Posted inଫୁରସତ

କିପରି ହୋଇଥିଲା ଟେଲିଫୋନରେ ‘ହାଲୋ’ର ବ୍ୟବହାର

ପ୍ରାୟ ଆମେ ସମସ୍ତେ ଛୋଟବେଳୁ ଏହା ଦେଖି ଆସୁଛୁ, ଆଉ ଶୁଣି ଆସୁଛୁ ଯେ ଫୋନ୍‌ ଉଠାଇବା କ୍ଷଣି ‘ହାଲୋ’ କୁହାଯାଇଥାଏ। ପରେ ବ୍ୟବହାରକାରୀ ଅନ୍ୟ କଥା ହୋଇଥାନ୍ତି। କେବେ ଆପଣ ଏହା ଭାବିଛନ୍ତି କି ଫୋନ୍‌ ଉଠାଇବା କ୍ଷଣି ଲୋକେ କାହିଁକି ହାଲୋ କହିଥାନ୍ତି। କ’ଣ ପାଇଁ ଆଉ କିଛି କହି ନ ଥାନ୍ତି। ଏହାକୁ ନେଇ ଅନେକ ପ୍ରକାର କାହାଣୀ ଶୁଣିବାକୁ ମିଳୁଥିଲେ ହେଁ ଏହାର ପ୍ରାମାଣିକ ସତ୍ୟାସତ୍ୟ ନାହିଁ। ତେବେ ଆସନ୍ତୁ ଏହି ଶବ୍ଦର ଉତ୍ପତ୍ତି ବିଷୟରେ ଜାଣିବା।
ଆଲେକ୍‌ଜାଣ୍ଡର ଗ୍ରାହାମ ବେଲ୍‌ ଟେଲିଫୋନ୍‌ ଆବିଷ୍କାର କରିଥିଲେ । ୧୦ ମାର୍ଚ୍ଚ ୧୮୭୬ରେ ତାଙ୍କୁ ଟେଲିଫୋନ୍‌ ପେଟେଣ୍ଟ ମିଳିଥିଲା। ଗ୍ରାହାମ୍‌ ବେଲ ପ୍ରଥମେ ତାଙ୍କ ସାଥୀ ଓ୍ବାସ୍ତାନାଙ୍କ ପାଇଁ ଏକ ମେସେଜ ପଠାଇଥିଲେ। ‘ତୁମେ ଏଠାକୁ ଆସ ମୋତେ ତୁମର ଆବଶ୍ୟକ ଅଛି’ ବୋଲି ସେ କହିଥିଲେ। ଏହି ସମୟରେ ସେ ହାଲୋ ନୁହେଁ ଆହ୍ବେ କହିଥିଲେ। ଏହାକୁ ବ୍ୟବହାର କରିବା ପରେ ଅନେକ ଭୁଲ ଶବ୍ଦ ଶୁଣିଥିଲେ। ଶେଷରେ ଥୋମାସ ଏଡିଶନ ଏହାକୁ ଭୁଲ ଶୁଣି ୧୮୭୭ ରେ ହାଲୋ କହିବାକୁ ପ୍ରସ୍ତାବ ରଖିଥିଲେ। ଏହି ପ୍ରସ୍ତାବକୁ ପାସ କରିବାକୁ ଥୋମାସ ଏଡିଶନ୍‌ ପିଟର୍ସବର୍ଗର ସେଣ୍ଟ୍ରାଲ ଡିଷ୍ଟ୍ରିକ୍ଟ ପ୍ରେସିଡେଣ୍ଟଙ୍କୁ ଚିଠି ଲେଖିଥିଲେ। ଟେଲିଫୋନ୍‌ରେ ପ୍ରଥମରୁ ହାଲୋ କହିବା ଜରୁରୀ।


Enter your email to get our daily news in your inbox.

All Right Reserved By Dharitri.Com

ସେବାର ଅନ୍ୟନାମ ‘ରେଡ୍‌କ୍ରସ’

ପ୍ରତିବର୍ଷ ମେ’୮ରେ ବିଶ୍ୱ ରେଡକ୍ରସ ଦିବସ ପାଳନ କରାଯାଏ। ଅନ୍ତର୍ଜାତୀୟ ରେଡକ୍ରସ ଏବଂ ରେଡ କ୍ରିସେଣ୍ଟ ଆନ୍ଦୋଳନର ନୀତି ମନେରଖିବା ପାଇଁ ଏହା ପାଳନ କରାଯାଏ।...

