କିଭଳି ସମ୍ପର୍କ ହେବ ସୁଦୃଢ…

କିଭଳି ଭାବେ ଆପଣ ବନ୍ଧୁତ୍ୱ ସମ୍ପର୍କକୁ ସୁଦୃଢ ରଖିପାରିବେ ସେ ସମ୍ପର୍କରେ….

* ବନ୍ଧୁଙ୍କ ନିକଟରେ ସବୁବେଳେ ସଚ୍ଚୋଟ ରୁହନ୍ତୁ। କଦାପି ବିଶ୍ୱାସଘାତକତା କରନ୍ତୁ ନାହିଁ।

* ଆପଣଙ୍କ ଚରିତ୍ର ଯେମିତି ବନ୍ଧୁଙ୍କ ସାମ୍ନାରେ ସେପରି ନିଜକୁ ପ୍ରେଜେଣ୍ଟ କରନ୍ତୁ। ନିଜ ବିଷୟରେ କଦାପି ବଢେଇ ଚଢେଇ କୁହନ୍ତୁ ନାହିଁ।

* ବନ୍ଧୁଙ୍କ ଉପରେ ଭରସା ରଖନ୍ତୁ ଏବଂ ତାଙ୍କୁ ମଧ୍ୟ ଜଣାନ୍ତୁ ଯେ ଆପଣ ବି ଭରସାର ଯୋଗ୍ୟ।

* ବନ୍ଧୁଙ୍କ ସହ ନିଜର ଛୋଟ ବଡ ସମସ୍ତ ସୁଖ ଦୁଃଖ ଶେୟାର କରନ୍ତୁ।

* ବନ୍ଧୁତାକୁ ନେଇ କୌଣସି ଅଭିଯୋଗ କରନ୍ତୁ ନାହିଁ।

* ବନ୍ଧୁ ଯଦି ଦୂରରେ ରହୁଥାନ୍ତି ତେବେ ନିୟମିତ ବ୍ୟବଧାନରେ ଫୋନ ଯୋଗେ କଥା ହେବାକୁ ଯେପରି ନ ଭୁଲନ୍ତି।

* ପ୍ରତ୍ୟେକ ଦିନ ସୋଶିଆଲ ସାଇଟ୍‌ ମାଧ୍ୟମରେ କିଛି ପ୍ରେରଣାଦାୟକ ମେସେଜ୍‌ ପଠେଇ ପାରିବେ।

*ଯଦି କେବେ ଭୁଲ୍‌ବୁଝାମଣା ହେତୁ ମନାନ୍ତର ଦେଖାଯାଏ ତେବେ ନିଜଆଡୁ ଭୁଲ୍‌ ମାଗିନିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ମଘା ନକ୍ଷତ୍ରରେ ଅଛନ୍ତି କେତୁ: ଡିସେମ୍ବର ଯାଏ ୫ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ଚାକିରି-ବ୍ୟବସାୟରେ…

ବୈଦିକ ଜ୍ୟୋତିଷ ଅନୁସାରେ କେତୁ ଗ୍ରହଙ୍କ ନକ୍ଷତ୍ର ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ। ବର୍ତ୍ତମାନ କେତୁ ମଘା ନକ୍ଷତ୍ରରେ ରହିଛନ୍ତି ଏବଂ ୫ ଡିସେମ୍ବର…

୧୧ ସେପ୍ଟେମ୍ବର ତୁଳା ସମେତ ୪ ରାଶିଙ୍କ ପାଇଁ ହେବ ସ୍ବତନ୍ତ୍ର: ଘଟିବ ଏଭଳି ଯାହା କେବେ ଭାବିନଥିଲେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ୧୧ ସେପ୍ଟେମ୍ବର ୨୦୨୬, ଅର୍ଥାତ୍‌ କୁଶାଗ୍ରହଣୀ ଅମାବାସ୍ୟା ଦିନ ଶୁକ୍ର ଗ୍ରହ ସ୍ବାତୀ ନକ୍ଷତ୍ରରେ ପ୍ରବେଶ କରିବେ। ଶୁକ୍ରଦେବ ୨୪ ଅକ୍ଟୋବର ପର୍ଯ୍ୟନ୍ତ…

ଆଉ ୩ ଦିନ ପରେ ରାଜଯୋଗ: ୪ ରାଶିଙ୍କର ଫାଇଦା ହିିଁ ଫାଇଦା; ବଢିବ ଆୟ, ଚାକିରିରେ ପ୍ରମୋଶନ!

ଭୁବନେଶ୍ୱର: ବୈଦିକ ଜ୍ୟୋତିଷ ଅନୁସାରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ଓ ଯୁତିର ବିଶେଷ ମହତ୍ତ୍ୱ ରହିଛି। ଆଗାମୀ ଦିନରେ ଗୁରୁ ଓ ମଙ୍ଗଳଙ୍କ ଯୁତି ଯୋଗୁ କର୍କଟ…

୩ ରାଶି ଉପରେ ଶନିଙ୍କ ସାଢେସାତୀର ଛାୟା, ଜାଣନ୍ତୁ କେବେ ଶେଷ ହେବ ଦୁର୍ଦ୍ଦଶା

ବୈଦିକ ଜ୍ୟୋତିଷ ଅନୁସାରେ ଶନି ଗ୍ରହଙ୍କ ଗୋଚରର ବ୍ୟକ୍ତିଙ୍କ ଜୀବନ ଉପରେ ବିଶେଷ ପ୍ରଭାବ ରହିଥାଏ। ଜନ୍ମକୁଣ୍ଡଳୀର ଚନ୍ଦ୍ର ରାଶିଠାରୁ ଶନି ଦ୍ୱାଦଶ, ପ୍ରଥମ ଓ ଦ୍ୱିତୀୟ…

ଏହି ୩ ରାଶିଙ୍କ ଉପରେ ପଡିଲା କେତୁଙ୍କ ଶୁଭ ଦୃଷ୍ଟି: ୯୦ ଦିନ ଯାଏ ରହିଛି ଗୋଲ୍ଡେନ ଟାଇମ, ପ୍ରତି କାମରେ ମିଳିବ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ କେତୁଙ୍କୁ ମୋକ୍ଷ, ଆଧ୍ୟାତ୍ମିକତା ଓ ଅନ୍ତର୍ଜ୍ଞାନର କାରକ ଗ୍ରହ ବୋଲି ମନେ କରାଯାଏ। ବର୍ତ୍ତମାନ କେତୁ ସିଂହ ରାଶିରେ ମଘା ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି।…

ଚାକିରି ନୁହେଁ ବ୍ୟବସାୟରେ ରାଜ୍‌ କରନ୍ତି ଏହି ୬ ରାଶି, ନିଜ ଦମ୍‌ରେ ପାଆନ୍ତି ବଡ଼ ସଫଳତା

ବ୍ୟବସାୟ ଦୁନିଆରେ କିଛି ଲୋକ ଖୁବ କମ ସମୟରେ ସଫଳତାର ଶୀର୍ଷରେ ପହଞ୍ଚିଯାଆନ୍ତି, ଆଉ କିଛି ଲୋକ ବର୍ଷ ବର୍ଷ ଧରି ପରିଶ୍ରମ କରିବା ପରେ ମଧ୍ୟ…

କୁମ୍ଭ-ବିଛା ସମେତ ୪ ରାଶି ପାଇଁ ଭାଗ୍ୟଶାଳୀ ଏହି ସପ୍ତାହ: ଚାକିରିରେ ପ୍ରମୋସନ ସହ ବଢ଼ିବ ଦରମା!

ଭୁବନେଶ୍ୱର: ନୂଆ ସପ୍ତାହର ଆରମ୍ଭ ବୁଧଙ୍କ ଗୋଚର ସହ ହେଉଛି। ଜ୍ୟୋତିଷ ଗଣନା ଅନୁସାରେ, ଏହି ସପ୍ତାହ କୁମ୍ଭ, ମିଥୁନ, ବିଛା ଓ ମୀନ ରାଶିର ଲୋକଙ୍କ…

ସୃଷ୍ଟି ହେଲା ସୂର୍ଯ୍ୟ-ଗୁରୁଙ୍କ ଦ୍ୱିଦ୍ୱାଦଶ ଯୋଗ: ଆଜିଠୁ କର୍କଟ ସମେତ ଏହି ୪ ରାଶି ପାଇଁ ଗୋଲ୍‌ଡେନ୍‌ ସୁଯୋଗ, ଅଚାନକ ଧନଲାଭ

ଜ୍ୟୋତିଷ ଗଣନା ଅନୁସାରେ, ସେପ୍ଟେମ୍ବର ୭ ତାରିଖରେ ସୂର୍ଯ୍ୟ ଓ ଗୁରୁଙ୍କ ମଧ୍ୟରେ ଦ୍ୱିଦ୍ୱାଦଶ ଦୃଷ୍ଟି ଯୋଗ ଗଠିତ ହେଉଛି। ଦୁଇ ଗ୍ରହ ପରସ୍ପରଠାରୁ ଦ୍ୱିତୀୟ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri