କୁନ୍ଦୁଲି ମାମଲା: କୋରାପୁଟରେ ପହଞ୍ଚିଲା ଏସଆଇଟି ଟିମ୍‌

କୋରାପୁଟ, ୨।୧୨(ସ୍ବ.ପ୍ର.): କୁନ୍ଦୁଲି ଗଣବଳାତ୍କାର ମାମଲାରେ ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଏସଆଇଟି ଟିମ୍‌ ସୋମବାର କୋରାପୁଟ୍‌ରେ ପହଞ୍ଚିଛନ୍ତି। ଏହି ଟିମ୍‌ କୋରାପୁଟ ଡିଆଇଜି କାର୍ଯ୍ୟାଳୟରେ ପହଞ୍ଚି କୁନ୍ଦୁଲି ପୀଡିତାର ମା’ ଦୋମାଇ ସାତି, ଭାଇ ଲକ୍ଷ୍ମଣ ଖରା ଏବଂ ଖୁଡିଙ୍କ ସହ ଘଟଣା ଉପରେ ଆଲୋଚନା କରିଛନ୍ତି। ୩ ଜଣିଆ ଏହି ଦଳରେ ଡିଆଜି କୋରାପୁଟ ସଫିକ୍‌ ଅହମ୍ମଦ, ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ ଏବଂ ଉତ୍ତରାଞ୍ଜଳ ଡିଆଇଜି ହିମାଂଶୁ ଲାଲ ପ୍ରମୁଖ ରହିଛନ୍ତି। ଏହି ସମୟରେ କୁନ୍ଦୁଲି ମା’ କହିଛନ୍ତି, ମୋ ଝିଅ ତ ମରିଗଲା, ଯେମିତି ତଦନ୍ତ ହେବା କଥା ହେଲାନି। ଆମେ ସିବିଆଇ ତଦନ୍ତ ଦାବି କରିଥିଲୁ, କିନ୍ତୁ ତାହା ହେଲା ନାହିଁ। ଏବେ ମୁଁ ନ୍ୟାୟ ପାଇଁ ଚିନ୍ତା କରି କରି ମରିଯିବି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରେ ବିକୁଥିଲେ ମଦ: ଚଢ଼ାଉ କରି ଧରିଲା ପୋଲିସ

ବଞ୍ଚୋ,୧।୬(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ଦୀର୍ଘଦିନ ଧରି ବେଆଇନ ଭାବେ ମଦ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭିତ୍ତି…

ତମାଖୁ ସେବନଠାରୁ ଦୂରେଇ ରହିବାକୁ ଆହ୍ବାନ: ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ…

ଭଞ୍ଜନଗର,୧।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଶାଖାରେ ରବିବାର ବିଶ୍ୱ ତମାଖୁ ବର୍ଜନ ଦିବସ ପାଳିତ ହୋଇଯାଇଛି। ଏଥିରେ ଶାଖାର ସଂଯୋଜିକା ସନ୍ତୋସିନୀ…

ସ୍ୱୟଂ ସହାୟକ ଗୋଷ୍ଠୀର ବ୍ୟାଙ୍କ ଖାତା ଖୋଲିବା ପାଇଁ ଯାଇଥିଲେ: ମୁକୁଳା ବିଏସଏନଏଲ୍ ତାର ନେଲା ଜୀବନ

ମୋହନା,୧।୬ (ମନ୍ମଥ ମିଶ୍ର): ମୁକୁଳା ଭାବେ ପଡ଼ିଥିବା ବିଏସଏନଏଲ୍ ତାର ନେଲା ଜଣେ ମହିଳାଙ୍କ ଜୀବନ। ଏଭଳି   ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର.ଉଦୟଗିରି ଥାନା…

ଜୋର ଧରିଲା ‘ମାଳି ସୁରକ୍ଷା ଆନ୍ଦୋଳନ’: ଖଣି ଖନନ ବିରୋଧରେ ଏକଜୁଟ ହେଲେ ଆଦିବାସୀ, କହିଲେ ଆମକୁ ଭତ୍ତା ନୁହଁ…

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ‘ମାଆ, ମାଟି ଓ ମାଳି’ର ସୁରକ୍ଷା ପାଇଁ ଚାଲିଥିବା ଗଣ-ଆନ୍ଦୋଳନ ଏବେ ତୀବ୍ର…

ଟେଲିଫୋନ ଏକ୍ସଚେଞ୍ଜରୁ ବ୍ୟାଟେରୀ ଚୋରି: ବିଜୁଳି ଚାଲିଗଲେ ଉପଭୋକ୍ତା ସେବାରୁ ବଞ୍ଚିତ

ଭଞ୍ଜନଗର, ୧।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଟେଲିଫୋନ ଏକ୍ସଚେଞ୍ଜରୁ ଗତ ଶୁକ୍ରବାର ମୂଲ୍ୟବାନ ସବୁ ବ୍ୟାଟେରୀ ଚୋରି ହୋଇଯାଇଛି । ଏହାପୂର୍ବରୁ…

ପାଣି ପାଇଁ ବ୍ଲକ ସମ୍ମୁଖରେ ଅନଶନ କଲେ ସମିତି ସଭ୍ୟ, ବାଲଟି ଧରି ମହିଳାମାନେ

ବଲାଙ୍ଗୀର,୧।୬(ସୁନିଲ କୁମାର ମହାନ୍ତି): ପାଣି ପାଇଁ ସମିତି ସଭ୍ୟ ବ୍ଲକ ସମ୍ମୁଖରେ ଅନଶନ କରିଥିବା ବେଳେ ମହିଳାମାନେ ରାସ୍ତା ଅବରୋଧ କରିଛନ୍ତି । ଏଭଳି ଦୃଶ୍ୟ ଦେଖିବାକୁ…

Featured Video Play Icon

ପୋଲିସ ଟିମ୍‌ ନେଇ ଶାଶୂ ଘରେ ପହଞ୍ଚିଲେ ତ୍ରିଷ୍ଣା, ତା’ପରେ…

ଭୁବନେଶ୍ୱର, ୧।୬: ୟ୍ୟୁଟବର ତ୍ରିଷ୍ଣା ପୋଲିସ ଉପସ୍ଥିତରେ ଶାଶୂ ଘରେ ପହଞ୍ଚି ସମସ୍ତ ଯୌତୁକ ଜିନିଷ…

ଗୁଣପୁରର ସୁଧାରାଣୀଙ୍କୁ ସମ୍ମାନସୂଚକ ଡକ୍ଟରେଟ୍, ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ

ଗୁଣପୁର,୧।୬(ସଂକେତ ପାତ୍ର): ରାୟଗଡ଼ା ଜିଲାର ଗୁଣପୁର ସହର ପୁରୁଣା ବସ୍‌ଷ୍ଟାଣ୍ଡ ଅଞ୍ଚଳସ୍ଥ ବେବର୍ତ୍ତା ସାହିର ବାସିନ୍ଦା ତଥା ସମାଜସେବୀ ଚିନାରି ସୁଧାରାଣୀ (୪୩ଙ୍କୁ ତାଙ୍କର ଉଲ୍ଲେଖନୀୟ ସାମାଜିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri