କୁଆଖାଇ ନଦୀବନ୍ଧ ସଂଲଗ୍ନ ରାସ୍ତା ଜବରଦଖଲକୁ ବିରୋଧ: ହାଇକୋର୍ଟରେ ଜନସ୍ବାର୍ଥ ମାମଲ

କଟକ ଅଫିସ, ୨୧ା୯: କୁଆଖାଇ ନଦୀବନ୍ଧ ସଂଲଗ୍ନ ମଞ୍ଚେଶ୍ୱରଠାରୁ କାନପୁର ରାସ୍ତାର ଦକ୍ଷିଣ ପାର୍ଶ୍ୱକୁ ବେଆଇନ ଭାବେ ଜବରଦଖଲ କରାଯାଇଛି। ଏହାକୁ ବିରୋଧ କରି ଶୁକ୍ରବାର ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାଏର ହୋଇଛି। ଆବେଦନକାରୀ ତଥା ଆଇନଜୀବୀ ଅନ୍ତର୍ଯାମୀ ସ୍ବାଇଁଙ୍କ ପକ୍ଷରୁ ଦାଖଲ ହୋଇଥିବା ଏହି ମାମଲାରେ ରାଜ୍ୟ ସରକାରଙ୍କ ଆଇନ ବିଭାଗ, ଖୋର୍ଦ୍ଧା ଜିଲାପାଳ, ପ୍ରାଚୀ ଡିଭିଜନର ଏକ୍‌ଜିକ୍ୟୁଟିଭ ଇଞ୍ଜିନିୟର, ରାସ୍ତା ଓ ଗୃହ ନିର୍ମାଣ ବିଭାଗ, ଭୁବନେଶ୍ୱର ଡିଭିଜନ-୪ର ଏକ୍‌ଜିକ୍ୟୁଟିଭ ଇଞ୍ଜିନିୟର, ରାଜ୍ୟ ଶିଳ୍ପ ବିଭାଗ ସଚିବ, ଭୁବନେଶ୍ୱର ଡିସିପି ଓ ତହସିଲଦାରଙ୍କୁ ପକ୍ଷଭୁକ୍ତ କରାଯାଇଛି। ଆବେଦନକାରୀ ପିଟିଶନରେ ଦର୍ଶାଇଛନ୍ତି, ଉକ୍ତ ସରକାରୀ ଜମିକୁ ବେଆଇନ ଭାବେ ଜବରଦଖଲ କରାଯିବା ସହ ଅନୁମତି ନ ଥାଇ ହଜାର ହଜାର ଗୃହ ନିର୍ମାଣ ହେଉଛି। ପ୍ରତିପକ୍ଷମାନଙ୍କ ନିକଟରେ ଲିଖିତ ଅଭିଯୋଗ ସତ୍ତ୍ବେ କାର୍ଯ୍ୟାନୁଷ୍ଠାନ ହେଉନି। ଅପରପକ୍ଷରେ ସେମାନଙ୍କୁ ଉଚ୍ଛେଦ ସହ ବର୍ଷାଦିନରେ ନଦୀବନ୍ଧ ପ୍ରତି ବିପଦ ଯେପରି ଦେଖା ନ ଦେବ ସେଥିପାଇଁ ସମ୍ପୃକ୍ତ ବିଭାଗକୁ ତାଗିଦ୍‌ କରିବା ପାଇଁ ଅଦାଲତକୁ ପ୍ରାର୍ଥନା କରାଯାଇଛି। ଏଥିସହ ବେଆଇନ ଭାବେ ସରକାରୀ ଜମିରେ ନିର୍ମାଣ ହେଉଥିବା ଅଟ୍ଟାଳିକାଗୁଡ଼ିକ ତୁରନ୍ତ ଭଙ୍ଗାଯିବା ଲାଗି ଜିଲା ପ୍ରଶାସନ, ସ୍ଥାନୀୟ ତହସିଲଦାର ଓ ପୋଲିସକୁ ନିର୍ଦ୍ଦେଶ ଦେବା ଲାଗି ଆବେଦନକାରୀ ପିଟିଶନରେ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୃଷ୍ଣସାର ମୃଗ ଛୁଆ ଗୋଡ଼ାଇଲା ବୁଲା କୁକୁର, ଜୀବନ ବିକଳରେ ଏଣେତେଣେ ଦୌଡ଼ି…

ଦିଗପହଣ୍ଡି,୨।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମାରୁ ଏକ କୃଷ୍ଣସାର ମୃଗ ଛୁଆକୁ ବନ ବିଭାଗ କର୍ମଚାରୀମାନେ ଉଦ୍ଧାର କରିଛନ୍ତି।…

ଇତିହାସ ରଚିଲେ ସୁନା ଝିଅ ଲଭଲିନା: ଏସିଆନ ଗେମ୍ସରେ କଲେ କମାଲ୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ ବକ୍ସିଂ ପାଇଁ ଆସିଛି ବଡ଼ ଖୁସି ଖବର। ୨୦୨୬ ଏସିଆନ ଗେମ୍ସରେ ମହିଳା ୭୫ କିଲୋଗ୍ରାମ ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଭାରତୀୟ ବକ୍ସର…

ଆସୁଛି ଲଘୁଚାପ; ଏଥର ବର୍ଷାରେ ଭିଜିପାରେ ଦଶହରା, ଏହି ଜିଲାରେ…

ଭୁବନେଶ୍ୱର,୨।୧୦: ଆସୁଛି ଆଉ ଏକ ଲଘୁଚାପ । ଦଶହରା ସମୟରେ ବଡ଼ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୨ ତାରିଖରେ…

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଧୂଆଁଧାର ବ୍ୟାଟିଂ କରୁ କରୁ…

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ମ୍ୟାଚ୍ରେ ଭାରତ ପାଇଁ ପାଳି ଆରମ୍ଭ କରିଥିବା…

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

ବରିଷ୍ଠ ନାଗରିକଙ୍କ ଯତ୍ନ ନେବା ଜରୁରୀ: ଆଶାବାଡ଼ି ପ୍ରଦାନ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହଠାରେ ଗୁରୁବାର ବ୍ଲକସ୍ତରୀୟ ବିଶ୍ୱ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଆଲିଶା…

ଗଜଲକ୍ଷ୍ମୀ ପୂଜା ପାଇଁ ଶୁଭଖୁଣ୍ଟି ସ୍ଥାପନ: ଖେଳିଗଲା ଉତ୍ସାହ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ତୁଡ଼ିକିବାଡ଼ି ଗ୍ରାମରେ ଚତୁର୍ଥ ବର୍ଷ ଗଜଲକ୍ଷ୍ମୀ ପୂଜା ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି ଅବସରରେ…

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?