”ଜନସଚେତନତା ବିପଦ ଏଡ଼ାଇବ“

ପ୍ରତିବର୍ଷ ମେ’ ୮ ତାରିଖରେ ପାଳିତ ହୋଇଥାଏ ‘ବିଶ୍ୱ ଥାଲାସିମିଆ ଦିବସ’। ଚଳିତ ବର୍ଷର ଏହି ଦିବସ ଉପଲକ୍ଷେ ପ୍ରସାରିତ ବାର୍ତ୍ତାଟିରେ କୌଣସି ଅସ୍ପଷ୍ଟତା ନାହିଁ।...

ଗୋଡ଼ରେ ଭୋଟ ଦେଲେ

ଅହମଦାବାଦ: ମଙ୍ଗଳବାର ଭାରତର ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଗଣତନ୍ତ୍ରର ଏହି ମହାପର୍ବରେ ଗୁଜରାଟର ଏକ ପୋଲିଂ ବୁଥ୍‌ରେ ଅଙ୍କିତ ସୋନି...

ବାପାଙ୍କ ଦୋକାନ ବନ୍ଦ ହେବନି

ନୂଆଦିଲ୍ଲୀ: ରୋଲ୍‌ ପ୍ରସ୍ତୁତ କରୁଥିବା ଏକ ୧୦ ବର୍ଷୀୟ ବାଳକର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯଶ୍‌ପ୍ରୀତ ନାମକ ଏହି ବାଳକଙ୍କ ମାତ୍ର...

ଗୋଟିଏ ଭୋଟର ମୂଲ୍ୟ ତୁମେ କ’ଣ ବୁଝିବ ବାବୁ! ଭୋଟ ଦେବାକୁ କାଲିଫର୍ନିଆରୁ ବିହାର ପହଞ୍ଚିଲେ ଦମ୍ପତି

ବୈଶାଳି,୬।୫: ଏକ ଶକ୍ତିଶାଳୀ ଗଣତନ୍ତ୍ର ପାଇଁ ଭୋଟର ମହତ୍ତ୍ୱ କ’ଣ। ଯଦି ଆପଣ ଏହି ପ୍ରଶ୍ନର ଉତ୍ତର ଜାଣିବାକୁ ଚାହାଁନ୍ତି ତେବେ ଆପଣଙ୍କୁ ବିହାରର ଏକ...

ପେଟ୍ରୋଲ ମହଙ୍ଗା, ମାତ୍ର ବିମାନରେ ବ୍ୟବହୃତ ଇନ୍ଧନ ଶସ୍ତା,ଜାଣନ୍ତୁ କାହିଁକି…

ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି, ଯାହା ସାଧାରଣ ଲୋକଙ୍କୁ ଅସୁବିଧାରେ ପକାଇଥାଏ। କିନ୍ତୁ ଏହି ସମୟରେ ସୋସିଆଲ ମିଡିଆରେ ଏକ...

ବିଶ୍ୱ ରେଡ୍‌କ୍ରସ ଦିବସ

ପ୍ରତିବର୍ଷ ମେ’ ୮ରେ ବିଶ୍ୱ ରେଡ୍‌କ୍ରସ ଦିବସ ପାଳନ କରାଯାଏ। ଅନ୍ତର୍ଜାତୀୟ ରେଡ୍‌କ୍ରସ ଏବଂ ରେଡ୍‌ କ୍ରିସେଣ୍ଟ ଆନ୍ଦୋଳନର ନୀତି ମନେ ରଖିବା ପାଇଁ ଏହା...

ଭବିଷ୍ୟତରେ କେଉଁ ସୁନା ଅଧିକ ଟଙ୍କା ଦେବ ୨୨ କ୍ୟାରେଟ୍‌ ନା ୨୪ କ୍ୟାରେଟ୍‌, ଜାଣି ରଖନ୍ତୁ…

ସୁନା କେବଳ ମହିଳାଙ୍କ ପସନ୍ଦ ନୁହେଁ, ଏହା ନିବେଶକଙ୍କ ପସନ୍ଦ ମଧ୍ୟ ଅଟେ। ଏହା କେବଳ ପସନ୍ଦ ବିଷୟ ନୁହେଁ, ସୁନା ଏହାର ଦୀର୍ଘକାଳୀନ ମୂଲ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri