କିଡ଼୍‌ନୀ ରୋଗ୍‌ରେ ରୁଜ୍‌ଗାରିଆ ପୁଓ: ଉଷୋ ଘିନବାକେ ଟଁକା ନାଇଁ

ବୌଦ୍ଧ,୩।୭(ସ୍ବ.ପ୍ର): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଲୁଣିବାହାଲ ପଁଚେତ୍‌ ଅଧୀନ ଯୁବରାଜପୁର ଗାଁର ଭୀମସେନ ରଣା। ସେ ୫ ବଛର ତଲେ କିଡ଼୍‌ନୀ ରୋଗ୍‌ରେ ଆକ୍‌ରଁାତ ହେଇ ଦୁଇ କିଡ଼୍‌ନୀ ହରେଇଥିଲେ। ପୁଓର ଏନ୍‌ତା ଦୁଖ୍‌ ଦେଖି ମା’ ରେଖା ନିଜର ଗୁଟେ କିଡ଼୍‌ନୀ ଦେଇ ପୁଓର ଜୀବନ୍‌ ବଁଚେଇଥିଲେ। ହେଲେ ଘରର ରୁଜ୍‌ଗାରିଆ ପୁଓ କିଡ଼୍‌ନୀ ରୋଗ୍‌ରେ ପଡ଼ଲା ଉତାରୁ ତାକର ଚିକିସତ୍ା କରେଇ ପରିବାରଟା ସରବ୍‌ସୁଅଁାତ ହେଇଯାଇଛନ୍‌। ଇଆଡ଼େ ଭୀମସେନକଁର ମାଏକିନା ରିତାଞ୍ଜଳୀ ଆର ଦୁଇ ଛୁଆ ବି ଅଛନ୍‌। ମା’ ପୁଓକେ ଗୁଟେ କିଡ଼୍‌ନୀ ଦେଇ ନିଜେ ଠିକ୍‌ରେ କାମ୍‌ବୁତା ନାଇଁ କରିପାରବାର। ଏହେଦେ ଭୀମସେନକଁର ଫିଦିନିଅଁା ଉଷୋକଷା ଘିନବାର ଲାଗି ବି ପରିବାର ଲୋକ୍‌ ସକ୍ଷମ ନୁହଁନ୍‌। ଏନ୍‌ତାଥି କୁଟୁମ୍‌ଟା ଗୁଟେ ଭଂଗା ଦଦ୍‌ରା କୁରିଆରେ ରହୁଥିଲାବେଲେ ସରକାରକଁର ଆବାସ ଯୋଜନାରୁ ବଁଚିତ୍‌ ହେଇ ରହିଛନ୍‌। ଗୁଟେଆଡ଼େ ଆପ୍‌ନେ ଭୀମସେନ ପଡ଼ି ରହିଥିଲାବେଲେ ଇଆଡ଼େ ଶାଶୁର ଅବସ୍‌ତା ଦେଖି ରିତାଞ୍ଜଳୀ ଚିନ୍‌ତାରେ ପଡ଼ିଯାଇଛନ୍‌। ୫ ପରାନୀର ଲାଗି ହେନ୍‌ଥେଇ ଆହାର ଯୁଟାବେ, ଆପ୍‌ନେର ଉଷୋକଷା ଲାଗି କେନ୍‌ନୁ ଟଁକା ଖଁଜ୍‌ବେ ଇ ସବୁ ଚିନ୍‌ତାରେ ସେ ହରମେଶା ଘାରି ହେଉଛନ୍‌। ଇ ବାବ୍‌ଦେ ହରଭଙ୍ଗା ବିଡିଓ ରବିନ୍ଦ୍ର କୁମାର ଶତପଥିକୁଁ ପଚରାଲାରୁ ସେ ଘଟନାର ଗୁରୁତ୍‌କେ ବୁଝି ଭୀମସେନକଁର ପରିବାରକେ ଯେତେ ଜଲଦି ହେବା ସାହାଯ୍‌ ଯୁଗେଇ ଦେବାର ବେବସ୍‌ତା କରାଯିବା ବଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧ୍ୟାପିକାଙ୍କୁ ଅଧ୍ୟକ୍ଷଙ୍କ ପ୍ରେମ ନିବେଦନ: ମେସେଜ୍‌ କରି କହିଲେ ଯଦି ତୁମେ…

ବୋଲଗଡ଼,୧୦ା୧୨(ଦେବବ୍ରତ ହୋତା): ଖୋର୍ଦ୍ଧା ଜିଲା ବୋଲଗଡ଼ସ୍ଥିତ ପରମାନନ୍ଦ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ୍ତ କୁମାର ଦାସ ଜଣେ ନବନିଯୁକ୍ତ ଅଧ୍ୟାପିକାଙ୍କ ମୋବାଇଲ ନମ୍ବରକୁ ମେସେଜରେ ପ୍ରେମ ନିବେଦନ...

୧୨ ଯାଏ ଥରିବ ଓଡ଼ିଶା: ୭ ଜିଲାକୁ କୋଲ୍ଡ ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର, ୧୦।୧୨ (ବନ୍ଦନା ସେଠୀ)- ହାଡ଼ଭଙ୍ଗା ଶୀତରେ ଥରୁଛି ସାରା ଓଡ଼ିଶା। ଶୀତର ଲହରୀ ଜାରି ରହିଥିବାବେଳେ ଆହୁରି ୩ଦିନ ଯାଏଁ ଶୀତ କଲବଲ କରିବ।...

ଗାଜଲବାଡି ଘାଟି ସମ୍ପ୍ରସାରଣ ବିଳମ୍ବ: ବଢିଲା ଅସନ୍ତୋଷ, ଆନ୍ଦୋଳନ ଚେତାବନୀ

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟରାଜପଥର ଗାଜଲବାଡି ଘାଟିର ସମ୍ପ୍ରସାରଣ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ। କେନ୍ଦ୍ର...

ଏଣିକି ଛାତ୍ରୀଛାତ୍ର ହେବେ ଆତ୍ମନିର୍ଭରଶୀଳ: କେନ୍ଦ୍ର ସରକାରଙ୍କ ଯୋଜନା ଅନୁଯାୟୀ…

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ): କଲେଜ ପଢୁଥିବା ଛାତ୍ରୀଛାତ୍ରମାନେ ପାଠ ପଢା ସରିବା ପରେ କିଭଳି ଆତ୍ମନିର୍ଭରଶୀଳ ହୋଇପାରିବେ ସେଥିପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନେକ ଯୋଜନା କାର୍ଯ୍ୟକାରୀ...

ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ: ୭ ଦିନରେ ଦାବି…

ଭୁବନେଶ୍ୱର,୧୦।୧୨: ଗାନ୍ଧିମାର୍ଗରେ ଆନ୍ଦୋଳନରେ ବସିଥିବା ପ୍ରାଥମିକ ଶିକ୍ଷକ ଆନ୍ଦୋଳନରୁ ହଟିଛନ୍ତି। ଏକାମ୍ର ବିଧାୟକ ବାବୁ ସିଂ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁଙ୍କ ସହ...

କଟକରେ ଐତିହାସିକ ରେକର୍ଡ କଲେ ବୁମ୍‌ରା: ପ୍ରଥମ ଭାରତୀୟ ବୋଲର୍‌ ଭାବେ…

କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ...

ଭାରତୀୟ ଚାଉଳ ଉପରେ ଟାରିଫ୍‌ ଲଗାଇବାକୁ ଟ୍ରମ୍ପ୍‌ଙ୍କ ଧମକ

ଓ୍ବାଶିଂଟନ୍‌,୧୦ା୧୨:ଭାରତ ସମେତ ବିଭିନ୍ନ ଦେଶରୁ ରପ୍ତାନି ହେଉଥିବା ଚାଉଳ ଉପରେ ଅତିରିକ୍ତ ଟାରିଫ୍‌ ଲଗାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଧମକ ଦେଇଛନ୍ତି। ଭାରତ...

ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍‌: ଆଉ ତା’ପରେ ଘଟିଗଲା…

କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri