କୁଟୁରା ମାଂସ ଜବତ, ୩ ଗିରଫ

ରଣପୁର,୨୯ା୭ (ସ୍ବ.ପ୍ର.): ଖୋର୍ଦ୍ଧା ବନଖଣ୍ଡ ରଣପୁର ବନ ବିଭାଗ ଅଧୀନ ଆଖୁପଦରଠାରେ ବିଭାଗୀୟ କର୍ମଚାରୀମାନେ ରବିବାର ଚଢ଼ାଉ କରି ପ୍ରାୟ ୫ କେଜି କୁଟୁରା ମାଂସ ଓ ଏକ ମୋଟର ସାଇକେଲ ଜବତ କରିଛନ୍ତି। ଏହି ଘଟଣାରେ ୩ ଜଣ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଛି। ଅଭିଯୁକ୍ତମାନେ ହେଲେ ନୟାଗଡ଼ ଜିଲା କୋମଣ୍ଡର ସଚ୍ଚିଦାନନ୍ଦ ସାହୁ, ପଙ୍କଳବାଡିର ସୁରେନ୍ଦ୍ର ପ୍ରଧାନ ଓ ଭଞ୍ଜନଗର ଡାହା ଗ୍ରାମର ରାଜୁ ନାୟକ। ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଥିବା ରଣପୁର ରେଞ୍ଜର ଶରତ ଚନ୍ଦ୍ର ଶତପଥୀ ସୂଚନା ଦେଇଛନ୍ତି । ସୂଚନାଯୋଗ୍ୟ, ରଣପୁର ବନ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ବେଆଇନ ଶିକାରୀଙ୍କୁ ଗିରଫ ନିମନ୍ତେ ଉଦ୍ୟମ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଦିନ ପୂର୍ବରୁ ହିଁ ନିଶ୍ଚିତ ହୋଇ ସାରିଥିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା! ଜାଣନ୍ତୁ କିଭଳି ଲେଖାଯାଇଥିଲା…

ନୂଆଦିଲ୍ଲୀ,୨୫।୭: NEET ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲାରେ ସରକାରଙ୍କ ସହ ଆଲୋଚନା ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ‘କକ୍ରୋଚ୍ ଜନତା ପାର୍ଟି’ (CJP)…

ଇଶାନ, ତିଲକଙ୍କ ବିସ୍ଫୋରକ ବ୍ୟାଟିଂ, ୨-୦ରେ ଭାରତ ସିରିଜ୍‌ ଆଗୁଆ

ହରାରେ,୨୫ା୭: ଇଶାନ କିଶନ ଓ ତିଲକ ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଶନିବାର ଅନୁଷ୍ଠିତ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୯୦ ରନରେ ଜିମ୍ବାଓ୍ବେକୁ ପରାସ୍ତ କରିଛି।…

ମହାପ୍ରଭୁଙ୍କୁ ସୁନାବେଶରେ ଦର୍ଶନ କରି ଭକ୍ତ ବିଭୋର

ଜି.ଉଦୟଗିରି,୨୫।୭(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠି): ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ମହାପ୍ରଭୁଙ୍କ ପବିତ୍ର ସୁନାବେଶ ଅନୁଷ୍ଠିତ ହୋଇଛି। ତିନି ରଥରେ ରଥାରୂଢ଼ ଚତୁର୍ଦ୍ଧାବିଗ୍ରହଙ୍କ ସୁନା ବେଶ…

ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ସଫଳତା: ‘ଏକ ଭାରତ ଶ୍ରେଷ୍ଠ ଭାରତ’ ପ୍ରତିଯୋଗିତାରେ…

ଭଞ୍ଜନଗର, ୨୫।୭ (ବାବୁଲା ପ୍ରଧାନ): ପିଏମ୍ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ, ବ୍ରହ୍ମପୁରଠାରେ ଶନିବାର ଅନୁଷ୍ଠିତ ‘ଏକ ଭାରତ ଶ୍ରେଷ୍ଠ ଭାରତ’ କ୍ଲଷ୍ଟରସ୍ତରୀୟ ପ୍ରତିଯୋଗିତାରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର…

କାଣ୍ଡେଲରେ ବାହୁଡା ଯାତ୍ରା, ଦ୍ୱିତୀୟ ଦିନରେ ରଥ ଟାଣିଲେ ଶ୍ରଦ୍ଧାଳୁ

କେସିଙ୍ଗା,୨୫ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମ ଆୟୁର୍ବେଦିକ ସେବା ସଦନ ନିକଟରେ ଥିବା ଶ୍ରୀ ଜଗନ୍ନାଥ ମନ୍ଦିରରେ ଶନିବାର ବାହୁଡା ଯାତ୍ରାର ଦ୍ୱିତୀୟ…

ଭବାନୀପାଟଣାରେ ଇତିହାସ: ପ୍ରଥମ ଥର ପାଇଁ ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ ଦେଖି ଭାବବିହ୍ୱଳ ହେଲେ ଶ୍ରଦ୍ଧାଳୁ

ଭବାନୀପାଟଣା,୨୫ା୭(ଉତ୍ତମ କୁମାର ଦାଶ): ଭବାନୀପାଟଣା ସହରରେ ପ୍ରଥମ ଥର ପାଇଁ ନନ୍ଦିଘୋଷ ରଥ ଉପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦୁର୍ଲଭ ସୁନାବେଶ ଅନୁଷ୍ଠିତ ହୋଇଯାଇଛି। ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଏହି…

ସୁନାବେଶରେ ଝଲସିଲେ ମହାପ୍ରଭୁ, ଭାବବିହ୍ବଳ ହେଲେ ଭକ୍ତ

ଛତ୍ରପୁର, ୨୫ା୭ (ଦିଲ୍ଲୀପ ସାମଲ): ପବିତ୍ର ସୁନାବେଶର ଦିବ୍ୟ ରୂପରେ ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତି ଝଲସିଛନ୍ତି। ଛତ୍ରପୁର ତାଡେପଲ୍ଲୀ ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ସମ୍ମୁଖରେ ରଥ ଉପରେ…

ସୁନା ବେଶ ଦର୍ଶନ ପାଇଁ ପ୍ରବଳ ଭିଡ଼, ଭୁବନେଶ୍ୱର-ପୁରୀ ରାସ୍ତା ଜାମ୍‌

ଭୁବନେଶ୍ୱର,୨୫।୭: ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥି। ତିନିରଥରେ ରଥାରୂଢ଼ ଚତୁର୍ଦ୍ଧାବିଗ୍ରହ ମହଣ ମହଣ ସୁନାରେ ସଜେଇ ହୋଇ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ସୁନାବେଶ ଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri