Posted inଖେଳ

କିଏ କଙ୍କଡା ତ, କିଏ ଆଚାର..ଜାଣନ୍ତୁ କ’ଣ ଖାଇବାକୁ ପସନ୍ଦ କରନ୍ତି ଏହିସବୁ ପ୍ରସିଦ୍ଧ ଭାରତୀୟ କ୍ରିକେଟର୍‌

ଭାରତରେ କ୍ରିକେଟ ଖେଳାଳିଙ୍କ ଚାହିଦା ଆକାଶଛୁଆଁ। ଖେଳାଳିଙ୍କ ପ୍ରେମ ସମ୍ପର୍କ ହେଉ କି ଫ୍ୟାଶନ୍‌ ଷ୍ଟାଇଲ୍‌ ସବୁବେଳେ ଚର୍ଚ୍ଚାରେ ଥାଏ। ପଡିଆରେ କଠିନ ପରିଶ୍ରମ କରି ଭାରତକୁ ବିଜୟୀ କରୁଥିବା ଖେଳାଳିମାନେ କ’ଣ ଖାଇବାକୁ ଭଲ ପାଆନ୍ତି  ଜାଣନ୍ତୁ..

ମହେନ୍ଦ୍ର ସିଂ ଧୋନୀ
ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ବଟର୍‌ ଚିକେନ୍‌ ସହ ନାନ୍‌ ଖାଇବାକୁ ପସନ୍ଦ କରନ୍ତି।

ବିରେନ୍ଦ୍ର ସେହ୍ବାଗ
ଭାରତୀୟ ଦଳର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ବିରେନ୍ଦ୍ର ସେହ୍ବାଗ ବିରିୟାନୀ ଖାଇବାକୁ ବେଶୀ ଭଲ ପାଆନ୍ତି।

ରାହୁଲ ଦ୍ରାଭିଡ
ଦ ଓ୍ବାଲ୍‌ ନାମରେ ପରିଚିତ ରାହୁଲ ଦ୍ରାଭିଡ କଙ୍କଡା ତରକାରୀ ଖାଇବାକୁ ପସନ୍ଦ କରନ୍ତି।

ସୁରେଶ ରାଇନା
ସୁରେଶ ରାଇନା ଚିକେନ କବାବ ଖାଇବାକୁ ଭଲ ପାଆନ୍ତି।

ରୋହିତ ଶର୍ମା
ଭାରତୀୟ ଦଳର ଓପନର୍‌ ଆଳୁ ପରଟା ଖାଇବାକୁ ଖୁବ୍‌ ପସନ୍ଦ କରନ୍ତି।

ବିରାଟ କୋହଲି
ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ଜାପାନିଜ୍‌ ଫୁଡ୍‌ ସୁଶି ଖାଇବାକୁ ଭଲ ପାଆନ୍ତି।

ସଚିନ ତେନ୍ଦୁଲକର
ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର ଚିଙ୍ଗୁଡି ଏବଂ ମାଛ ମସଲା ଖାଇବାକୁ ପସନ୍ଦ କରନ୍ତି।

ମୁରଲି ବିଜୟ
ମୁରଲି ବିଜୟଙ୍କୁ ସମ୍ପୂର୍ଣ୍ଣ ଦେଶୀ ଭାତ ଏବଂ ଡାଲି ଖାଇବାକୁ ଭଲ ଲାଗେ।

ଯୁବରାଜ ସିଂ
ଯୁବରାଜ ସିଂଙ୍କୁ ମଟର ପନିର ଏବଂ ଭାତ ଖାଇବାକୁ ପସନ୍ଦ।

ରବିଚନ୍ଦ୍ରନ ଅଶ୍ୱିନ
ରବିଚନ୍ଦ୍ରନ ଅଶ୍ୱିନଙ୍କୁ ମା’ଙ୍କ ହାତରନ୍ଧା ପନିର୍‌ କ୍ୟାପ୍ସିକମ୍‌ ଖାଇବାକୁ ଭଲ ଲାଗେ।

ହରଭଜନ ସିଂ
ହରଭଜନ ସିଂଙ୍କୁ ଦହି ଏବଂ ଆଚାର ଖାଇବାକୁ ଭଲ ଲାଗେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?