କିନ୍ନର, ଅସହାୟଙ୍କୁ ଯୋଗାଇଲେ ଆହାର

ବରଗଡ଼ ଅଫିସ୍‌,୨୦।୪: ବରଗଡ଼ ପାଣିଛତ୍ରଠାରେ ସୋମବାର ଗରିବ, ଅସହାୟ ତଥା କିନ୍ନରଙ୍କ ପାଇଁ ଅନ୍ନ ଭୋଜନର ବ୍ୟବସ୍ଥା କରାଯାଇଥିଲା। ଅନ୍ନଭୋଜନ କାର୍ଯ୍ୟକ୍ରମକୁ ଅଞ୍ଚଳର ଅସହାୟ ଲୋକେ ଆସି ରନ୍ଧା ଖାଦ୍ୟ ଖାଇଥିଲେ। ସାମାଜିକ କର୍ମୀ ପରୀକ୍ଷିତ ଛତର ଏହି ଭୋଜନର ବ୍ୟବସ୍ଥା କରିଥିବାବେଳେ ଏଥିରେ ଅନ୍ତିମ ସାହୁ, ହେମନ୍ତ ଛତ୍ରିଆ, ମୁକେଶ ଅଗ୍ରୱାଲ, କାନ୍ତ ମାଝି, ସତ୍ୟନାରାୟଣ ସୁନା, ରାଜେଶ ସୋଙ୍କର, ଅନିଲ ଛତର, ମୁନ୍ନା ମାଝି, ଲକ୍ଷ୍ମୀ ସା, କଇଁଟୁ ମେହେର, ଦୟାନିଧି ବାଗ, ଆନନ୍ଦ ଛତର, ପ୍ରଶାନ୍ତ ବେହେରା, ମଳୟ ବେହେରା ପ୍ରମୁଖ ସକ୍ରିୟ ଅଂଶଗ୍ରହଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଭୟାବହ ସଡ଼କ ଦୁର୍ଘଟଣା: ଗଛକୁ ପିଟିଲା ବସ୍‌, ଆଉ ତା’ପରେ..

ଆନନ୍ଦପୁର,୪/୭(ସୁଶାନ୍ତ କୁମାର ସାହୁ): ଆନ୍ଦପୁରେ ଭୟାବହ ସଡ଼କ ଦୁର୍ଘଟଣା। ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱରେ ଥିବା ଗଛକୁ ଧକ୍କା ଦେଲା ଯାତ୍ରୀବାହୀ ବସ। ଦୁର୍ଘଟଣାରେ ୨ ଜଣ ଗୁରୁତର…

ପରିବେଶ ସୁରକ୍ଷାରେ ଉତ୍ସର୍ଗୀକୃତ ଦମ୍ପତି ସଙ୍ଗୀତା-ସତ୍ୟଜିତ: ୩୦୦ରୁ ଅଧିକ ଘରଚଟିଆ ସଂରକ୍ଷଣ

ଅମରପାଲି,୪ା୭(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ପଞ୍ଚାୟତର ଖଜୁରିଆପାଲି ଗ୍ରାମର ସ୍ବାମୀସ୍ତ୍ରୀ ସତ୍ୟଜିତ ଗଡୁଆ ଓ ସଙ୍ଗୀତା ପାତ୍ର ପରିବେଶ ସୁରକ୍ଷା ଏବଂ ବନ୍ୟପ୍ରାଣୀ…

ଦ୍ୱିଗୁଣ ହେଲା ବୁକର୍‌ ବିଜେତାଙ୍କ ପୁରସ୍କାର ରାଶି

ଲଣ୍ଡନ, ୪ା୭:ବିଶ୍ୱ ସାହିତ୍ୟ ଜଗତର ଅନ୍ୟତମ ପ୍ରତିଷ୍ଠିତ ପୁରସ୍କାର ‘ଅନ୍ତର୍ଜାତୀୟ ବୁକର୍‌ ପୁରସ୍କାର’ ର ନାମ ପରିବର୍ତ୍ତନ କରାଯାଇଛି। ଏଣିକି ଏହା ‘ବୁଖ୍‌ମ୍ୟାନ ଅନ୍ତର୍ଜାତୀୟ ବୁକର୍‌ ପୁରସ୍କାର’…

ଆହୁରି ସକ୍ରିୟ ହେବ ଲଘୁଚାପ: ଆଜି ପ୍ରବଳ ବର୍ଷିବ, ୫ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର,୪ା୭(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ସକ୍ରିୟ ହେବାରେ ଲାଗିଛି। ଏହାସହ ସମ୍ପୃକ୍ତ ଘୂର୍ଣ୍ଣିବଳୟ ସମୁଦ୍ର…

ବିବାଦ ପରେ ବି ନିଷ୍ପତ୍ତିରେ ଅଟଳ ସନରାଇଜର୍ସ! କାବ୍ୟା ମାରନ୍‌ଙ୍କ ଦଳରେ ଖେଳିବେ ପାକ୍ ସ୍ପିନର; ପିସିବି ଦେଲା…

ଲାହୋର,୩।୭: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ବିଭିନ୍ନ ଦେଶରେ ଆୟୋଜିତ ହେବାକୁ ଥିବା ଟି-୨୦ ଏବଂ ସର୍ଟ-ଫର୍ମାଟ୍ ଲିଗ୍‌ରେ ଖେଳିବା ପାଇଁ ନିଜର ଅନେକ ପ୍ରମୁଖ ଖେଳାଳିଙ୍କୁ…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ କ୍ରୀଡ଼ାବିତ୍ ଆକାଶଙ୍କୁ ସମ୍ବର୍ଦ୍ଧନା; ମିଳିଲା ୫୧ ହଜାର ଟଙ୍କାର ପୁରସ୍କାର ରାଶି

ଭବାନୀପାଟଣା, ୩।୭(ଉତ୍ତମ କୁମାର ଦାଶ):  ତୁର୍କୀର ମରସିନ ଠାରେ ଅନୁଷ୍ଠିତ ହୋଇଯାଇଥିବା ସେଲିବ୍ରେଟେଡ୍ ‘ୱାର୍ଲ୍ଡ ଆବିଲିଟି ସ୍ପୋର୍ଟ ୟୁଥ୍ ଗେମ୍ସ- ୨୦୨୬’ ରେ ଚମତ୍କାର ପ୍ରଦର୍ଶନ କରି…

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri