କୁଇନ୍ସ ୟୁନିଭର୍ସିଟି ଚାନ୍‌ସେଲର ହେଲେ ହିଲାରୀ

ଓ୍ବାଶିଂଶନ/ଲଣ୍ଡନ,୩ା୧(ପି.ଟି.):ଆମେରିକାର ପୂର୍ବତନ ପରରାଷ୍ଟ୍ର ସଚିବ ହିଲାରୀ ରୋଡ୍‌ହାମ୍‌ କ୍ଲିଣ୍ଟନଙ୍କୁ ବ୍ରିଟେନର କୁଇନ୍ସ ୟୁନିଭର୍ସିଟିର ପ୍ରଥମ ମହିଳା ଚାନ୍‌ସେଲର ଭାବେ ନିଯୁକ୍ତି ମିଳିଛି। ୨୦୧୮ରେ ଉକ୍ତ ବିଶ୍ୱବିଦ୍ୟାଳୟରୁ ହିଲାରୀ ସମ୍ମାନଜନକ ଡକ୍ଟରେଟ ଉପାଧି ଲାଭ କରିଥିଲେ। ସେ ଏହାର ୧୧ତମ ଚାନ୍‌ସେଲର ଭାବେ ୫ ବର୍ଷ ପାଇଁ କାର୍ଯ୍ୟ କରିବେ ବୋଲି ବିଶ୍ୱବିଦ୍ୟାଳୟ ପକ୍ଷରୁ କୁହାଯାଇଛି। ୧୮୪୯ରେ ବ୍ରିଟେନର ବେଲଫାଷ୍ଟରେ ସ୍ଥାପିତ ଏହି ଗବେଷଣା ଶିକ୍ଷାନୁଷ୍ଠାନ ବ୍ରିଟେନ ଓ ଆୟର୍ଲାଣ୍ଡର ଅନ୍ୟତମ ଶୀର୍ଷ ବିଶ୍ୱବିଦ୍ୟାଳୟ।


Enter your email to get our daily news in your inbox.

All Right Reserved By Dharitri.Com

ଓଭରବ୍ରିଜ ନିର୍ମାଣ ଦାବି: ଗମନାଗମନରେ ଲୋକେ ହେଉଛନ୍ତି ହନ୍ତସନ୍ତ

କେସିଙ୍ଗା,୯।୯(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନଠାରୁ ପ୍ରାୟ ୩ କିଲୋମିଟର ଦୂରରେ ଥିବା ଡୁମେରମୁଣ୍ଡା ଗ୍ରାମ ଦେଇ କେସିଙ୍ଗା ସହରକୁ ଯାଇଥିବା…

ଧୁରନ୍ଧରକୁ ପଛରେ ପକାଇଲା ଫିଲ୍ମ ‘ହନୁମାନ ଅଂଶ’

ମୁମ୍ବାଇ: ଆଧ୍ୟାତ୍ମିକ ଗୁରୁ ନୀମ କରୋଲି ବାବାଙ୍କ ଜୀବନ ଏବଂ ଶିକ୍ଷା ଉପରେ ଆଧାରିତ ଫିଲ୍ମ ‘ହନୁମାନ ଅଂଶ’ ବକ୍ସ ଅଫିସରେ ୧୫୦ କୋଟିରୁ ଅଧିକ ଟଙ୍କା…

୧୧ରେ ମୋଦି-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା

ନୂଆଦିଲ୍ଲୀ,୯ା୯: ନୂଆଦିଲ୍ଲୀରେ ହେବାକୁ ଯାଉଥିବା ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୧ ତାରିଖ ଶୁକ୍ରବାର ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ସହ…

ଭାରତ ସହ ସହଯୋଗ ବଢ଼ାଇବ ଇରାନ

ନୂଆଦିଲ୍ଲୀ,୯ା୯: ଆଞ୍ଚଳିକ ଉତ୍ତେଜନା ବୃଦ୍ଧି ଏବଂ ଆମେରିକାର କଟକଣା ନୀତିକୁ ନେଇ ଲାଗିରହିଥିବା ଅନିଶ୍ଚିତତା ସତ୍ତ୍ୱେ ଚାବହାର ବନ୍ଦରର ରଣନୀତିକ ମୂଲ୍ୟବୋଧ ଓ ଭାରତ ସହ ସମ୍ପର୍କ…

ବିଚାରପତି ବି ଅସହାୟ

ଭାରତୀୟ ଗଣତନ୍ତ୍ରରେ ବିଧାନପାଳିକା, କାର୍ଯ୍ୟପାଳିକା ଓ ନ୍ୟାୟପାଳିକା ତିନୋଟି ପ୍ରମୁଖ ସ୍ତମ୍ଭ ଭାବେ ଜଣାଶୁଣା। ତନ୍ମଧ୍ୟରୁ ନ୍ୟାୟପାଳିକା ଉପରେ ଜନସାଧାରଣ ନ୍ୟାୟ ପାଇଁ ସବୁଠାରୁ ଅଧିକ ଭରସା…

ଦୁର୍ବିଷହ ହୋଇପଡ଼ିଛି ଭୂଷଣଙ୍କ ଜୀବନ: ସହାୟତା ପାଇଁ ଜିଲାପାଳଙ୍କୁ ଫେରାଦ ହେଲେ ଦିବ୍ୟାଙ୍ଗ

ବରଗଡ଼,୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ୍‌ ବ୍ଲକ ରେମଣ୍ଡା ହରିଜନପଡ଼ା ନିବାସୀ ଭୂଷଣ ଭାଏନାଙ୍କ ଜୀବନଯାପନ ଦୁର୍ବିଷହ ହୋଇ ପଡ଼ିଛି। ସେ ୨୦୨୪ରେ ସଂକ୍ରମଣ ହେବା କାରଣରୁ ତାଙ୍କ…

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ…

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri