କିଷାନ ମୋର୍ଚ୍ଚା ପକ୍ଷରୁ ବିଭିନ୍ନ ଦାବିରେ ବିକ୍ଷୋଭ

କେନ୍ଦୁଝର,୨୬।୧୧ (ସ୍ବ.ପ୍ର): ସଂଯୁକ୍ତ କିଷାନ ମୋର୍ଚ୍ଚା ଓ ଟ୍ରେଡ ୟୁନିଅନ ପକ୍ଷରୁ ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ତୁରନ୍ତ ପ୍ରଧାନ ମନ୍ତ୍ରୀ ଘୋଷିତ ପ୍ରତ୍ୟାହୃତ କୃଷି ଆଇନକୁ ସଂସଦରେ ପାରିତ , ଚାରୋଟି ଶ୍ରମ କୋଡକୁ ପ୍ରତ୍ୟାହୃତ ,ଏମ ଏସ ପି ଲାଗୁ ପାଇଁ ଆଇନ ଆଣିବା, ଉତ୍ତରପ୍ରଦେଶରେ କୃଷକ ଗଣହତ୍ୟା ଘଟଣାରେ ମନ୍ତ୍ରୀଙ୍କ ବହିଷ୍କାର, ଆନ୍ଦୋଳନ ସମୟରେ ମୃତ୍ୟୁବରଣ କରିଥିବା ୭ ଶହଙ୍କୁ ନ୍ୟାୟ ପ୍ରଦାନ, ଜାତୀୟ ସମ୍ପଦ ଓ ସମ୍ପତ୍ତି ବିକ୍ରି ବନ୍ଦ, ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦେବା ସହ ସବୁ ଧାନ କିଣିବା ବ୍ୟବସ୍ଥା, ଭାଗଚାଷୀ ସୁରକ୍ଷା ଆଇନ ପ୍ରଣୟନ , ଆଦିବାସୀଙ୍କୁ ଜମି ପଟ୍ଟା ଦେବା ସହ ସେମାନଙ୍କ ଜଙ୍ଗଲ ଜାତ ଦ୍ରବ୍ୟର ଏମ ଏସ ପି ଦେବା, ତୈଳ ଦର ବୃଦ୍ଧି ରୋକିବା, ଖରିଫ ଚାଷ ପାଇଁ ମଣ୍ତି ଖୋଲିବା ଆଦି ଦାବିରେ ଏହି ଆନ୍ଦୋଳନ କରିବା ସହ ପ୍ରଧାନଟ୍‌ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ…

‘ସ୍ୱଚ୍ଛତା ହିଁ ସେବା’ର ନଗ୍ନ ଚିତ୍ର: ଝାଡ଼ୁରେ ଲୋକଦେଖାଣିଆ, ରାସ୍ତାରେ ଅବହେଳା

ପୁରୁଷୋତ୍ତମପୁର,୧ା୧୦(ସବିତା ମିଶ୍ର): ‘ସ୍ୱଚ୍ଛତା ହିଁ ସେବା’ ନାଁରେ ସ୍ୱଚ୍ଛତାର ବାର୍ତ୍ତା ଦେଉଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସ୍‌ସିର ଅସଲ ଚିତ୍ର ଗୁରୁବାର ସାମ୍ନାକୁ ଆସିଛି। ପୂର୍ବରୁ ସଫାସୁତରା…

ବୃଦ୍ଧାଶ୍ରମରେ ଶେଷ ଠିକଣା ଖୋଜୁଛନ୍ତି ନିର୍ଯାତିତ ମା’-ବାପା, ସୁଖରେ ଜୀବନ ବିତାଉଥିବା କହି…

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବୟସର ଅପରାହ୍ନରେ ନିଜ ସନ୍ତାନମାନଙ୍କ ଅବହେଳା ଓ ନିର୍ଯାତନାର ଶିକାର ହୋଇ ବୃଦ୍ଧାଶ୍ରମକୁ ଶେଷ ଠିକଣା ଭାବେ ବାଛିନେଉଛନ୍ତି ଅନେକ ବରିଷ୍ଠ ନାଗରିକ।…

ବସ୍‌କୁ ଧକ୍କାଦେଲା ଟ୍ରକ୍‌, ପରେ ସ୍କୁଟି ଉପରେ ଚଢ଼ିଗଲା ବସ୍‌, ଆଉ ତା’ ପରେ…

ଛତ୍ରପୁର,୧ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଭାଗ୍ୟଲକ୍ଷ୍ମୀ ନଗର ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଗୁରୁବାର ଏକ ଅଭାବନୀୟ ସିରିଜ ଦୁର୍ଘଟଣା ଘଟି…

ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ଚାନ୍ଦବାଲି ବିଡିଓଙ୍କୁ ସସ୍‌ପେଣ୍ଡ କରି…

ଚାନ୍ଦବାଲି,୧ା୧୦(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବିଡିଓ ସଞ୍ଜୀବ ମହାପାତ୍ରଙ୍କ ବିରୋଧରେ ରାଜ୍ୟ ସରକାର ନେଇଛନ୍ତି କଠୋର କାର୍ଯ୍ୟାନୁଷ୍ଠାନ। କାର୍ଯ୍ୟରେ ଅବହେଳା ଓ ଶୃଙ୍ଖଳାଗତ ନିୟମ ଭଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?