Posted inଫୁରସତ

କୁକୁରର ମସ୍ତି: ଭିଡିଓ ଭାଇରାଲ, ଦେଖିଲେ ମିଳୁଛି ମାନସିକ ଶାନ୍ତି

ବର୍ତ୍ତମାନ ପତ୍ରଝଡ଼ା ଋତୁ ଚାଲିଥିବାରୁ ପତ୍ର ଝଡ଼ି ସ୍ଥାନେ ସ୍ଥାନେ ପାହାଡ଼ ପରି ଜମା ହୋଇଥିବା ଦେଖିବାକୁ ମିଳିଛି। ଏହି ପତ୍ରଗଦାରେ ଏକ କୁକୁର ଖୁବ୍‌ ମସ୍ତି କରୁଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓଟିକୁ ୟୁଜର ଖୁବ୍‌ ପସନ୍ଦ କରିଛନ୍ତି। ଖାଲି ପସନ୍ଦ ନୁହେଁ, ଭିଡିଓକୁ ଦେଖିଲେ ମାନସିକ ଶାନ୍ତି ମିଳୁଛି ବୋଲି ଅନେକ ୟୁଜର ପ୍ରତିକ୍ରିୟା ଦେଇଛନ୍ତି।

ଭିଡିଓଟି ଏତେ ମଜାଳିଆ ଯେ, କେହି ବାରମ୍ବାର ଦେଖିବାକୁ ଚାହିଁବ। ଭିଡିଓଟିକୁ ଦେଖି କିଛି ୟୁଜର କହିଛନ୍ତି, ଆମେ ହେଲେ କୁକୁର ହୋଇଥାନ୍ତୁ। ଏହି ଭିଡିଓ ଆରମ୍ଭରେ ଜଣେ ମହିଳା ଏକ କାର୍‌ର ଡିକି ଖୋଲୁଛନ୍ତି। ଏଥିରୁ କୁକୁରଟି ବାହାରି ଦୌଡ଼ି ଦୌଡ଼ି ଯାଇ ପତ୍ରଗଦାକୁ ଡେଇଁ ପଡୁଛି। ଏତେ ପତ୍ର ଗଦା ହୋଇଛି ଯେ, କୁକୁରଟି ଏଥିରେ ଆଦୌ ଦେଖାଯାଉନାହିଁ। ବେଳେବେଳେ ଏଥିରେ ପଶି ଲାଙ୍ଗୁଡ଼ ହଲାଉଥିବା ଦୃଶ୍ୟ ବେଶ୍‌ କୌତୁହଳପୂର୍ଣ୍ଣ। ମଝିରେ ମଝିରେ କୁକୁରଟି ବିଲେଇ ପରି ବୋବାଉଥିବା ଶବ୍ଦ ଲୋକଙ୍କୁ ଆଶ୍ଚର୍ଯ୍ୟ କରିଛି। ଭିଡିଓଟିକୁ ଲୋକେ ପସନ୍ଦ କରିବା ସହ ବହୁମାତ୍ରାରେ ଶେୟାର ମଧ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପ୍‌ ପ୍ରଶାସନଠାରୁ ଇରାନ ହାଜତ ବେଶି ସୁରକ୍ଷିତ

ତେହରାନ୍‌,୬ା୪: ଇରାନକୁ ଆକ୍ରମଣ କରିବାକୁ ଆସି ନିଖୋଜ ହୋଇଯାଇଥିବା ଏଫ୍‌-୧୫ଇ ଷ୍ଟାଇକ୍‌ ଇଗଲ୍‌ ଏୟାରକ୍ରାଫ୍ଟ କ୍ରିଉ ସଦସ୍ୟଙ୍କୁ କେବଳ ତେହରାନ୍‌ ଖୋଜୁନାହିଁ, ଆମେରିକା ଏୟାରଫୋର୍ସ ମଧ୍ୟ ତାଙ୍କୁ…

ତେହରାନ ପାଓ୍ବାର ପ୍ଲାଣ୍ଟ ଧ୍ୱଂସ କରିଦେବୁ: ଟ୍ରମ୍ପ୍‌

ଓ୍ବାଶିଂଟନ,୬ା୪: ଇରାନ ଯୁଦ୍ଧ ୩୭ ଦିନରେ ପହଞ୍ଚତ୍ଥିବାବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ରବିବାର ସୋସିଆଲ ମିଡିଆରେ ଏକ ବିସ୍ଫୋରକ ପୋଷ୍ଟ ଜରିଆରେ ତେହରାନ୍‌ ତୁରନ୍ତ ଷ୍ଟ୍ରେଟ୍‌ ଅଫ୍‌…

‘ଠିକ ରାତି ୮ଟା…’, ଟ୍ରମ୍ପ ସ୍ଥିର କଲେ ସମୟ କେତେବେଳେ ଇରାନ ଉପରେ କରିବେ ସବୁଠାରୁ ବଡ଼ ଆକ୍ରମଣ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୬।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦ ଆହୁରି ତୀବ୍ର ହେବାରେ ଲାଗିଛି। ହର୍ମୁଜ ପ୍ରଣାଳୀକୁ ନେଇ ୱାଶିଂଟନ ଏବଂ ତେହରାନ ମଧ୍ୟରେ ଅଚଳାବସ୍ଥା…

ଇସି ପ୍ରାର୍ଥୀଙ୍କ ଉପରେ ନିର୍ଭରକଲେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ

ନୂଆଦିଲ୍ଲୀ,୬ା୪: ଭୋଟ ପରିଚାଳନା କରୁଥିବା ପଦାଧିକାରୀ ଯଦି ପ୍ରାର୍ଥୀମାନଙ୍କ ଉପରେ ନିର୍ଭର କରନ୍ତି, ତେବେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ବି.ଭି. ନାଗରତ୍ନା…

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri