କୁଡୁପାତିଆରୁ କୁହୁଡ଼ିକୁ ଗଞ୍ଜେଇ ଚାଲାଣ: ୨ ଗିରଫ

ସୋରଡ଼ା,୨୪।୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା କଣାସ ନୂଆଗାଁ ଥାନ କୁଡୁପାତିଆରୁ ଖୋର୍ଦ୍ଧା କୁହୁଡ଼ିକୁ ଗଞ୍ଜେଇ ଚାଲାଣ ବେଳେ ପୋଲିସ ୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ କଣାସ ନୂଆଗାଁର ସୁଦାମ ପ୍ରଧାନ ଓ ଖଗେଶ୍ୱର ପ୍ରଧାନ। ଜବତ ଗଞ୍ଜେଇର ଓଜନ ୧୫ କେଜି ହୋଇଥିବା ବେଳେ ଆନୁମାନିକ ମୂଲ୍ୟ ୭୫ ହଜାର ଟଙ୍କା ହେବ। ଏ ନେ କେସ୍‌ ନଂ. ୪୫/୨୦୨୦ ରୁଜୁ କରାଯାଇ ସୋମବାର ଅଭିଯୁକ୍ତ ଦ୍ୱୟଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ରମେଶ କୁମାର ପ୍ରଧାନ ସୂଚନା ଦେଇଛନ୍ତି।
ପ୍ରକାଶ ଯେ, ସୁଦାମ ଓ ଖଗେଶ୍ୱର କୁଡୁପାତିଆରୁ ବାଇକ୍‌ (ନଂ. ଓଡି୩୨ ବି୯୯୪୭) ଯୋଗେ ଏକ ବସ୍ତାରେ ୧୫ କେଜି ଗଞ୍ଜେଇ ନେଇ ଖୋର୍ଦ୍ଧା ଅଞ୍ଚଳର କୁହୁଡ଼ିକୁ ଯାଉଥିଲେ। ରବିବାର ସକାଳୁ କୌଣସି ସୂତ୍ରରୁ ଖବର ପାଇ ସୋରଡ଼ା-ଗାଜଲବାଡ଼ି ରାସ୍ତା ପାଟପଲି ନିକଟରେ ପାଟ୍ରୋଲିଂ କରୁଥିବା ପୋଲିସ ସେମାନଙ୍କୁ ଧରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାୟଗଡ଼ାରେ ବଲାଙ୍ଗୀର ପୋଲିସର ଚଢ଼ାଉ: ବିପୁଳ ସୁନା-ରୂପା ଅଳଙ୍କାର ଜବତ, ୨ ସନ୍ଦିଗ୍ଧ…

କଲ୍ୟାଣସିଂହପୁର, ୨୬।୮ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାରେ ବଲାଙ୍ଗୀର ଜିଲା ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଚୋରି ସୁନା ଓ ରୂପା ଅଳଙ୍କାର ଜବତ…

ପିଉସାଙ୍କୁ ହତ୍ୟା କରି ପୋଡ଼ି ଦେବା ଘଟଣା: ୨ ମହିଳା ଗିରଫ, ମୋଟ ଗିରଫ ସଂଖ୍ୟା…

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ସିକନବାଡ଼ି ଗ୍ରାମରେ ଜମି ବିବାଦ ଓ ଗୁଣିଗାରେଡ଼ି ସନ୍ଦେହକୁ ନେଇ ମିଶ୍ର ପ୍ରଧାନଙ୍କୁ ନିର୍ମମ…

ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ-ପ୍ରତିଆକ୍ରମଣ: ୨ ଗିରଫ, ନୋଟିସ ଦେଇ ଛାଡ଼ିଲା…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପୋଡ଼ାଖାଲ ଗ୍ରାମ ନିକଟରେ ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ ଓ ପ୍ରତିଆକ୍ରମଣ…

ମା’ ଚାମୁଣ୍ଡେଶ୍ୱରୀ ମନ୍ଦିରର ହେବ ସାମଗ୍ରିକ ବିକାଶ: ପରିଚାଳନା କମିଟି ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଗୃହୀତ

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କେରାଣ୍ଡିମାଳ ପର୍ବତମାଳାସ୍ଥିତ ଚାଙ୍ଗୁଡ଼ିଦେଇ ପର୍ବତ ଶିଖରରେ ବିରାଜମାନ ମା’ ଚାମୁଣ୍ଡେଶ୍ୱରୀ ମନ୍ଦିର ଉନ୍ନୟନ…

ଫାଷ୍ଟଫୁଡ୍ ଦୋକାନ ଆଢୁଆଳରେ ଚାଲିଥିଲା ବେଆଇନ ମଦ କାରବାର: ଅବକାରୀ ଟିମ୍‌ର ଅତର୍କିତ ଚଢ଼ାଉ, ଧରାପଡ଼ିଲେ…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଢେପାପେଣ୍ଠ ଗ୍ରାମରେ ଏକ ଫାଷ୍ଟଫୁଡ୍ ଦୋକାନରୁ ବେଆଇନ ବିଦେଶୀ ମଦ ଜବତ ହୋଇଛି। ବ୍ରହ୍ମପୁର…

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଡେରା ପକାଇଥିଲେ ବଣୁଆ ହାତୀ, ଗାଧୋଇବାକୁ ଯିବା ବେଳେ ହାବୁଡ଼ରେ ପଡ଼ିଗଲେ ଯୁବକ; ଶୁଣ୍ଢରେ କଚାଡ଼ି…

ପାଟଣା/ଢେଙ୍କିକୋଟ,୨୬।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଧୋବାପିଟଣା ଗ୍ରାମର ଜଣେ ୪୨ ବର୍ଷିୟ ଯୁବକଙ୍କୁ ବୁଧବାର ଅପରାହ୍ନରେ ଏକ ମାଇ ହାତୀ ଶୁଣ୍ଢରେ କଚାଡ଼ି…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri