Posted inଜାତୀୟ

କୁମାରସ୍ବାମୀଙ୍କ ଶକ୍ତି ପରୀକ୍ଷା: ସମର୍ଥକଙ୍କ ସଂଖ୍ୟା ଶହେରୁ କମି ୯୮ ହେଲା

ବେଙ୍ଗାଲୁର୍‌,୧୮।୭: କର୍ନାଟକରେ ରାଜନୈତିକ ସଙ୍କଟ ଘନେଇବାରେ ଲାଗିଛି। ଗୁରୁବାର ମୁଖ୍ୟମନ୍ତ୍ରୀ ଏଚ୍‌.ଡି.କୁମାରସ୍ବାମୀ ବିଧାନସଭାରେ ଶକ୍ତି ପରୀକ୍ଷାର ସମ୍ମୁଖୀନ ହୋଇଛନ୍ତି। କର୍ନାଟକ ବିଧାନସଭାରେ ୧୯ ଜଣ ସଦସ୍ୟ ଅନୁପସ୍ଥିତ ଥିବା କୁହାଯାଉଛି। ଫଳରେ ମୋଟ ୨୨୪ ଜଣ ସଦସ୍ୟ ୧୯ ଜଣଙ୍କୁ ବାଦ୍‌ ଦେଲେ ଗୃହର ସଦସ୍ୟ ସଂଖ୍ୟା ବାଚସ୍ପତିଙ୍କୁ ଛାଡ଼ି ୨୦୩ ରହିଛି। କୁମାରସ୍ବାମୀଙ୍କ ବହୁମତ ପାଇଁ ୧୦୧ ଜଣ ସଦସ୍ୟଙ୍କ ଆବଶ୍ୟକତା ରହିବ। ଏପରିସ୍ଥଳେ କୁମାରସ୍ବାମୀଙ୍କ ପାଖରେ ପୂର୍ବରୁ ଶହେ ଜଣ ସଦସ୍ୟ ରହିଥିବାବେଳେ ଏବେ ୯୮ ଜଣ ସଦସ୍ୟ ରହିଛନ୍ତିି। ଅପରପକ୍ଷରେ ବି.ଏସ୍‌. ୟେଦୁରପ୍ପାଙ୍କ ପାଖରେ ଆବଶ୍ୟକ ସଦସ୍ୟ ଥିବା କୁହାଯାଉଛି। ଏହାଦ୍ୱାରା ରାଜ୍ୟରେ ଭାଜପାକୁ ପୁଣି ସରକାର ଗଠନ ପାଇଁ ସୁଯୋଗ ସୃଷ୍ଟି ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

ଠାକୁରାଣୀ ଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି: ବିଧାୟକ,ଉପଜିଲାପାଳଙ୍କ ନୂଆ ହେବ ଅନୁଭୂତି

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ଆଜି ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହେବ। ଏନେଇ ସମସ୍ତ ବିଭାଗ…

ରେଙ୍ଗାଲି ଜଳଭଣ୍ଡାରରେ ହାତୀ ଛୁଆର ମୃତ୍ୟୁ

ଦେବଗଡ, ୧୮।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ରେଞ୍ଜର ଠିଆନାଲ ସେକ୍ସନ ଅନ୍ତର୍ଗତ ରେଙ୍ଗାଲି ଜଳଭଣ୍ଡାର (କୁଲସରା ଗ୍ରାମ ନିକଟରେ) ନିକଟରେ ବୁଧବାର ଏକ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri