କିଡ୍‌ନୀ ଷ୍ଟୋନର ଘରୋଇ ଉପଚାର

ମନୁଷ୍ୟ ଶରୀରର ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ମଧ୍ୟରେ କିଡ୍‌ନୀ ବା ବୃକକ୍‌ ଅନ୍ୟତମ। ଶରୀରରେ ପାଣି ଭଳି ବିଭିନ୍ନ ତରଳପଦାର୍ଥ ଯଥା ମିନେରାଲ ଓ କେମିକାଲର ସ୍ତର ଠିକ୍‌ ରଖିବା ସହ ଶରୀରକୁ କ୍ଷତି ପହଞ୍ଚାଉଥିବା ଟକ୍ସିନ୍‌କୁ ବାହାର କରିଥାଏ। ଅନେକ ସମୟରେ ଖାଦ୍ୟପେୟରେ ଅନିୟମିତତା ଲାଗି କିଡ୍‌ନୀଜନିତ ବିଭିନ୍ନ ସମସ୍ୟା ଦେଖାଯାଇଥାଏ। ଏଥିମଧ୍ୟରୁ କିଡ୍‌ନୀ ଷ୍ଟୋନ୍‌ ଅନ୍ୟତମ। ଏହି ଷ୍ଟୋନକୁ ବାହାର କରିବା ଲାଗି ଅନେକ ସମୟରେ ଅସ୍ତ୍ରୋପଚାର କରିବାକୁ ପଡ଼ିଥାଏ, ମାତ୍ର କେତେକ ଘରୋଇ ଉପଚାର ମାଧ୍ୟମରେ ଏହି ସମସ୍ୟାରୁ ମୁକ୍ତି ପାଇପାରିବେ। ଜାଣନ୍ତୁ ସେ ସମ୍ପର୍କରେ-

ପାଣି: ଅଧିକ ମାତ୍ରାରେ ପାଣି ପିଇବା ଶରୀର ପାଇଁ ଲାଭଦାୟକ। ଦିନକୁ ୭ରୁ ୮ ଗ୍ଲାସ ପାଣି ପିଇବା ଜରୁରୀ। ଏପରି କରିବା ଦ୍ୱାରା ଶରୀରରେ ଥିବା ଟକ୍ସିନ୍‌ ପରିସ୍ରା ଦ୍ୱାରା ବାହାରକୁ ବାହାରିଥାଏ। ଏଥିସହ ଅଧିକ ପାଣିପିଇବା ଫଳରେ ଷ୍ଟୋନ ପରିସ୍ରାରେ ବାହାରକୁ ବାହାରି ଆସେ।

ଓଲିଭ୍‌ ଅଏଲ୍‌ ଓ ଲେମନ୍‌ ଜୁସ୍‌:
ଯଦି ଆପଣଙ୍କ କିଡ୍‌ନୀରେ ଷ୍ଟୋନ ସମସ୍ୟା ରହିଛି ଏବଂ ବିନା ଅସ୍ତ୍ରୋପଚାରରେ ଆପଣ ଏଥିରୁ ମୁକ୍ତିପାଇବାକୁ ଚାହଁୁଛନ୍ତି ତେବେ ଆପଣ ଓଲିଭ୍‌ ଅଏଲ୍‌ରେ ଲେମ୍ବୁରସ ମିଶାଇ ପିଇବା ଫଳରେ ଏହି ସମସ୍ୟା ଦୂର ହୋଇଥାଏ। ଲେମ୍ବୁରସ ଷ୍ଟୋନ୍‌କୁ ଭାଙ୍ଗିବାରେ ସାହାଯ୍ୟ କଲାବେଳେ ଓଲିଭ୍‌ ଅଏଲ୍‌ ଏହାକୁ ବାହାରକୁ କାଢ଼ିବାରେ ସହାୟକ ହୋଇଥାଏ।

ସେଓ ରସ:
ସେଓ ରସରେ ସାଇଟ୍ରିକ୍‌ ଏସିଡ୍‌ ରହିଥାଏ। ଏହା କିଡ୍‌ନୀ ଷ୍ଟୋନ୍‌କୁ ଭାଙ୍ଗି ଛୋଟ ଛୋଟ ଖଣ୍ଡରେ ପରିଣତ କରିଥାଏ। ଏଥିସହ ଶରୀରରୁ ଟକ୍ସିନ୍‌ କାଢ଼ିବାରେ ମଧ୍ୟ ସାହାଯ୍ୟ କରିଥାଏ।

ଡାଳିମ୍ବ ରସ:
ଡାଳିମ୍ବ ରସ ଆଣ୍ଟିଅକ୍ସିଡାଣ୍ଟ ଗୁଣରେ ଭରପୂର। ଏହା ଶରୀରର ପାଚନତନ୍ତ୍ରକୁ ଶକ୍ତ କରିଥାଏ। ଏହା ଶରୀରରୁ ଜଳୀୟଅଂଶ ସମସ୍ୟା ଦୂର କରି କିଡ୍‌ନୀ ଷ୍ଟୋନରୁ ମୁକ୍ତି ଦେଇଥାଏ।

ଅଁଳା:
ଅଁଳା ମଧ୍ୟ କିଡ୍‌ନୀ ଷ୍ଟୋନରୁ ମୁକ୍ତି ଦେଇଥାଏ। ପ୍ରତିଦିନ ଏକ ଚାମଚ
ଅଁଳା ଗୁଣ୍ଡ ଖାଇବା ଫଳରେ ଏଥିରୁ ମୁକ୍ତି ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଭାଗବତର ମହକରେ ଅତିବଡ଼ି: ଝଙ୍କୃତ ହେଲା କବିତା

ଦାରିଙ୍ଗବାଡ଼ି, ୨୭/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡ. ଭୀମରାଓ ଆମ୍ବେଦକର ଜାତୀୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ଅପରାହ୍ନରେ ଅତିବଡ଼ି ଜଗନ୍ନାଥ ଦାସଙ୍କ…

ପାଇପ ବିଛାଇବା ପାଇଁ ଗାଁ ଗାଁରେ ଖୋଳା ଚାଲିଛି କଂକ୍ରିଟ ରାସ୍ତା: ପାଇପ ବିଛାଇବା ପରେ ମରାମତି ନାହିଁ

ଅମରପାଲି, ୨୭।୯ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ବିଭିନ୍ନ ଗ୍ରାମରେ ମେଗା ପାନୀୟଜଳ ପ୍ରକଳ୍ପ ପାଇଁ ପାଇପ ବିଛାଇବା କାମ ଚାଲିଛି। ଏଥିପାଇଁ ଏକ…

କେତୁଙ୍କ ସ୍ୱନକ୍ଷତ୍ରରେ ଗୋଚର: ୫ରାଶି ରୁହନ୍ତୁ ସତର୍କ! ଖରାପ ସମୟ ଆରମ୍ଭ; ପାଖରୁ ଚାଲିଯିବ ଟଙ୍କା…

ଜ୍ୟୋତିଷଙ୍କ ଅନୁସାରେ, କେତୁ ଗ୍ରହ ୩ ଅକ୍ଟୋବର ୨୦୨୬ରେ ମଘା ନକ୍ଷତ୍ରର ପ୍ରଥମ ପାଦକୁ ଚଳନ କରିବେ। କେତୁଙ୍କ ଏହି ପାଦ ନକ୍ଷତ୍ର ଚଳନ ଯୋଗୁଁ ଅନେକ…

ଅକ୍ଟୋବର ୨ରେ ଚାଲିବନି UPI! ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍‌ଲୀ,୨୭।୯: ୨ ତାରିଖରେ ଦେଶବ୍ୟାପୀ ‘ନୋ UPI ଡେ’ ପାଳନ ହେବା ନେଇ ମିଡିଆରେ ଯେଉଁ ଖବର ପ୍ରକାଶ ପାଇଛି ତାହା ସମ୍ପୂର୍ଣ୍ଣ ମିଛ। ଏଭଳି କୌଣସି…

ବ୍ୟାଙ୍କ୍‌ ଷ୍ଟ୍ରାଇକ୍‌ ପୂର୍ବରୁ ସବୁ ସରକାରୀ ବ୍ୟାଙ୍କ୍‌ର ବଡ଼ ଘୋଷଣା, ସେପ୍ଟେମ୍ୱର ୨୮ରୁ ଏଟିଏମ୍‌ ଚାର୍ଜ…

ନୂଆଦିଲ୍‌ଲୀ,୨୭।୯: ସାରା ଦେଶରେ ୨୮ ରୁ ୩୦ ସେପ୍ଟେମ୍ୱର ପର୍ଯ୍ୟନ୍ତ ସମସ୍ତ ସରକାରୀ ଏବଂ ଘରୋଇ (ପ୍ରାଇଭେଟ) ବ୍ୟାଙ୍କ ତିନି ଦିନିଆ ଧର୍ମଘଟରେ ରହିବାକୁ ଯାଉଛନ୍ତି। ଏହା…

କେତୁଙ୍କ ନକ୍ଷତ୍ର ପରିବର୍ତ୍ତନ: ୩ ରାଶିଙ୍କୁ ଅଚାନକ ମିଳିବ ଟଙ୍କା! ଚାକିରିରେ ବଡ଼ ଅଫର୍‌

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସମସ୍ତ ୯ଟି ଗ୍ରହ ମଧ୍ୟରୁ କିଛି ଶୁଭ ତ ଆଉ କିଛି ଅଶୁଭ ଗ୍ରହ ରହିଥାନ୍ତି। ଏଭଳି ସ୍ଥିତିରେ କେତୁଙ୍କ ଗଣନା ପାପୀ,…

ସୋମବାରରୁ ୩ ଦିନ ବ୍ୟାଙ୍କ ଷ୍ଟ୍ରାଇକ୍‌: ଜାଣନ୍ତୁ ରବିବାର କେଉଁ ବ୍ୟାଙ୍କ ଖୋଲା, କେଉଁଟା ବନ୍ଦ?

ନୂଆଦିଲ୍‌ଲୀ,୨୭।୯: ୨୮ ସେପ୍ଟେମ୍ୱର ଅର୍ଥାତ ସୋମବାରଠାରୁ ଦେଶର ସମସ୍ତ ବ୍ୟାଙ୍କ ତିନି ଦିନିଆ ଧର୍ମଘଟକୁ ଯାଉଛନ୍ତି। ଏହି ଧର୍ମଘଟ ୩୦ ସେପ୍ଟେମ୍ୱର ପର୍ଯ୍ୟନ୍ତ ଚାଲିବ, ଯାହା ଫଳରେ…

କ୍ଷମତାର ଦୁରୁପଯୋଗ

ଦୁର୍ନୀତି ଓ ଲାଞ୍ଚ, ଏହି ଦୁଇଟି ଶବ୍ଦକୁ ପରସ୍ପର ବଦଳରେ ବ୍ୟବହାର କରାଯାଇପାରେ। କିନ୍ତୁ ପ୍ରକୃତରେ ଲାଞ୍ଚ ଶବ୍ଦ ୧୬ଶ ଶତାବ୍ଦୀରେ ଉତ୍ପତ୍ତି ହୋଇଥିଲା। ଏହାର ଅର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?