କିଡ୍‌ନୀ ସମସ୍ୟା ଦୂରକରେ ତେଜପତ୍ର

ରୋଷେଇରେ ବ୍ୟବହୃତ କିଛି ମସଲାରେ ରହିଥିବା ଔଷଧୀୟ ଗୁଣ ଶରୀରକୁ ସୁସ୍ଥ ରଖିବାରେ ବେଶ୍‌ ସହାୟକ ହୋଇଥାଏ। ସେଥିମଧ୍ୟରୁ ଗୋଟିଏ ହେଲା ତେଜପତ୍ର। ଏଥିରେ ଆଣ୍ଟିଅକ୍ସିଡାଣ୍ଟ, ପୋଟାସିୟମ୍‌, ମାଙ୍ଗାନିଜ୍‌, ସେଲେନିୟମ ଓ ଆଇରନ୍‌ ପ୍ରଚୁର ପରିମାଣରେ ରହିଛି। ଏହା ଖାଦ୍ୟର ସ୍ବାଦ ବୃଦ୍ଧି କରିବା ସହ ଶରୀରକୁ ସୁସ୍ଥ ରଖିବାରେ ସାହାଯ୍ୟ କରିଥାଏ। ଆୟୁର୍ବେଦର ବର୍ଣ୍ଣନା ଅନୁଯାୟୀ ଏହା କିଡ୍‌ନୀ ସମସ୍ୟାକୁ ଦୂରେଇ ଦେବାରେ ସାହାଯ୍ୟ କରିଥାଏ।
– କିଡ୍‌ନୀରେ ପଥର ହୋଇଥିଲେ ଜେତପତ୍ରକୁ ପାଣିରେ ସିଝାଇ ଥଣ୍ଡା କରି ପିଇଲେ ଲାଭ ମିଳିଥାଏ। ଏହା ପଥୁରି ରୋଗକୁ ଠିକ୍‌ କରିବା ସହ ଆଉ କିଛି କିଡ୍‌ନୀ ସମସ୍ୟାକୁ ମଧ୍ୟ ଠିକ୍‌ କରିଥାଏ।
– ଚା’ରେ ତେଜପତ୍ର ପକାଇ ପିଇଲେ ପେଟ ସମସ୍ୟା ଦୂର ହେବା ସହ ହଜମ ଶକ୍ତି ବୃଦ୍ଧି ପାଇଥାଏ। ଏହାସହ କୋଷ୍ଠ କାଠିନ୍ୟ, ଏସିଡିଟି, ପେଟମୋଡିବା ଆଦି ସମସ୍ୟାରୁ ମୁକ୍ତି ମିଳିଥାଏ।
– ଡାଇବେଟିସ୍‌ ବା ମଧୁମେହ ରୋଗୀଙ୍କ ପାଇଁ ତେଜପତ୍ର ଲାଭଦାୟକ।
– ଅପସ୍ମାର ବା ମୂର୍ଚ୍ଚା ରୋଗୀଙ୍କ ପାଇଁ ତେଜପତ୍ର ବେଶ ଉପକାରୀ। ତେଜପତ୍ର ଧୂଆଁକୁ ଅପସ୍ମାର ରୋଗୀ ସେବନ କଲେ ଏହା ଠିକ୍‌ ହୋଇଥାଏ।
– ଯଦି ଶରୀରର କେଉଁ ଅଂଶରେ ଦରଜ ଲାଗୁଛି ତେବେ ତେଜପତ୍ର ବାଟି ମାଲିସ୍‌ କଲେ ଆରାମ ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଇରାନ୍‌ ଯୁଦ୍ଧରେ ଆମେରିକାର ଖର୍ଚ୍ଚ ହୋଇଛି ଏତେ ଡଲାର, ଜାଣିଲେ ହୋଇଯିବେ ତାଜୁବ

ୱାଶିଂଟନ, ୨୩ା୭: ଇରାନ୍‌ ବିରୋଧରେ ଚାଲିଥିବା ଯୁଦ୍ଧରେ ଆମେରିକାର ଏପର୍ଯ୍ୟନ୍ତ ପ୍ରାୟ ୩୭.୫ ବିଲିୟନ ଡଲାର (ପ୍ରାୟ ୩.୧ ଲକ୍ଷ କୋଟି ଟଙ୍କା) ଖର୍ଚ୍ଚ ହୋଇସାରିଛି। ଆମେରିକା…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri