାଥମିକ ବିଦ୍ୟାଳୟରେ ୧୦,୦୦୦ରୁ ଊର୍ଦ୍ଧ୍ୱ ଗଛ ଲଗାଯାଇଥିବାବେଳେ ସେଥିରୁ ୭୫ ପ୍ରତିଶତ ଗଛ ବଞ୍ଚାଇବାରେ ସଫଳ ହୋଇଛନ୍ତି ପିଲମାନେ।…

ଗଣଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ: କହିଲେ-ଧର୍ମେନ୍ଦ୍ର ପ୍ରଧାନଙ୍କ ଭଳି…

ଭୁବନେଶ୍ୱର, ୨୭।୭: ପ୍ରଥମରୁ ଅଷ୍ଟମ ପାଠ୍ୟ ପୁସ୍ତକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କୁ ଘେରିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ…

ଅଭିଜିତ ଦୀପକେ କରିବେ ବିବାହ! ଆସିଲା ପ୍ରସ୍ତାବ, ମାଆ କହିଲେ-‘ମୋତେ ଏମିତି ବୋହୂ ଦରକାର’

ନୂଆଦିଲ୍ଲୀ, ୨୭॥୭: କକ୍ରୋଚ ଜନତା ପାର୍ଟି (CJP)ର ନେତୃତ୍ୱରେ ଜନ୍ତରମନ୍ତରରେ ହୋଇଥିବା ବିରୋଧ ପ୍ରଦର୍ଶନ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସହିତ ସମାପ୍ତ ହୋଇଯାଇଛି। ସିଜେପି (CJP)ର ଏହି…

ସବୁଜ ବିକାଶର ଭିତ୍ତିଭୂମି

ଧୁନିକ ଯୁଗରେ ଶକ୍ତି ହେଉଛି ବିକାଶର ମୂଳ ଆଧାର। ବିଦ୍ୟୁତ୍‌ ବିନା ଆଜିର ଜୀବନଯାତ୍ରାକୁ କଳ୍ପନା କରିବା ଅସମ୍ଭବ। କିନ୍ତୁ ଜନସଂଖ୍ୟା ବୃଦ୍ଧି, ଶିଳ୍ପାୟନ ଓ ସହରୀକରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri