କିଡ୍‌ନୀ ଖରାପ ଥିଲେ ଦେଖାଦିଏ ଏସବୁ ଲକ୍ଷଣ

ଆଜିକାଲି ବ୍ୟସ୍ତବହୁଳ ଜୀବନଶୈଳୀ ତଥା ଖାଦ୍ୟପେୟରେ ଅନିୟମିତତା ଯୋଗୁ ଲୋକେ ନାନା ରୋଗର ଶିକାର ହେଉଛନ୍ତି। ବିଶେଷ କରି କିଡ୍‌ନୀ ସମସ୍ୟା ଏବେ ଚିନ୍ତାର କାରଣ ହୋଇଛି। ତେବେ କିଡ୍‌ନୀ ଖରାପ ହେବା ପୂର୍ବରୁ କିଛି ଲକ୍ଷଣ ଦେଖା ଦେଇଥାଏ। ଯଥାଶୀଘ୍ର ଏହାକୁ ଚିହ୍ନଟ କରିପାରିଲେ ଏଥିରୁ ମୁକ୍ତି ମିଳିବ। ଆସନ୍ତୁ ଜାଣିବା କିଡ୍‌ନୀ ଖରାପ ହେବା ପୂର୍ବରୁ କେଉଁ ସବୁ ଲକ୍ଷଣ ଦେଖାଦେଇଥାଏ।

ପରିସ୍ରାରେ ଅନିୟମିତତା : ଏକ ରିପୋର୍ଟରୁ ପ୍ରକାଶ ଯେ, ବାରମ୍ବାର ପରିସ୍ରା ଲାଗିଲେ କିମ୍ବା କମ୍‌ ପରିସ୍ରା ହେଉଥିଲେ କିଡ୍‌ନୀ ଖରାପର ସୂଚନା ଦେଇଥାଏ। ତୁରନ୍ତ ଡାକ୍ତରଙ୍କ ସହ ପରାମର୍ଶ କରନ୍ତୁ।

ହଠାତ୍‌ ଶରୀରର ଓଜନ ବୃଦ୍ଧି ହେବା : କିଡ୍‌ନୀ ଖରାପ ଥିଲେ ହଠାତ୍‌ ଶରୀରର ଓଜନ ବୃଦ୍ଧି ଘଟିବା ସହ ଏବଂ ଅନ୍ୟ ଅଙ୍ଗପ୍ରତ୍ୟଙ୍ଗ ଫୁଲିଯାଇଥାଏ। ଏପରି ହେଉଥିଲେ ଆଦୌ ଅଣଦେଖା କରନ୍ତୁ ନାହିଁ।

ପରିସ୍ରାରେ ରକ୍ତ ପଡ଼ିବା : ପରିସ୍ରାରେ ନିୟମିତ ଭାବେ ରକ୍ତ ପଡ଼ିଲେ ଏହା କିଡ୍‌ନୀ ଖରାପ ବୋଲି ସୂଚାଇଥାଏ। ଏଥିପ୍ରତି ଅବହେଳା କରନ୍ତୁ ନାହିଁ।

ମୁଣ୍ଡ ବୁଲାଇବା : କିଡ୍‌ନୀରେ ସମସ୍ୟା ଥିଲେ ମୁଣ୍ଡ ବୁଲାଇବା ସହ ଥକ୍କା ଲାଗିଥାଏ।

ନିଃଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ : କିଡ୍‌ନୀ ଖରାପ ଥିଲେ ନିଃଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ ହୋଇଥାଏ। ଏସବୁ ଲକ୍ଷଣ ଦେଖାଦେଲେ ଅବହେଳା ନ କରି ତୁରନ୍ତ ଡାକ୍ତରଙ୍କ ପରାମର୍ଶ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri